ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ: ପାସହାର ୭୦.୭୮ ପ୍ରତିଶତ

କଟକ ଅଫିସ/ଭୁବନେଶ୍ୱର,୨୧।୫(ବ୍ୟୁରୋ): ଚଳିତବର୍ଷର ମାଟ୍ରିକ ରେଜଲ୍ଟ କଟକ ବୋର୍ଡ କାର୍ଯ୍ୟାଳୟରେ ମଙ୍ଗଳବାର ପ୍ରକାଶ ପାଇଛି। ଚଳିତବର୍ଷ ପାସ ହାର ୭୦.୭୮ ପ୍ରତିଶତ ରହିଥିବାବେଳେ ଏ-୧ରେ ୧,୧୮୧ଜଣ, ଏ-୨ରେ ୯,୯୩୮ ଓ ବି-୧ରେ ୨୪,୯୯୧ ଛାତ୍ରୀଛାତ୍ର ଉତ୍ତୀର୍ଣ୍ଣ ହୋଇଛନ୍ତି।
ସେହିପରି ମଧ୍ୟମାରେ ପ୍ରାସ୍‌ ହାର ୮୪.୬୨ ପ୍ରତିଶତ ରହିଥିବାବେଳେ ୩,୫୬୩ରୁ ୩୦୧୫ ଛାତ୍ରୀଛାତ୍ର ପାସ କରିଛନ୍ତି।
ତେବେ ରେଗୁଲାର ପାସହାର ୭୨.୩୫ ପ୍ରତିଶତ ରହିଥିବାବେଳେ ଏକ୍ସ ରେଗୁଲାର ୩୭.୪୩ ପ୍ରତିଶତ ରହିଛି। ମୋଟ ୩ ଲକ୍ଷ ୯୭ ୧୨୫ ଛାତ୍ରୀଛାତ୍ର ପାସ କରିଛନ୍ତି। ମାଟ୍ରିକ ଫଳାଫଳ ଜାଣିବାକୁ ଚାହୁଁଥିବା ଛାତ୍ରୀଛାତ୍ରମାନେ www.bseodisha.ac.in, wwwbseodisha.nic.in ଓ୍ବେବସାଇଟକୁ ଯାଇ ନିଜ ରେଜଲ୍ଟ ଜାଣିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସଭାରେ ପ୍ରଥମେ ‘ବନ୍ଦେ ମାତରମ’ ବିଲ ଆଗତ କରିବେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା; ଅସମ୍ମାନ କଲେ କଠୋର ଦଣ୍ଡ

ନୂଆଦିଲ୍ଲୀ,୧୭।୭: ସଂସଦର ମୌସୁମୀ ଅଧିବେଶନରେ ଯାହା ଜୁଲାଇ ୨୦ରୁ ଆରମ୍ଭ ହେଉଛି, ଅନେକ ବିଲ ଉପସ୍ଥାପନ ପାଇଁ ତାଲିକାଭୁକ୍ତ ହୋଇଛି ଯେଉଁଥିରେ ଜାତୀୟ ଗୀତ ‘ବନ୍ଦେ ମାତରମ’କୁ…

ପାଠ୍ୟପୁସ୍ତକ ତ୍ରୁଟି ମାମଲା: ଓସେପା ଅଫିସରେ କ୍ରାଇମବ୍ରାଞ୍ଚ ଟିମ୍‌

ଭୁବନେଶ୍ୱର,୧୭।୭: ପାଠ୍ୟପୁସ୍ତକ ତ୍ରୁଟି ମାମଲାରେ କ୍ରାଇମବ୍ରାଞ୍ଚ ଡିଏସ୍‌ପି ନରେନ୍ଦ୍ର ବେହେରାଙ୍କ ନେତୃତ୍ୱରେ ୪ ଜଣିଆ ଟିମ୍‌ ଶୁକ୍ରବାର ଓସେପା ଅଫିସ୍‌ରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତଦନ୍ତ…

ସୋନମ ୱାଙ୍ଗଚୁକଙ୍କ ଅନଶନକୁ ନେଇ ସଜାଗ ହେଲେ କେନ୍ଦ୍ର ସରକାର, ନେଲେ ଏହି ପଦକ୍ଷେପ

ନୂଆଦିଲ୍ଲୀ,୧୭।୭: ସୋନମ ୱାଙ୍ଗଚୁକଙ୍କ ଅନଶନର ତୃତୀୟ ସପ୍ତାହ ଆରମ୍ଭ ହେବା ପରେ କେନ୍ଦ୍ର ସରକାର ସମ୍ପୂର୍ଣ୍ଣ ତତ୍ପର ହୋଇଉଠିଛନ୍ତି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦିଲ୍ଲୀର ତିନୋଟି ହସ୍ପିଟାଲକୁ…

‘ସେକେଣ୍ଡ କ୍ଲାସ୍ ପାସେଞ୍ଜର’ କହିବା ବନ୍ଦ କର: ଭାରତୀୟ ରେଳବାଇକୁ ସୁପ୍ରିମ୍ କୋର୍ଟଙ୍କ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୭।୭: ଭାରତୀୟ ରେଳବାଇରେ ସୁଧାର ଏବଂ ଯାତ୍ରୀମାନଙ୍କ ସୁରକ୍ଷାକୁ ନେଇ ସୁପ୍ରିମ୍ କୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି। ଜଷ୍ଟିସ୍ ସଞ୍ଜୟ କରୋଲ ଏବଂ ଜଷ୍ଟିସ୍ ଏନ୍.…

ଅକାଳରେ ଜନ୍ମିତ ହାତୀଛୁଆର ମୃତ୍ୟୁ, ଜଙ୍ଗଲରେ ଜଗି ରହିଲେ ବନ କର୍ମଚାରୀ

ରିଆମାଳ,୧୭ା୭(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ମହାସିନ୍ଧୁ ଗ୍ରାମ ଜଙ୍ଗଲରେ ଗୁରୁବାର ସନ୍ଧ୍ୟାରେ ଏକ ଅକାଳରେ ଜନ୍ମିତ ହାତୀ ଶାବକର…

୩ ଗାଁର ଲୋକଙ୍କୁ ଗାଁ ଛାଡ଼ିବାକୁ ନିର୍ଦ୍ଦେଶ, ଗ୍ରାମବାସୀ କହିଲେ ଦାବି ପୂରଣ ନ ହେଲେ…

ବଲାଙ୍ଗୀର,୧୭ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ଜଳଭଣ୍ଡାର ଭିତରେ ଥିବା କୁମିଆପାଲି ଗାଁର ଲୋକଙ୍କୁ ଗାଁ ଛାଡ଼ିବାକୁ ଲୋୟର ସୁକ୍‌ତେଲ ଥଇଥାନ, ପୁନର୍ବାସ, ଶିବିର ଓ…

ସରିଲା ରଥଟଣା, ଶରଧାବାଲିରେ ପହଞ୍ଚିଲେ ୩ ରଥ

ପୁରୀ,୧୭ା୭: ସରିଲା ରଥଟଣା। ଶରଧାବାଲିରେ ପହଞ୍ଚିଛନ୍ତି ୩ ରଥ। ପ୍ରଥମେ ବଳଭଦ୍ରଙ୍କ ତାଳଧ୍ୱଜ, ସୁଭଦ୍ରାଙ୍କ ଦର୍ପଦଳନ ରଥ ଶରଧାବାଲିରେ ପହଞ୍ଚିବା ପରେ ମହାପ୍ରଭୁ କାଳିଆ ସାଆନ୍ତଙ୍କ ନନ୍ଦିଘୋଷ…

ଜୁଲାଇରେ ୧୭ ପ୍ରତିଶତ ଅଧିକ ବର୍ଷା: ବଢ଼ିପାରେ ହୀରାକୁଦ ଜଳଭଣ୍ଡାର ସ୍ତର

ଭୁବନେଶ୍ୱର,୧୭ା୭: ଜୁଲାଇ ୧ରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ ୧୭% ଅଧିକ ବର୍ଷା ହୋଇଛି। ଏନେଇ ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ ସୂଚନା ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri