Posted inଜାତୀୟ

ପ୍ରକାଶ ପାଇଲା ସିବିଏସ୍‌ଇ ପରୀକ୍ଷା ସୂଚୀ

ନୂଆଦିଲ୍ଲୀ,୧୮।୫: କରୋନା ସଂକ୍ରମଣ ଯୋଗୁ ଦେଶରେ ଲକ୍‌ଡାଉନ୍‌ ଜାରି ହେବାରୁ ସିବିଏସ୍‌ଇ ବୋର୍ଡର ଦଶମ ଏବଂ ଦ୍ୱାଦଶ ପରୀକ୍ଷା ଅଧାରେ ଅଟକି ରହିଥିଲା। ଅବଶିଷ୍ଟ ପରୀକ୍ଷାଗୁଡ଼ିକ ପାଇଁ ସୂଚୀ ତାଲିକା ସୋମବାର ପ୍ରକାଶ ପାଇଛି। ସିବିଏସ୍‌ଇ ଦଶମ ଏବଂ ଦ୍ୱାଦଶ ବୋର୍ଡ ପରୀକ୍ଷା ଜୁଲାଇ ୧ରୁ ଆରମ୍ଭ ହୋଇ ଜୁଲାଇ ୧୫ରେ ଶେଷ ହେବ। ଏନେଇ ସିବିଏସ୍‌ଇ ବୋର୍ଡ ପକ୍ଷରୁ କୁହାଯାଇଛି ଯେ, ଦଶମ ପରୀକ୍ଷା କେବଳ ନର୍ଥ-ଇଷ୍ଟ୍‌ ଦିଲ୍ଲୀରେ ହେବ। ଅପରପକ୍ଷରେ ଦ୍ୱାଦଶ ଶ୍ରେଣୀର ଅଟକି ରହିଥିବା ଅବଶିଷ୍ଟ ବିଷୟଗୁଡ଼ିକର ପରୀକ୍ଷା ଦେଶବ୍ୟାପୀ କରାଯିବ। ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଜୁଲାଇ ୧,୨,୩, ୪, ୬, ୭, ୮,୯ ,୧୦, ୧୧, ୧୩, ୧୪ ଏବଂ ୧୫ ତାରିଖରେ ଅନୁଷ୍ଠିତ ହେବ। ସେହିପରି ଦଶମ ଶ୍ରେଣୀ ପରୀକ୍ଷା ଜୁଲାଇ ୧, ୨ , ୧୦ ଏବଂ ୧୫ ତାରିଖରେ ହେବ। ପରୀକ୍ଷା ଦେଉଥିବା ଛାତ୍ରୀଛାତ୍ର ମାସ୍କ୍‌ ପିନ୍ଧି ସାନିଟାଇଜର ସହିତ ପରୀକ୍ଷା କେନ୍ଦ୍ରକୁ ଆସିବା ପାଇଁ ସିବିଏସ୍‌ଇ ବୋର୍ଡ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାହାଣେଙ୍କ ଅବସର ପରେ କୋହଲିଙ୍କ ଭାବବିହ୍ବଳ ବାର୍ତ୍ତା, ପଢ଼ନ୍ତୁ କ’ଣ କହିଲେ…

ନୂଆଦିଲ୍ଲୀ, ୩୧।୭: କ୍ରିକେଟର ଅନୁଭବୀ ବ୍ୟାଟ୍ସମ୍ୟାନ ଅଜିଙ୍କ୍ୟ ରାହାଣେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ତାଙ୍କୁ କ୍ରମାଗତ ଭାବେ ଦିଗ୍ଗଜ ଖେଳାଳିମାନଙ୍କର ଶୁଭେଚ୍ଛା ମିଳୁଛି। ଏହି…

ନିଶା କାରବାରୀଙ୍କୁ ଝଟକା: ୨୭ କେଜି ଗଞ୍ଜେଇ ସହ ଜଣଙ୍କୁ ବାନ୍ଧିଲା ପୋଲିସ

ଭଞ୍ଜନଗର, ୩୧୭(ବାବୁଲା ପ୍ରଧାନ):ନିଶା କାରବାର ବିରୋଧରେ ଗଞ୍ଜାମ ପୋଲିସର କଡ଼ା ଅଭିଯାନ ଜାରି ରହିଥିବାବେଳେ ଭଞ୍ଜନଗର ପୋଲିସକୁ ମିଳିଛି ବଡ଼ ସଫଳତା। ଏକ ବେଆଇନ ଗଞ୍ଜେଇ ଚାଲାଣ…

ମୋଦିଙ୍କ ତ୍ୱଚା ଦେଶର ଭବିଷ୍ୟତ ଅପେକ୍ଷା ଅଧିକ ଉଜ୍ଜ୍ୱଳ: ଏମିତି କାହିଁକି କହିଲେ ଅଭିଜିତ୍‌ ଦୀପକେ

ନୂଆଦିଲ୍ଲୀ,୩୧।୭: ଲୋକ ସଭା ପରେ, ରାଜ୍ୟ ସଭା ଏବେ ପେପର ଲିକ ବିରୋଧୀ ସଂଶୋଧନ ବିଲ,୨୦୨୬କୁ ମଧ୍ୟ ଅନୁମୋଦନ କରିଛି। ରାଷ୍ଟ୍ରପତିଙ୍କ ସମ୍ମତି ପାଇବା ପରେ ଏହି…

ଅଭିଜିତ ଦୀପକେଙ୍କୁ ଭାଜପାରୁ ମିଳୁଛି ଧମକ, ଦଳରେ ଯୋଗ ନଦେଲେ….

ନୂଆଦିଲ୍ଲୀ,୩୧।୭: ସିଜେପି ନେତା ଅଭିଜିତ୍‌ ଦୀପକେ ଭାଜପା ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରଶ୍ନର ଉତ୍ତର ଦେଇ ସେ କହିଛନ୍ତି, ଭାଜପାରେ ଯୋଗଦେବା ପାଇଁ…

ପୁଣି ବିଳମ୍ବିତ ରାତିରେ Video ଜାରି କଲେ ମୋଦି, ପେପର୍‌ ଲିକ୍‌ ମାଫିଆ…

ନୂଆଦିଲ୍ଲୀ,୩୧।୭: ସଂସଦରେ ‘ପେପର ଲିକ୍‌ ନିରୋଧୀ ବିଲ୍‌’ ବା ସାଧାରଣ ପରୀକ୍ଷା(ଅସାଧୁ ଉପାୟ ପ୍ରତିରୋଧ)ସଂଶୋଧନ ବିଲ୍‌ ୨୦୨୬ ପାରିତ ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ…

ସରକାରଙ୍କ ଏହି ପଦକ୍ଷେପରେ CJP ଅସନ୍ତୁଷ୍ଟ: ପୁଣି ରାଜରାସ୍ତାକୁ ଓହ୍ଲାଇବାକୁ ଦେଲା ଧମକ

ନୂଆଦିଲ୍ଲୀ,୩୧।୭: କକ୍ରୋଚ ଜନତା ପାର୍ଟି (CJP) ଦିଲ୍ଲୀ ସରକାରଙ୍କ ବିଜ୍ଞପ୍ତିକୁ ସ୍ବାଗତ କରିଛି। ୩୬ ଦିନ ଧରି ଚାଲିଥିବା ଛାତ୍ର ପ୍ରତିବାଦ ସହିତ ପଞ୍ଜିକୃତ FIR ସମ୍ପର୍କରେ…

ଟ୍ରମ୍ପଙ୍କ ନୂଆ ପ୍ଲାନ୍! ଆମେରିକାରେ ପଢ଼ି ଚାକିରି କଲେ ଦେବାକୁ ହେବ ଏତେ କୋଟି ଟଙ୍କା

ଓ୍ବାଶିଂଟନ,୩୧ା୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସରକାର ଏକ ନୂଆ ପ୍ରସ୍ତାବ ଉପରେ ବିଚାର କରୁଛନ୍ତି। ଏହି ପ୍ରସ୍ତାବ କାର୍ଯ୍ୟକାରୀ ହେଲେ, ଆମେରିକାର ବିଶ୍ୱବିଦ୍ୟାଳୟରୁ ପାଠପଢ଼ା ଶେଷ…

ଫେରୁଥିଲେ ବ୍ୟବସାୟୀ, ବାଟରେ ଛକିଥିଲା ଯମ: ଘଟିଗଲା ଏମିତି କିଛି…

ଭଞ୍ଜନଗର,୩୧।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ବେଲଗୁଣ୍ଠ ଥାନା ଅନ୍ତର୍ଗତ ନୂଆଗାଁ ବ୍ରିଜ ନିକଟରେ ଡିମିରି ପଲ୍ଲୀ ଛକରେ ଥିବା ବ୍ରିଜ ତଳକୁ ଶୁକ୍ରବାର ସକାଳୁ ଏକ କାର ଓଲଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri