ପ୍ରତିଦିନ ଗୋଟିଏ ସିଝାଅଣ୍ଡା ନପୁଂସକତାରୁ ରଖେ ଦୂରେଇ…

ସମ୍ପ୍ରତି ପରିବର୍ତ୍ତିତ ଜୀବନ ଶୈଳୀରେ ତଥା ମାନସିକ ଚାପ ଯୋଗୁ କେତେକଙ୍କଠାରେ ନପୁଂସକତା ଦେଖିବାକୁ ମିଳୁଛି। ଆୟୁର୍ବେଦରେ ଏହାର ଘରୋଇ ଉପଚାର ସମ୍ପର୍କରେ ଉଲ୍ଲେଖ କରାଯାଇଛି। ମାସେ ପର୍ଯ୍ୟନ୍ତ ପ୍ରତିଦିନ ଗୋଟିଏ ସିଝାଅଣ୍ଡା ସହ ଚାମୁଚେ ଅଦା ରସ ଓ ମହୁ ମିଶାଇ ଖାଇଲେ ନପୁଂସକତାରୁ ମୁକ୍ତି ମିଳେ। ସେହିପରି ରାତିରେ ଅଭ୍ୟାସ କରି ସିଝାଅଣ୍ଡା ଓ ଗୋଲମରିଚ ଗୁଣ୍ଡ ଖାଇଲେ ସୁଫଳ ମିଳିଥାଏ। ଏପରି କରିବା ଦ୍ୱାରା ସ୍ବପ୍ନ ଦୋଷ, ଧାତୁ କ୍ଷୟ ଆଦି ରୋଗ ମଧ୍ୟ ଭଲ ହୋଇଥାଏ। ଏହା ଶୁକ୍ରାଣୁ ସ୍ତର ବୃଦ୍ଧିରେ ସହାୟକ ହୋଇଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେଙ୍ଗୁ ଭଳି କମୁଛି କରୋନା ରୋଗୀଙ୍କ ପ୍ଲେଟଲେଟ!

ନୂଆଦିଲ୍ଲୀ,୧୪ ।୯: କରୋନା ଭାଇରସ ସଂକ୍ରମଣକୁ ନେଇ ଦିନକୁ ଦିନ ନୂଆ ତଥ୍ୟ ସାମ୍ନାକୁ ଆସୁଥିବା ବେଳେ ଏବେ ଆଉ ଏକ ନୂଆ ତଥ୍ୟ ସାମ୍ନାକୁ...

କଲାମଙ୍କୁ ମିଶାଇଲ ମ୍ୟାନ କରିଥିଲେ ଇସ୍ରୋର ଜନକ ଡା. ସାରାଭାଇ

ନୂଆଦିଲ୍ଲୀ,୧୨।୮: ଭାରତ ଆଜି ମହାକାଶ ଗବେଷଣା କ୍ଷେତ୍ରରେ ବହୁ ଆଗକୁ ଚାଲି ଯାଇଛି। ନିକଟରେ ଚନ୍ଦ୍ରୟାନ-୨ ପରୀକ୍ଷଣ କରି ଭାରତ ନିଜପାଇଁ ସୃଷ୍ଟି କରିଛି ଏକ...

କାର୍ଯ୍ୟଦକ୍ଷତା ବଢ଼ାଏ ପଢ଼ାପଢ଼ି

କାର୍ଯ୍ୟଦକ୍ଷତା ବଢ଼ାଇବାର ଏକ ସହଜ ତଥା ସରଳ ଉପାୟ ହାତ ପାଆନ୍ତାରେ ରହିଛି। ଯଦି ଜଣେ ବ୍ୟକ୍ତି ତାଙ୍କର ମନ ପସନ୍ଦର ବହି ପଢ଼ାପଢ଼ି କରନ୍ତି...

ପେଟ ଚର୍ବି କମ୍‌ କରିବାକୁ ଆପଣାନ୍ତୁ ଏହି ଉପାୟ

ଜଣେ ପୁରୁଷ ବା ମହିଳା ଯେତେ ସୁନ୍ଦର ହୋଇଥାନ୍ତୁ ନା କାହିଁକି ପେଟର ଚର୍ବି, ମୋଟାପଣ ଶରୀରର ସବୁ ସୌନ୍ଦର୍ଯ୍ୟକୁ ନଷ୍ଟ କରିଥାଏ। ଆହୁରି ମଧ୍ୟ...

ଅଧିକ ଚିକିତ୍ସା ସୁବିଧା ଯୋଗାଇ ଦେବାକୁ ନେଇ କୋର୍ଟର ଦ୍ୱାରସ୍ଥ ହେଲେ ନିର୍ଭୟା ମାମଲାର ଦୋଷୀ

ନୂଆଦିଲ୍ଲୀ,୨୦।୨: ଫାଶୀ ଦଣ୍ଡାଦେଶକୁ ଏଡେଇବାକୁ ଯାଇ ନିର୍ଭୟା ଗଣବଳାତ୍କାର ମାମଲାର ଦୋଷୀ ଗୋଟିଏ ପରେ ଗୋଟିଏ ଉପାୟ ଚିନ୍ତା କରୁଛନ୍ତି। ଏହି ମାମଲାର ଦୋଷୀ ବିନୟ...

‘ବାହ୍ୟଶକ୍ତି ଇଙ୍ଗିତରେ ମାନବାଧିକାର ଉଲ୍ଲଂଘନ ଅଭିଯୋଗ’

ନୂଆଦିଲ୍ଲୀ,୧୩।୧୦: ବାହ୍ୟଶକ୍ତି ଇଙ୍ଗିତରେ ଭାରତ ବିରୋଧରେ ମାନବାଧିକାର ଉଲ୍ଲଂଘନ ଅଭିଯୋଗ ଆଣିବା ନୂଆ ନିୟମ ପାଲଟିଯାଇଛି ବୋଲି ମଙ୍ଗଳବାର ଜାତୀୟ ମାନବାଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) ଅଧ୍ୟକ୍ଷ...

ପିକେଙ୍କ ଭବିଷ୍ୟବାଣୀ, ଭାଜପା କ୍ଷମତାରେ ରହିବ ବହୁ ବର୍ଷ, ମୋଦିଙ୍କ ଶକ୍ତି ରାହୁଲଙ୍କୁ ଅଜଣା…

ପଣଜୀ,୨୮।୧୦: ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର (ପିକେ) ୨୦୨୪ ରେ ହେବାକୁ ଥିବା ଲୋକସଭା ନିର୍ବାଚନ ପୂର୍ବରୁ ବିରୋଧୀ ଦଳଗୁଡ଼ିକୁ ଏକଜୁଟ କରିବାକୁ ଚେଷ୍ଟା କରୁଛନ୍ତି।...

୪୮ କିଲୋ ଗୋବର କିଣିଲେ ମୁଖ୍ୟମନ୍ତ୍ରୀ

ରାୟପୁର, ୨୧।୭: ଛତିଶଗଡ଼ ସରକାରଙ୍କ ପକ୍ଷରୁ ଗୋଧନ ନ୍ୟାୟ ଯୋଜନାର ଶୁଭାରମ୍ଭ ହୋଇଛି। ଏହି ଯୋଜନା ଦ୍ୱାରା ଚାଷୀଙ୍କ ବିକାଶ ସମ୍ଭବ ହୋଇପାରିବ l ଯୋଜନା...

Advertisement
Archives

Model This Week