Posted inଜାତୀୟ

ପ୍ରତିଦିନ ହିଂସା ଯୋଗୁ ଘର ଛାଡିବାକୁ ବାଧ୍ୟ ହେଉଛନ୍ତି ଲୋକେ

ମିରଠ,୨୭।୬: ଉତ୍ତର ପ୍ରଦେଶର ମିରଠ ଏବେ ଅଶାନ୍ତ ହୋଇପଡିଛି। ଏଠାରେ ଥିବା ପ୍ରହ୍ଲାଦ ନଗରରେ ନିତିଦିନ ଅସାମାଜିକ କାର୍ଯ୍ୟକଳାପ ବଢି ଚାଲିଥିବା ବେଳେ ଲୋକେ ଏଠାରୁ ଘରଛାଡି ଯିବାକୁ ବାଧ୍ୟ ହେଉଛନ୍ତି। ଏଠାରେ ଗୁଳି ଫୁଟିବା ଏକ ସାଧାରଣ ଘଟଣାରେ ପରିଣତ ହୋଇଗଲାଣି। ସୂଚନାଯୋଗ୍ୟ, ଏଠାରେ ଅଧିକାଂଶ ହେଉଛନ୍ତି ସଂଖ୍ୟାଲଘୁ ସମ୍ପ୍ରଦାୟର। ଦେଶ ବିଭାଜନ ହେବା ପରେ ପାକିସ୍ତାନରୁ ଆସିଥିବା ଲୋକଙ୍କୁ ଏଠାରେ ଥଇଥାନ କରାଯାଇଥିଲା। ତେଣୁ ଏହାକୁ ରିଫ୍ୟୁଜି କଲୋନି ବୋଲି ମଧ୍ୟ କୁହାଯାଏ। ଏଠାରେ ଅଧିକାଂଶ ପଞ୍ଜାବୀ ପରିବାର ବସବାସ କରନ୍ତି। ପ୍ରହ୍ଲାଦ ନଗର ସୀମାରେ ଇସଲାମାବାଦ, ପିଲ୍ଲୋଖଡି, ଶ୍ୟାମନଗର, ଗୋଲାକୁଆଁ ଆଦି ରହିଥିବାରୁ ଏପରି ପରିସ୍ଥିତି ଉପୁଜୁଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏମ୍‌ପିଙ୍କୁ ଏସିଡ୍‌ ଆକ୍ରମଣ ଧମକ

ଶିବସେନା ଏମ୍‌ପି ଅରବିନ୍ଦ ସାଓ୍ବନ୍ତ ଅମରାବତୀର ସ୍ବାଧୀନ ଏମ୍‌ପି ନବନୀତ କୌର ରାଣାଙ୍କ ଉପରେ ଏସିଡ୍‌ ଆକ୍ରମଣ କରାଇବାକୁ ଧମକ ଦେଇଥିବା ଅଭିଯୋଗ ହୋଇଛି। ଏ...

ଅନୁଚ୍ଛେଦ ୩୭୦: ବଡ଼ ଖଣ୍ଡପୀଠରେ ହେବନି ଶୁଣାଣି

ନୂଆଦିଲ୍ଲୀ,୨।୩: ଅନୁଚ୍ଛେଦ ୩୭୦ର ଶୁଣାଣି ୭ ଜଣିଆ ବଡ଼ ଖଣ୍ଡପୀଠରେ ହେବନି। ଏହାର ବିଚାର ୫ ଜଣିଆ ଖଣ୍ଡପୀଠରେ କରାଯିବ ବୋଲି ସୋମବାର ସୁପ୍ରିମ୍‌କୋର୍ଟ ପ୍ରକାଶ...

ଜନ୍ମମାସ କୁହେ ବ୍ୟକ୍ତି କେତେ ରୋମାଣ୍ଟିକ୍‌

ଜନ୍ମମାସ ଓ ରାଶିରୁ ଜଣେ ବ୍ୟକ୍ତିର ବ୍ୟକ୍ତିତ୍ୱ ବିଷୟରେ କିଛି ସୂଚନା ମିଳିଥାଏ। ତେବେ ଜୁଲାଇ ମାସରେ ଜନ୍ମିତ ବ୍ୟକ୍ତିଙ୍କ ପାଖରେ ରହିଛି କିଛି ବିଶେଷତ୍ୱ।...

ଭଙ୍ଗାଯିବ ବ୍ରିଟିଶ ଅମଳର ରେଳ ବ୍ରିଜ୍‌, ଶନିବାର ରାତି ୧୧ଟା ଠାରୁ ୨୭ ଘଣ୍ଟିଆ ମେଗା ବ୍ଲକ୍‌…

ମୁମ୍ବାଇ,୧୯।୧୧ : ରେଳବାଇ ମୁମ୍ବାଇର ଛତ୍ରପତି ଶିବାଜୀ ମହାରାଜ ଟର୍ମିନାସ (ସିଏସଏମଟି) ଏବଂ ମସଜିଦ ବନ୍ଦର ଷ୍ଟେଶନ ଲାଇନ ମଧ୍ୟରେ ବ୍ରିଟିଶ ଯୁଗର କାର୍ନାକ ବ୍ରିଜକୁ...

ମାନ୍ଦାବସ୍ଥାର ପ୍ରଭାବ: ସାବୁନ ଦର ହ୍ରାସ କରୁଛନ୍ତି କମ୍ପାନୀ

ନୂଆଦିଲ୍ଲୀ,୨୯ା୮: ଦେଶରେ ମାନ୍ଦାବସ୍ଥା ଏଭଳି ମାଡି ଆସିଛି ଯେ, ଅଟୋମୋବାଇଲ, ରିଏଲ୍‌ ଇଷ୍ଟେଟ୍‌ ପରେ ଏବେ ସାବୁନ ତିଆରି କରୁଥିବା କମ୍ପାନୀ ନିଜର ଉତ୍ପାଦର ଦର...

ଭାରତୀୟ ଯବାନଙ୍କ ‘ପ୍ଲାନ୍‌-୧୯୦’ ଚାଇନା ସୈନ୍ୟଙ୍କୁ ପରାସ୍ତ କରିବାକୁ ସକ୍ଷମ ହେବ…

ନୂଆଦିଲ୍ଲୀ,୨୧।୧୦: ଭାରତୀୟ ସେନା ଚାଇନାର ସୈନ୍ୟଙ୍କ ମୁକାବିଲା ପାଇଁ ଏନେ ନୂଆ ଯୋଜନା ଉପରେ କାର୍ଯ୍ୟ ଜାରି ରଖିଛି। ଶୀତ ଆସିବା ପୂର୍ବରୁ ଏବେ ଭାରତ...

ବିବାହ କଲେ ପ୍ରଥମ ଟ୍ରାନ୍ସଜେଣ୍ଡର ଖବରଦାତା

ଥିରୁଭାନନ୍ଥପୁରମ,୨୬।୧: କେରଳର ପ୍ରଥମ ଟ୍ରାନ୍ସଜେଣ୍ଡର ଖବରଦାତା ହେଇଦି ସାଦିୟା ବିବାହ କରିଛନ୍ତି। ଏର୍ନାକୁଲମରେ ଅଥର୍ବ ମୋହନଙ୍କୁ ସେ ରବିବାର ବିବାହ କରିଥିବା ଜଣାପଡିଛି। ସ୍ପେଶାଲ ମ୍ୟାରେଜ୍‌...

ପିଏସଏଲଭି-ସି-୫୪ର ସଫଳ ଉତ୍‌କ୍ଷେପଣ…

ଶ୍ରୀହରିକୋଟା,୨୬।୧୧ : ସମୁଦ୍ରର ବୈଜ୍ଞାନିକ ଅଧ୍ୟୟନ ଏବଂ ସାଇକ୍ଲୋନ ଉପରେ ନଜର ରଖିବା ପାଇଁ ଇସ୍ରୋ ଶନିବାର ତୃତୀୟ ପିଢିର ପିଏସଏଲଭି-ସି-୫୪ର ସଫଳ ଉତ୍‌କ୍ଷେପଣ କରିଛି।...

Advertisement
Archives

Model This Week