Posted inଜାତୀୟ

ପ୍ରଚାର ସମୟରେ ସାପ ସହ ଖେଳିଲେ ପ୍ରିୟଙ୍କା: ଭିଡିଓ ଭାଇରାଲ

ରାୟବରେଲୀ,୨।୫: ନିର୍ବାଚନୀ ପ୍ରଚାର ସମୟରେ ନେତାଙ୍କ ବହୁ ରଙ୍ଗ ଦେଖିବାକୁ ମିଳିଥାଏ। କେତେବେଳେ ନିର୍ବାଚନ ଭାଷଣ ତ କେତେବେଳେ ଭୋଟରଙ୍କ ସହ ସାକ୍ଷାତକାର। କିନ୍ତୁ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ନୂଆ ଅବତାର ଦେଖିବାକୁ ମିଳିଛି। ଯେଉଁଠାରେ ସେ ସାପ ସହ ଖେଳୁଥିବା ଦେଖିବାକୁ ମିଳିଛି। ପ୍ରିୟଙ୍କାଙ୍କ ଏହି ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ସୂଚନାଯୋଗ୍ୟ, ପ୍ରିୟଙ୍କା ନିଜ ମା’ଙ୍କ ସଂସଦୀୟ କ୍ଷେତ୍ର ରାୟବରେଲୀରେ ପ୍ରଚାର ପାଇଁ ପହଞ୍ଚିଥିଲେ। ପ୍ରଚାର କରୁଥିବା ସମୟରେ ସାପୁଆ ବସ୍ତିରେ ପହଞ୍ଚିଥିଲେ ପ୍ରିୟଙ୍କା। ସେଠାରେ ସେ ସାପୁଆ ବସ୍ତି ଲୋକଙ୍କ ସହ କିଛି ସମୟ କଥାବାର୍ତ୍ତା ହେବା ପରେ ସାପ ବିଷୟରେ ପଚାରି ବୁଝିଥିଲେ। ଏହାପରେ ସେ କେତେବେଳେ ସାପକୁ ନିଜ ହାତରେ ଧରିଥିଲେ ତ  କେତେବେଳେ ତା ସହ ଖେଳୁଥିବା ଦେଖିବାକୁ ମିଳିଛି। ଆଉ ଏହାକୁ ଦେଖିବା ପାଇଁ ବସ୍ତିରେ ବହୁ ଲୋକଙ୍କ ଭିଡ଼ ଜମିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁଁ ସମୁଦ୍ର, ପୁଣି ଫେରିବି: ଭାଇରାଲ ହେଉଛି ଫଡନବିଶଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୩୦ ।୬: ୨୦୧୯ରେ ଯେତେବେଳେ ଭାରତୀୟ ଜନତା ପାର୍ଟି(ଭାଜପା) ଓ ଶିବସେନା ମିଶି ନିର୍ବାଚନ ଲଢିଥିଲେ ସେତେବେଳେ ଅନୁମାନ ଲଗାଯାଇଥିଲା କି ଏହି ଦୁଇ ଦଳ...

ବିଜୟ ପାଇଁ ଜଣେ ସତ୍ୟାଗ୍ରହୀ ଯଥେଷ୍ଟ: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୨ ।୧୦: ଗାନ୍ଧୀ ଜୟନ୍ତି ଅବସରରେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ କେନ୍ଦ୍ର ସରକାରଙ୍କ ଉପରେ ଖୁବ୍ ବର୍ଷିଛନ୍ତି । ସେ ତାଙ୍କ ଟୁଇଟର...

ମୋଦି-ମେଡିକାଲ ସଂଘ ମୁହାଁମୁହିଁ

ନୂଆଦିଲ୍ଲୀ,୧୬।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାରତୀୟ ମେଡିକାଲ ସଂଘ ମୁହାଁମୁହିଁ ହୋଇଛନ୍ତି। ମୋଦିଙ୍କ ଏକ ମନ୍ତବ୍ୟ ନେଇ ମେଡିକାଲ ସଂଘ କ୍ଷୋଭ ପ୍ରକାଶ କରିଛି।...

ପୃଥିବୀକୁ ସର୍ବଦା ଶାନ୍ତି-ଅହିଂସା-ବନ୍ଧୁତ୍ୱର ମାର୍ଗ ପ୍ରଦର୍ଶିତ କରିଛି ଭାରତ: ମୋଦି

ନୂଆଦିଲ୍ଲୀ,୧୬।୧୧: ଭାରତ ସବୁବେଳେ ବିଶ୍ୱ ଭାତୃତ୍ୱରେ ବିଶ୍ୱାସ କରେ। ପୃଥିବୀକୁ ଶାନ୍ତି,ଅହିଂସା ଓ ବନ୍ଧୁତ୍ୱର ମାର୍ଗ ପ୍ରଦର୍ଶିତ କରିବାରେ ଭାରତ ଆଗୁଆ ରହିଛି ବୋଲି ପ୍ରଧାନମନ୍ତ୍ରୀ...

ପୁଲ୍‌ଓ୍ବାମା ଆକ୍ରମଣ: ବାପ-ଝିଅ ଗିରଫ

ଶ୍ରୀନଗର,୪ା୩(ପି.ଟି.): ଗତବର୍ଷ ଜମ୍ମୁ-କଶ୍ମୀରର ପୁଲ୍‌ଓ୍ବାମାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୪୦ ସିଆର୍‌ପିଏଫ୍‌ ଯବାନ ଶହୀଦ ହୋଇଥିଲେ। ଏହି ମାମଲାର ତଦନ୍ତ କରୁଥିବା ଜାତୀୟ ତଦନ୍ତକାରୀ ସଂସ୍ଥା...

ୟୁପିର ୫ ବାହୁବଳୀ ମାଫିଆ ଡନ୍‌: ବିରୋଧରେ ରହିଛି ହତ୍ୟା,ଲୁଟ ଆଦି ୨୦୦ରୁ ଅଧିକ ମାମଲା

ଲକ୍ଷ୍ନୌ, ୮।୭: ଉତ୍ତରପ୍ରଦେଶରେ ମାଫିଆ ଡନ୍‌ଙ୍କ କାହାଣୀ ବହୁ ପୁରୁଣା। କିଛି ଦିନ ତଳେ ୮ ପୋଲିସଙ୍କୁ ହତ୍ୟା କରିବା ପରେ ଅଭିଯୁକ୍ତ ବିକାଶ ଦୁବେ...

ଲ୍ୟାବ୍‌ରେ କରୋନା ଭୂତାଣୁ କଲ୍‌ଚର କଲେ ଭାରତୀୟ ବୈଜ୍ଞାନିକ

ହାଇଦ୍ରାବାଦ୍‌,୩୦।୫: ଭାରତରେ କରୋନା ସଂକ୍ରମଣ ଥମିବାର ନାଁ ଧରୁନି। ପ୍ରତିଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ଏପରିସ୍ଥଳେ ଭାରତୀୟ ବୈଜ୍ଞାନିକ ଲ୍ୟାବ୍‌ରେ କରୋନା...

ବିଶ୍ୱର ଦ୍ୱିତୀୟ ଧନୀ ବ୍ୟକ୍ତି ହେଲେ ଗୌତମ ଆଦାନୀ

ନୂଆଦିଲ୍ଲୀ,୧୬।୯: ଭାରତୀୟ ବ୍ୟବସାୟୀ ଗୌତମ ଆଦାନୀ ଦୁନିଆର ଦ୍ୱିତୀୟ ଧନୀ ବ୍ୟକ୍ତି ହୋଇଛନ୍ତି। ଫୋର୍ବସ ରିଅଲ ଟାଇମ ବିଲିୟନେୟାର ଇଣ୍ଡେକ୍ସରେ ଆଦାନୀ ବର୍ନାର୍ଡ ଆର୍ନାଲ୍ଟଙ୍କୁ ଅତିକ୍ରମ...

Advertisement
Archives

Model This Week