ପ୍ରଜାପତିରେ ଶ୍ରୀଜଗନ୍ନାଥ

ଗୋପ,୮ା୨(ଡି.ଏନ୍‌.ଏ.): ଗୋପ ବଜାରସ୍ଥିତ ଏକ ଜଳଖିଆ ଦୋକାନରେ ଶୁକ୍ରବାର ବିରଳ ପ୍ରଜାପତି ଦେଖିବାକୁ ମିଳିଛି। ପ୍ରଜାପତିଟି ଦେଖିବାକୁ ଖଇରିଆ ରଙ୍ଗର ହୋଇଥିବାବେଳେ ପ୍ରଜାପତି ମୁଣ୍ଡରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆକୃତିର ଛବି ଦେଖିବାକୁ ମିଳିଛି। ଏହାକୁ ଦେଖିବା ଲାଗି ଲୋକଙ୍କ ଭିଡ଼ ଜମୁଛି। କେତେଜଣ ଲୋକ ଏହି ପ୍ରଜାପତିକୁ ପୂଜାର୍ଚ୍ଚନା କରୁଥିବା ଦେଖିବାକୁ ମିଳିଛି। ଏ ସମ୍ପର୍କରେ ବନ ବିଭାଗ ଅଧିକାରୀଙ୍କୁ ଯୋଗାଯୋଗ କରିବାରେ ସେ କୁହନ୍ତି, ଏହା ଏକ ବିରଳର ପ୍ରଜାତିର ପ୍ରଜାପତି, ଖୁବ୍‌ କମ୍‌ ସଂଖ୍ୟକ ଏଭଳି ପ୍ରଜାପତି ଦେଖିବାକୁ ମିଳିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଭେଜାଲ ଖାଦ୍ୟ ସାମଗ୍ରୀ ଉପରେ ଅଙ୍କୁଶ ନାହିଁ

ଯାଜପୁର ଅଫିସ,୧୪ା୩: ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳର ମୁଖଶାଳା ବ୍ୟାସନଗର ସହର। ଏଠାରେ ଓଏମ୍‌ସି, ଶ୍ରମ ଯୁଗ୍ମ ଉପନିର୍ଦ୍ଦେଶକ, ଖଣି ଉପନିର୍ଦ୍ଦେଶକ, ଜିଲା ଉଠା ଜଳସେଚନ...

ବୁଦାମୂଳରୁ ମିଳିଲା ନରକଙ୍କାଳ, ପୋଲିସର ତନାଘନା ଜାରି

ରାୟଗଡ଼ା ଅଫିସ,୧।୫: ୩୨୬ ନମ୍ବର ଜାତୀୟ ରାଜପଥ ରାୟଗଡା ଜେକେପୁର ମୁଖ୍ୟ ରାସ୍ତାର ରିଲାଏନ୍ସ ମଲ୍‌ ନିକଟ ଇଣ୍ଡିଆନ ପେଟ୍ରୋଲ ପମ୍ପ ସମ୍ମୁଖ ଅନ୍ନପୂର୍ଣ୍ଣା ରାଇସ...

ମୁମ୍ବାଇରୁ ଗଜପତିକୁ ୩ ଟ୍ରକ୍‌ରେ ଫେରୁଛନ୍ତି ପ୍ରବାସୀ

ପାରଳାଖେମୁଣ୍ଡି, ୧୪ା୫ (ସ୍ବ.ପ୍ର.)- ମହାରାଷ୍ଟ୍ରର ନଭି ମୁମ୍ବାଇରୁ ଗଜପତି ଜିଲାକୁ ଟ୍ରକ୍‌ ଯୋଗେ ୧୫୦ରୁ ଊର୍ଦ୍ଧ୍ୱ ପ୍ରବାସୀ ଓଡ଼ିଆ ଶ୍ରମିକ ଫେରୁଥିବା ଜଣାପଡିଛି ା ଏମାନଙ୍କ...

ସୂଚନା ଓ ଲୋକସମ୍ପର୍କ ବିଭାଗ: କୃପାସିନ୍ଧୁ ମିଶ୍ର ନୂତନ ନିର୍ଦ୍ଦେଶକ

ଭୁବନେଶ୍ୱର,୨୫।୬(ବ୍ୟୁରୋ)- କାର୍ଯ୍ୟକ୍ଷେତ୍ରରେ ଶୃଙ୍ଖଳା ଓ ଅନୁରାଗ ଦ୍ୱାରା ଅଧିକାରୀମାନେ ବିଶେଷ ଦକ୍ଷ ଓ ପ୍ରତିବଦ୍ଧ ହୋଇପାରିବେ । ସେଥିପାଇଁ କର୍ମସଂସ୍କୃତି, ସମୟାନୁବର୍ତ୍ତିତା ଓ ଦାୟିତ୍ୱବୋଧ ଉପରେ...

ପୁଣି ୨୧ ପର୍ଯ୍ୟନ୍ତ ଛତ୍ରପୁର ସମେତ ୭ ଏନ୍‌ଏସି ଶଟ୍‌ଡାଉନ୍‌: ଆଜି ୪ଟା ଭିତରେ କିଣନ୍ତୁ ଆବଶ୍ୟକୀୟ ସାମଗ୍ରୀ

ଛତ୍ରପୁର,୧୫।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ସବ୍‌ଡିଭିଜନ ଅଧୀନ ୭ ଏନ୍‌ଏସି ( ହିଞ୍ଜିଳି ମ୍ୟୁନିସିପାଲିଟି ଓ ଗଞ୍ଜାମ ଏନଏସି ବ୍ୟତୀତ ) ୧୬ ତାରିଖରୁ ୨୧...

କୋଣାର୍କ: ଜ୍ୟୋତିର୍ବିଜ୍ଞାନର ଏକ ମାନମନ୍ଦିର

କୋଣାର୍କରେ ନଦୀର ସଙ୍ଗମସ୍ଥଳରେ ଏକ ଗଣ୍ଡ ଥିଲା। ଏହି ଗଣ୍ଡର ନାମ ପଦ୍ମକେଶର ଗଣ୍ଡ। ପଦ୍ମକେଶର ଗଣ୍ଡରେ ପଦ୍ମକେଶର ମନ୍ଦିରର ନିର୍ମାତା ଥିଲେ ଗଙ୍ଗବଂଶର ଗଜପତି...

ନିଖୋଜ ଯୁବକଙ୍କ ମିଳିଲା କଙ୍କାଳ

ପୋଲସରା,୨୦ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲସରା ଥାନା ମନ୍ଦାର-କେନ୍ଦୁବାଡ଼ି ରାସ୍ତା ନିକଟ ରତନେଇ ପାହାଡ଼ରୁ ପୋଲିସ ସୋମବାର ଜଣେ ନିଖୋଜ ଯୁବକଙ୍କ କଙ୍କାଳ ଜବତ କରିଛି। ମନ୍ଦାର...

ଶିମିଳିପାଳରୁ ଉଚ୍ଛେଦକୁ ନେଇ ଖେଜୁରୀ ଗ୍ରାମବାସୀଙ୍କ ବିକ୍ଷୋଭ

ଯଶିପୁର,୨୨ା୧(ଡ଼ି.ଏନ୍‌.ଏ.): ଶିମିଳିପାଳ ମଧ୍ୟରେ ଥିବା ଗୁଡଗୁଡିଆ ପଞ୍ଚାୟତ ଅଧୀନ ଖେଜୁରୀ ଗ୍ରାମର ବାସିନ୍ଦାଙ୍କୁ ଉଚ୍ଛେଦ ଉଦ୍ୟମକୁ ବିରୋଧକରି ବୁଧବାର ଯଶିପୁର ବ୍ଲକ କାର୍ଯ୍ୟାଳୟ ଆଗରେ ଗ୍ରାମବାସୀ...

Advertisement
Archives

Model This Week