ପ୍ରତିଭା ରାୟ ପାଇବେ ସାରଳା ସମ୍ମାନ

କଟକ ଅଫିସ,୨୫।୧୧: କଥାଶିଳ୍ପୀ ପଦ୍ମଶ୍ରୀ ଡ. ପ୍ରତିଭା ରାୟ ୨୦୧୮ର ମର୍ଯ୍ୟାଦାଜନକ ସାରଳା ସମ୍ମାନ ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି। ଆସନ୍ତା ଡିସେମ୍ବର ୮ରେ କଟକ ସାରଳା ଭବନଠାରେ ସାରଳା ସାହିତ୍ୟ ସଂସଦର ବାର୍ଷିକ ଉତ୍ସବରେ ତାଙ୍କୁ ଏହି ସମ୍ମାନ ପ୍ରଦାନ କରାଯିବ ବୋଲି ସଂସଦର ପ୍ରତିଷ୍ଠାତା ଓ ସଭାପତି ଡ. ପ୍ରଭାକର ସ୍ବାଇଁ ଜଣାଇଛନ୍ତି। ସେ ବର୍ଷା ବସନ୍ତ ବୈଶାଖ, ଅପରିଚିତ, ଯାଜ୍ଞସେନୀ, ଶିଳାପଦ୍ମ, ଗଙ୍ଗଶିଉଳି, ସମୁଦ୍ରର ସ୍ବର, ପୁଣ୍ୟତୋୟା ଆଦି ରଚନା କରି ଓଡ଼ିଆ ସାହିତ୍ୟକୁ ସମୃଦ୍ଧ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରଥକାଠ ଅନୁକୂଳ

ବାରିପଦା ଅଫିସ,୬ା୨: ଚଳିତବର୍ଷ ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାର ଶ୍ରୀ ଶ୍ରୀ ହରିବଳଦେବ ଜୀଉଙ୍କ ରଥଯାତ୍ରା ପାଇଁ ଶ୍ରୀପଞ୍ଚମୀ ଅବସରରେ ଶନିବାର ରଥକାଠ ଅନୁକୂଳ କରାଯାଇଛି। ବନ ବିଭାଗ...

ସାମାଜିକ ଦୂରତ୍ୱରେ ହେଲା ଅକ୍ଷିମୁଠି ଅନୁକୂଳ

ଜହ୍ନାପଙ୍କ, ୨୬।୪ (ଡି.ଏନ.ଏ): ଭାରତୀୟ କିଷାନ ସଂଘ ବୌଦ୍ଧ ପକ୍ଷରୁ ନିରାଡମ୍ବର ଭାବେ ବୌଦ୍ଧ ବ୍ଲକ ଖୁଣ୍ଟବନ୍ଧ ପଞ୍ଚାୟତର ପୋଲାମ ଗ୍ରାମରେ ଅକ୍ଷିମୁଠି ଅନୁକୂଳ ହୋଇଯାଇଛି।...

ବିନା ସୂଚନା ଫଳକରେ ଚାଲିଛି ବ୍ରିଜ କାମ

କେସିଙ୍ଗା, ୨୪।୬ (ଡି.ଏନ.ଏ.)-କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କନ୍ତେଶିର ଗ୍ରାମପଞ୍ଚାୟତ ଅଧୀନ ଗେଠିପଡା ଉଲସ୍ତିଯୋରକୁ ଜୟନ୍ତପୁର ସହିତ ସଂଯୋଗ କରିବା ପାଇଁ ଆର୍‌ଡି ବିଭାଗ...

ବିଜେଡି-ଭାଜପାର ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ

ପଦ୍ମପୁର,୧୯।୧୧(ଡି.ଏନ.ଏ.): ଡିସେମ୍ବର ୫ରେ ପଦ୍ମପୁର ଉପନିର୍ବାଚନ। ଏନେଇ ରାଜନୀତି ସରଗରମ ରହିଛି। ୩ ପ୍ରମୁଖ ଦଳ ପକ୍ଷରୁ ପ୍ରଚାର ଜୋରଦାର ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ...

୧୦ ବର୍ଷ ପରେ ଭୋଟ୍‌ ଦେଉଛନ୍ତି ସ୍ବାଭିମାନ ଅଞ୍ଚଳବାସୀ

ମାଲକାନଗିରି,୨୪ା୨(ଡି.ଏନ୍‌.ଏ.): ରାଜ୍ୟରେ ଚାଲିଛି ଅନ୍ତିମ ତଥା ପଞ୍ଚମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ। ଏହି ନିର୍ବାଚନରେ ୨୫ ଜିଲାର ୧୩୧ ଜିଲା ପରିଷଦ ଜୋନ୍‌ ପାଇଁ ଭୋଟିଂ...

ନିହତ ହୋଇଥିବା ୨ ମାଓବାଦୀ ଛତିଶଗଡ଼ କ୍ୟାଡର୍‌, ହୋଇଥିଲା ୪ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା: ଆଇଜି ଅମିତାଭ

ବଲାଙ୍ଗୀର ଅଫିସ, ୨୫।୧୧: ବଲାଙ୍ଗୀର-ବରଗଡ ଜିଲା ସୀମା ଗନ୍ଧମାର୍ଦ୍ଦନ ପାହାଡ଼ରେ ଗୁରୁବାର ମାଓବାଦୀ-ପୋଲିସ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ୨ ଜଣ ମହିଳା ମାଓବାଦୀ...

କାଳବୈଶାଖୀ ପ୍ରଭାବରେ ୨୭ ଘଣ୍ଟା ବିଦ୍ୟୁତ୍‌ ସେବା ବିଚ୍ଛିନ୍ନ

ସିଂହପୁର,୭ା୫(ଡି.ଏନ.ଏ.): ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ସିଂହପୁର ଅଞ୍ଚଳରେ ଗୁରୁବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହଠାତ୍‌ ପବନ ବୋହିବା ସହିତ ମୂଷଳ ଧାରାରେ ଏକଘଣ୍ଟା ବର୍ଷା ହୋଇଥିଲା।...

କର୍ତ୍ତବ୍ୟ ଆଗ ବିବାହ ପଛ: ବ୍ୟକ୍ତିଗତ ସ୍ବାର୍ଥକୁ ପଛରେ ପକାଇ ଉଦାହରଣ ସୃଷ୍ଟି କଲେ ସୁନ୍ଦରଗଡ଼ର ୨ ମହିଳା ପୋଲିସ କର୍ମଚାରୀ

ସୁୁନ୍ଦରଗଡ, ୨୧।୪ (ଡି.ଏନ୍‌.ଏ.): ମହାମାରୀ କରୋନା ସହ ଲଢେଇରେ ସବୁଠୁ ବଡ ଯୋଦ୍ଧା ପାଲଟିଛନ୍ତି ଡାକ୍ତର ଏବଂ ପୋଲିସ। ଏହି ଲଢେଇରେ କର୍ତ୍ତବ୍ୟକୁ ଆଗରେ ରଖି...

Advertisement
Archives

Model This Week