ପ୍ରତିବର୍ଷ ମାର୍ଚ୍ଚ ୫ରେ ଲୋକସେବା ଦିବସ

ଭୁବନେଶ୍ୱର,୬।୩(ବ୍ୟୁରୋ): ବିଜେଡି ସରକାର ପଞ୍ଚମ ପାଳିରେ ଲୋକମାନଙ୍କୁ ଉତ୍ତମ ପ୍ରଶାସନିକ ସେବା ଯୋଗାଇବା ଉପରେ ଗୁରୁତ୍ୱ ଦେଉଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜନସାଧାରଣଙ୍କୁ ଗଣତନ୍ତ୍ରର ମାଲିକ କହିବା ସହ ନିଷ୍ଠାର ସହିତ ସେବା କରିବାକୁ ସରକାରୀ କର୍ମଚାରୀ, ମନ୍ତ୍ରୀ ଏବଂ ଦଳୀୟ ନେତାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସଚିବାଳୟ ନାମକୁ ବଦଳାଯାଇ ଲୋକସେବା ଭବନ କରାଯାଇଛି। ଅନୁରୂପ ଭାବେ ଲୋକମାନଙ୍କ ସେବାକୁ ଗୁରୁତ୍ୱ ଦେଇ ରାଜ୍ୟ ସରକାର ପ୍ରତ୍ୟେକ ବର୍ଷ ମାର୍ଚ୍ଚ ୫ ତାରିଖକୁ ପଞ୍ଚାୟତିରାଜ ଓ ଲୋକସେବା ଦିବସ ଭାବେ ପାଳନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଦ୍ୱାରା ଗୁରୁବାର ଲୋକସେବା ଭବନ କନଭେନଶନ ହଲ୍‌ଠାରେ ଆୟୋଜିତ ରାଜ୍ୟସ୍ତରୀୟ ପଞ୍ଚାୟତିରାଜ ଦିବସ ପାଳନ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

ଜୁନାଗଡ଼ ରୋଡ୍‌ରୁ ହାଓ୍ବଡା ଇସ୍ପାତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କଲେ ଏମ୍‌ପି: ୨୨ରୁ ଗଡ଼ିବ ଟ୍ରେନ୍‌…

ଜୁନାଗଡ଼,୧୯।୨(ସୁନୀଲ କୁମାର ସିଂହ/ଅଂଶୁମାନ ଯୋଶୀ)- ପଶ୍ଚିମ ଓଡ଼ିଶାରେ ରେଳ ସଂଯୋଗକୁ ସୁଦୃଢ଼ ​​କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ହାଓ୍ବଡା-ଟିଟଲାଗଡ଼-ହାଓଡ଼ା ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ୍…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

ସୁଧୀରଙ୍କୁ ମନୋନୀତ କଲେ ନବୀନ

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri