Posted inଜାତୀୟ

ପ୍ରଜ୍ଞା ଜଣେ ପେଶାଦାର ଅପରାଧୀ: ଭୁପେଶ ବାଘେଲା

ରାୟପୁର,୨୧।୪: ପ୍ରଜ୍ଞା ସିଂ ଠାକୁର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲା। ପ୍ରଜ୍ଞା ଜଣେ ପେଶାଦାର ଅପରାଧୀ। ସେ ୧୯ ବର୍ଷ ବୟସରେ ଜଣଙ୍କୁ ଛୁରୀ ମାରିଥିଲେ। ଏହା ସହିତ ୨୦୦୮ ସେପ୍ଟେମ୍ବର ୨୯ ମାଲେଗାଓ୍ବଁ ବିସ୍ଫୋରଣ ଘଟଣାରେ ସେ ଜେଲ ଦଣ୍ଡ ଭୋଗିଛନ୍ତି। ଭାଜପା ପେଶାଦାର ଅପରାଧୀଙ୍କୁ ଟିକେଟ ଦେଇ ଏକ କଳଙ୍କିତ ରାଜନୀତି ସୃଷ୍ଟି କରିଥିବା ବାଘେଲା କହିଛନ୍ତି। ସେ ମୁମ୍ବାଇ ଏଟିଏସ୍‌ ମୁଖ୍ୟ ହେମନ୍ତ କରକାରେଙ୍କ ବିରୋଧରେ ଦେଇଥିବା ମନ୍ତବ୍ୟ ଅତି ନିନ୍ଦନୀୟ। ଏହାଦ୍ୱାରା ଶହୀଦ୍‌ଙ୍କ ଅପମାନ ହେଉଛି। ଏପରିସ୍ଥଳେ ଭାଜପା ଚୁପ୍‌ ରହିବା ଅତ୍ୟନ୍ତ ଦୁଃଖର କଥା ବୋଲି ବାଘେଲା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

‘ଦେଶର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ?’ ଅଭିଜିତ ଦୀପକେଙ୍କ ଉତ୍ତରକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜୀତ ଦୀପକେଙ୍କୁ ଯେତେବେଳେ ପଚରାଯାଇଥିଲା ଯେ, ଦେଶର ଏପର୍ଯ୍ୟନ୍ତର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ, ସେତେବେଳେ ସେ ପଣ୍ଡିତ…

ଧୋକା ଦେଲେ ସରକାର! ପୁଣି ବଡ଼ ଆନ୍ଦୋଳନ ଘୋଷଣା କଲା CJP: ଏଇଠୁ ହେବ ଆରମ୍ଭ

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ରାଷ୍ଟ୍ରବ୍ୟାପୀ ଶାନ୍ତିପୂର୍ଣ୍ଣ ବିରୋଧ ପ୍ରଦର୍ଶନ କରିବାକୁ ଘୋଷଣା କରିଛି। ଦଳ ଭାରତ ସରକାରଙ୍କ ଉପରେ…

‘ମୁଁ ରାଜନୀତିରୁ ସନ୍ନ୍ୟାସ…’, TMCରେ ବିଦ୍ରୋହ ମଧ୍ୟରେ ମମତା ବାନାର୍ଜୀଙ୍କ ବଡ଼ ଘୋଷଣାକୁ ନେଇ ହଇଚଇ

ନୂଆଦିଲ୍ଲୀ,୨୪।୮: TMC ମୁଖ୍ୟ ମମତା ବାନାର୍ଜୀ ନିଜର ରାଜନୈତିକ ଭବିଷ୍ୟତକୁ ନେଇ ବଡ଼ ବୟାନ ଦେଇଛନ୍ତି। ସେ ସ୍ପଷ୍ଟ ଭାବେ କହିଛନ୍ତି ଯେ, ରାଜନୀତିରୁ ସନ୍ନ୍ୟାସ ନେବାର…

Viral Video! ସେଲଫି ନେବା ବେଳେ ମଞ୍ଚ ଉପରେ ରାହୁଲଙ୍କୁ କିସ୍ କରିଦେଲେ ଯୁବତୀ, ଆଉ ତାପରେ…

ମୁମ୍ବାଇ,୨୪।୮: ମହାରାଷ୍ଟ୍ରର ପୁଣେରେ କଂଗ୍ରେସ ଏମପି ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ କାର୍ଯ୍ୟକ୍ରମର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି…

ସରକାର ବିରୋଧରେ CJPର ବଡ଼ ଘୋଷଣା: ୫ ସେପ୍ଟେମ୍ବରରେ…

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ନୂଆଦିଲ୍ଲୀରେ ବିରୋଧ ମାର୍ଚ୍ଚ କରିବାକୁ ଘୋଷଣା କରିଛି। ଦଳର ଅଭିଯୋଗ ଅନୁସାରେ, କେନ୍ଦ୍ର ସରକାର ୨୫ ଜୁଲାଇରେ ଦେଶର ଯୁବପିଢ଼ିଙ୍କୁ…

ଚିନିକୁ ନେଇ ଦେଶରେ ହଇଚଇ: ବଡ଼ ସୂଚନା ଦେଲା ଭାରତୀୟ ଚିନି ମିଲ୍‌ ସଂଘ, ଆଗକୁ…

ନୂଆଦିଲ୍ଲୀ,୨୪।୮: ଦେଶରେ ଚିନିର କୌଣସି ଅଭାବ ନାହିଁ ଏବଂ ଆଗାମୀ ଦିନରେ ଖୁଚୁରା ବଜାରରେ ଚିନି ଦର କମିବାର ଆଶା ରହିଛି ବୋଲି ଭାରତୀୟ ଚିନି ମିଲ…

ରାଜନୀତିରେ ହଲଚଲ! ସନ୍ନ୍ୟାସ ନେବେ କି ଗଡ଼କରୀ? ଏଭଳି ବୟାନକୁ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି । ନାଗପୁରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri