Posted inଜାତୀୟ

ପ୍ରଜ୍ଞାଙ୍କ ନାମାଙ୍କନ ରଦ୍ଦ ପାଇଁ ଦାବି କଲେ ମାୟାବତୀ

ଭୋପାଳ,୨୨।୪: ଭୋପାଳରୁ ଭାଜପାର ଲୋକ ସଭା ପ୍ରାର୍ଥୀ ହୋଇଥିବା ସ୍ବାଧୀ ପ୍ରଜ୍ଞା ସିଂ ଠାକୁର ବାବରି ମସଜିଦ୍‌ ସହିତ ମୁମ୍ବାଇ ଏଟିଏସ୍‌ ମୁଖ୍ୟ ଶହୀଦ୍‌ ହେମନ୍ତ କରକାରେଙ୍କ ବିରୋଧରେ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ଏହାକୁ ନେଇ ବିଏସ୍‌ପି ମୁଖ୍ୟ ମାୟାବତୀ ପ୍ରଜ୍ଞାଙ୍କୁ ଟାର୍ଗେଟ୍‌ କରିଛନ୍ତି। ଟୁଇଟ୍‌ କରି ତାଙ୍କର ନାମାଙ୍କନ ରଦ୍ଦ ପାଇଁ ସେ ଦାବି କରିଛନ୍ତି। ତେବେ ପ୍ରଜ୍ଞା ଏପର୍ଯ୍ୟନ୍ତ ନାମାଙ୍କନ ଦାଖଲ କରି ନାହାଁନ୍ତି। ପ୍ରଜ୍ଞା ମାଲେଗାଓଁ ବିସ୍ଫୋରଣରେ ଅଭିଯୁକ୍ତ ଥିଲେ ତାଙ୍କ ଭଳି ଜଣେ ଅପରାଧୀଙ୍କୁ ଭାଜପା ଟିକେଟ ଦେବାକୁ ମାୟାବତୀ ନିନ୍ଦା କରିଛନ୍ତି। ସେହିପରି ଜମ୍ମୁ-କଶ୍ମୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଉମର ଅବଦୁଲା ଭାଜପା ଜଣେ ଆତଙ୍କବାଦୀଙ୍କୁ ନିର୍ବାଚନ ମଇଦାନରେ ଲଢ଼ିବାର ସୁଯୋଗ ଦେଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସକୁ ଦୂରରେ ରଖିବା ଉଚିତ ନୁହେଁ, ମମତାଙ୍କୁ ଶିବସେନାର ପରାମର୍ଶ…

ମୁମ୍ବାଇ,୪।୧୨: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆସନ୍ତା ୨୦୨୪ ଲୋକସଭା ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏଥି ସହିତ ମୁମ୍ବାଇ ଗସ୍ତ ମଧ୍ୟ କରିଛନ୍ତି।...

ଦେଶରେ କରୋନା ସଂକ୍ରମିତଙ୍କ ମୃତ୍ୟୁ ହାର ୩.୨ ପ୍ରତିଶତ: ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୩।୫: ଦେଶର କରୋନା ସଂକ୍ରମିତଙ୍କ ମୃତ୍ୟୁ ହାର ୩.୨ ପ୍ରତିଶତ ରହିଛି। ଏହା ପୃଥିବୀରେ ସବୁଠାରୁ କମ୍‌ ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ...

ସରକାର ଭାଙ୍ଗିବା ପାଇଁ ଲାଲୁଙ୍କ ସହ ହୋଇଥିଲା କଥାବାର୍ତ୍ତା: ଲଲନ ପାଶଓ୍ବାନ

ପାଟନା,୨୫।୧୧: ବିହାର ବିଧାନସଭା ବାଚସ୍ପତି ଭାବେ ଏନ୍‌ଡିଏର ବିଜୟ ସିହ୍ନା ନିର୍ବାଚିତ ହୋଇଛନ୍ତି। ବୁଧବାର ବାଚସ୍ପତି ନିର୍ବାଚନ ପୂର୍ବରୁ ଆରଜେଡି ସଭାପତି ଲାଲୁ ପ୍ରସାଦ ଯାଦବଙ୍କ...

କ୍ୟାବିନେଟ ସମ୍ପ୍ରସାରଣ ପୂର୍ବରୁ ବଡ଼ ହଇଚଇ: ନିଶଙ୍କ-ଗଙ୍ଗଓ୍ବାର-ଦେବଶ୍ରୀ ମନ୍ତ୍ରିମଣ୍ଡଳରୁ ଦେଲେ ଇସ୍ତଫା

ନୂଆଦିଲ୍ଲୀ,୭।୭: କେନ୍ଦ୍ର କ୍ୟାବିନେଟରେ ବୁଧବାର ସନ୍ଧ୍ୟାରେ ବଡ଼ ପରିବର୍ତ୍ତନ ହେବ। ହେଲେ ଏହା ପୂର୍ବରୁ ରାଜନୈତିକ ହଇଚଇ ସୃଷ୍ଟି ହୋଇଛି। ମନ୍ତ୍ରିମଣ୍ଡଳରେ ନୂଆ ନାମ ଯୋଡ଼ି...

୧୦୦ ଦେଶକୁ ୬୫ ନିୟୁତ ଡୋଜ୍‌ କୋଭିଡ୍‌ ଟିକା ପଠାଇଛି ଭାରତ

ନୂଆଦିଲ୍ଲୀ, ୧୯।୧୧(ପି.ଟି.):ଚଳିତ ବର୍ଷ ଭାରତ ପାଖାପାଖି ୧୦୦ ଦେଶକୁ ୬୫ ନିୟୁତରୁ ଅଧିକ ଡୋଜ୍‌ କୋଭିଡ୍‌ ଟିକା ରପ୍ତାନି କରିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର...

ଦୁଇ ଦଳିତଙ୍କୁ ନିର୍ମମ ପ୍ରହାର

ଜୟପୁର,୨୧।୨(ପି.ଟି.):ରାଜସ୍ଥାନର ନାଗୌର ଅନ୍ତର୍ଗତ କାର୍‌ନୁ ଗ୍ରାମରେ ଦୁଇ ଦଳିତ ଯୁବକଙ୍କୁ ନିସ୍ତୁକ ମାଡ଼ ମରାଯିବା ଘଟଣା ଏବେ ରାଜନୈତିକ ଝଡ଼ ସୃଷ୍ଟି କରିଛି। ଏକ ମୋଟର...

କେସିଆର୍‌ଙ୍କ ନୂଆ ଦଳ ଘୋଷଣା ପୂର୍ବରୁ ଲୋକଙ୍କୁ ମଦ-କୁକୁଡ଼ା ବାଣ୍ଟିଲେ ଟିଆରଏସ୍‌ ନେତା ରାଜନାଲା ଶ୍ରୀହରି…

ହାଇଦ୍ରାବାଦ,୪।୧୦ : ତେଲେଙ୍ଗାନା ରାଷ୍ଟ୍ର ସମିତି ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ(କେସିଆର)ଙ୍କ ବିଷୟରେ ଦୀର୍ଘ ଦିନ ଧରି କଳ୍ପନା ଜଳ୍ପନା ଚାଲିଛି ଯେ...

ମନ୍ଦିର ଭଙ୍ଗାକୁ ବିରୋଧକରି ଦଳିତଙ୍କ ବିକ୍ଷୋଭ:ଭୀମ ଆର୍ମି ମୁଖ୍ୟଙ୍କ ସମେତ ୯୬ ଗିରଫ

ନୂଆଦିଲ୍ଲୀ, ୨୩ା୮(ପି.ଟି.):ଦିଲ୍ଲୀ ପୋଲିସ ତୋଗଲକବାଦ୍‌ଠାରେ ଭୀମ ଆର୍ମି ମୁଖ୍ୟ ଚନ୍ଦ୍ରଶେଖର ଆଜାଦଙ୍କ ସମେତ ୯୬ ବିକ୍ଷୋଭକାରୀଙ୍କୁ ଗିରଫ କରିଛି। ଏମାନେ ବେଆଇନ ଭାବେ ଏକାଠି ହୋଇ...

Advertisement
Archives

Model This Week