Posted inଜାତୀୟ

ପ୍ରଣବ ମୁଖାର୍ଜୀଙ୍କୁ ଭେଟିଲେ ମୋଦି

ନୂଆଦିଲ୍ଲୀ,୨୮।୫: ବିପୁଳ ବିଜୟ ପରେ ନରେନ୍ଦ୍ର ମୋଦି ମେ ୩୦ରେ ନୂଆ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି। ଏହି ମର୍ମରେ ସେ ଆଶୀର୍ବାଦ ନେବା ପାଇଁ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କୁ ଭେଟିଥିବା ଫଟୋ ଟୁଇଟରରେ ଶେୟାର କରିଛନ୍ତି। ଫଟୋରେ ପ୍ରଣବ ମୁଖାର୍ଜୀ ମୋଦିଙ୍କୁ କିଛି ଖୁଆଇ ଦେଉଥିବା ଦେଖାଯାଉଛି। ତେବେ କ’ଣ ମୋଦି ଖାଇଛନ୍ତି ସେ ନେଇ କୌଣସି ସୂଚନା ଦିଆଯାଇ ନାହିଁ। ମୋଦି ହାତରେ ଟିସୁ ପେପର ଧରିଥିବା ଦେଖିବାକୁ ମିଳୁଛି। ପ୍ରଣବ ଜଣେ ଦୂରଦର୍ଶୀ ନେତା ବୋଲି ମୋଦି ଟୁଇଟରରେ ଉଲ୍ଲେଖ କରିଛନ୍ତି। ଏବେ ଏହି ଫଟୋକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାଁରେ ଆସିଲା ସାଂଘାତିକ ଅଭିଯୋଗ, ଡାକ୍ତରଙ୍କୁ ଚାକିରିରୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି,୧୩।୮(ଗିରିଧାରୀ ପରିଛା): ଦୁର୍ନୀତି ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ଗଜପତି ଜିଲାର ଗୁରାଣ୍ଡି ସିଏଚ୍‌ସିର ପୂର୍ବତନ ଭାରପ୍ରାପ୍ତ ମେଡିକାଲ ଅଧିକାରୀ ଡାକ୍ତର ପତିତପାବନ ବାରିକଙ୍କୁ ସରକାରୀ…

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

ସ୍ତ୍ରୀଙ୍କ ମୋବାଇଲରେ ଏମିତି ଚାଟ୍‌ ଦେଖି ସ୍ବାମୀଙ୍କ ପାଦ ତଳୁ ଖସିଗଲା ମାଟି, ସିଧା ପହଞ୍ଚିଲେ ଥାନାରେ…

ନୂଆଦିଲ୍ଲୀ,୧୩।୮: ତେଲଙ୍ଗାନାର ମହବୁବାବାଦ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ପତ୍ନୀ ଓ ତାଙ୍କର କଥିତ ପ୍ରେମିକଙ୍କ ବିରୋଧରେ…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

ଗ୍ରହଙ୍କ ଖାସ୍‌ ଖେଳରେ ୫ ରାଶିଙ୍କ ଚମକିବ ଭାଗ୍ୟ, ଖୋଲିଯିବ ଟଙ୍କା ଆସିବାର ରାସ୍ତା; ବଢିବ…

୧୩ ଅଗଷ୍ଟ, ୨୦୨୬ ରେ ଶ୍ରାବଣ ମାସର ଶୁକ୍ଳ ପକ୍ଷର ପ୍ରତିପଦା ତିଥି ଏବଂ ଦିନ ଗୁରୁବାର ଅଟେ। ଏହା ଚାତୁର୍ମାସର ୨୦ ତମ ଦିନ ଅଟେ।…

ଚାଇନାର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ

ବେଜିଂ, ୧୩।୮: ଚାଇନାକୁ ଆଧୁନିକ ଅର୍ଥନୈତିକ ମହାଶକ୍ତି ଭାବରେ ଗଢ଼ିବାରେ ପ୍ରମୁଖ ଭୂମିକା ନେଇଥିବା ଏବଂ ଦେଶକୁ ବିଶ୍ୱ ବାଣିଜ୍ୟ ସଂଗଠନ(ଡବ୍ଲ୍ୟୁଟିଓ)ରେ ସାମିଲ କରାଇଥିବା ଚାଇନାର ପୂର୍ବତନ…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri