Posted inଜାତୀୟ

ପ୍ରତିଯୋଗିତାରେ ପାରା ଜିତିନେଲେ କାର୍‌ ଓ ବାଇକ୍‌

ଲକ୍ଷ୍ନୌ,୧।୬: ଖେଳ ପ୍ରତିଯୋଗିତାରେ ବିଜେତାଙ୍କୁ ବିଭିନ୍ନ ପୁରସ୍କାର ପ୍ରଦାନ କରାଯାଇଥାଏ। ତେବେ ପାରା ଏଭଳି ପ୍ରତିଯାଗିତାରେ ଅଂଶଗ୍ରହଣ କରି କାର ଓ ବାଇକ୍‌ ଜିଣିବା ଶୁଣିଲେ ଯେ କେହି ଚକିତ ହେବା ନିଶ୍ଚିତ। ଉତ୍ତରପ୍ରଦେଶ ମୁଜାଫରନଗର ଜିଲାରେ ଘଟିଛି ଏଭଳି ଏକ ରୋଚକ ଘଟଣା। ଏଠାରେ ମୋରନା ଥାନା ଅନ୍ତର୍ଗତ ଓ୍ବଜିରାବାଦ୍‌-ଛଛରୋଲି ଗାଁରେ ଏକ ପାରା ଉଡ଼ାଣ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ହାସଲ କରିଥିବା ପାରାକୁ କାର୍‌ ଏବଂ ଦ୍ୱିତୀୟସ୍ଥାନ ଅଧିକାର କରିଥିବା ପାରାକୁ ବାଇକ୍‌ ଉପହାର ଭାବେ ପ୍ରଦାନ କରାଯାଇଛି। ପ୍ରଥମ ସ୍ଥାନ ଅଧିକାର କରିଥିବା ହୈଦରନଗର ଗାଁର ରାକେଶଙ୍କ ପାରାକୁ ବିଜେତା ଟ୍ରଫି ମଧ୍ୟ ପ୍ରଦାନ କରାଯାଇଛି। ସେହିପରି ଭୁମ୍ମାଖେଡି ଗାଁର ଅଙ୍କିତ ପ୍ରଧାନଙ୍କ ପାରାକୁ ରନର୍ସ ଅପ୍‌ ଟ୍ରଫି ପ୍ରଦାନ କରାଯାଇଛି। ଏହି ପ୍ରତିଯୋଗିତା ପ୍ରଥମ ଥର ପାଇଁ ଆୟୋଜିତ ହୋଇଥିବାବେଳେ ଏହାକୁ ବ୍ଲକ୍‌ ମୁଖ୍ୟ ଅନୀଲ ରାଠି ଆୟୋଜନ କରିଥିଲେ। ଏହାକୁ ନେଇ ସୋସିଆଲ୍‌ ମିଡ଼ିଆରେ ଏବେ ଚର୍ଚ୍ଚା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରର କଣ୍ଟ ଜାନୁଆରୀ ୩୧: ସମ୍ପତ୍ତି ତାଲିକା ଦାଖଲ ନ କଲେ….

ନୂଆଦିଲ୍ଲୀ,୨୭ା୧୨ (ପି.ଟି.):ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀମାନେ ଉପଯୁକ୍ତ ସମୟ ମଧ୍ୟରେ ନିଜ ସମ୍ପତ୍ତି ତାଲିକା ଦାଖଲ କରିବେ। ଏଥିରେ ବିଫଳ ହେଲେ ବାବୁମାନଙ୍କ ବିରୋଧରେ...

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri