Posted inଜାତୀୟ

ପ୍ରତିରକ୍ଷା ମନ୍ତ୍ରଣାଳୟ ନିଷ୍ପତ୍ତି: ଫିଲ୍ଡ ଅପରେଶନ୍‌ରେ ଯିବେ ୨୦୬ ସେନା ଅଧିକାରୀ

ନୂଆଦିଲ୍ଲୀ,୨୧।୮: ଭାରତୀୟ ସେନା ମୁଖ୍ୟାଳୟରେ ନିଯୁକ୍ତ ଥିବା ୨୦୬ ଅଧିକାରୀଙ୍କୁ ଫିଲ୍ଡ ଅପରେଶନ୍‌ରେ ପଠାଇବା ପାଇଁ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଦାୟିତ୍ୱ ଗ୍ରହଣ ପରେ ସେନାର ପୁନର୍ଗଠନ ଲାଗି ସ୍ବତନ୍ତ୍ର ଯୋଜନା କରିଛନ୍ତି। ସେନା ଯବାନଙ୍କ ଦକ୍ଷତା ବିକାଶ ଲାଗି ଏଭଳି କରାଯାଉଥିବା କୁହାଯାଉଛି। ଏହି ଅଧିକାରୀଙ୍କ ମଧ୍ୟରେ ୧୮୬ ଲ୍ୟୁଟନାଣ୍ଟ କର୍ନେଲ, ୯ କର୍ନେଲ୍‌, ୮ ବ୍ରିଗେଡିୟର ଏବଂ ୩ ମେଜର ଜେନେରାଲ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋବିନ୍ଦା-କୋମଲ ରାଣୀଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା; ପୁଣି ମୁହଁ ଖୋଲିଲେ ସୁନିତା, କହିଲେ ସେ ଖୁସିରେ…

ମୁମ୍ବାଇ,୨୯।୯: ବଲିଉଡ୍‌ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବିବାହିତ ଜୀବନକୁ ନେଇ କିଛି ସମୟ ଧରି ବିଭିନ୍ନ ଚର୍ଚ୍ଚା ହେଉଛି। ଏହାରି ମଧ୍ୟରେ…

ବିଦା ହେଲେ ପ୍ରେମିକା! ଏଥର ସୁନିତା ଆହୁଜାଙ୍କ ହାତ ଧରିଥିବା ନଜର ଆସିଲେ ଗୋବିନ୍ଦା; ୟୁଜର୍ସ କହିଲେ…

ମୁମ୍ବାଇ,୨୯।୯: ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କ ବ୍ୟକ୍ତିଗତ ଜୀବନ କିଛି ସମୟ ଧରି କ୍ରମାଗତ ଭାବେ ଚର୍ଚ୍ଚାର ବିଷୟ ପାଲଟିଛି। ସୋସିଆଲ ମିଡିଆ ଏବଂ ମନୋରଞ୍ଜନ ଜଗତରେ…

OSSTET ସ୍ଥଗିତ ଚର୍ଚ୍ଚା ଭିତରେ ସ୍ପଷ୍ଟ କଲା BSE, ଏହି ଦିନ ହେବ…

ଭୁବନେଶ୍ବର,୨୯।୯: ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (OSSTET-୨୦୨୬) ସ୍ଥଗିତ ହେବା ନେଇ ଚର୍ଚ୍ଚା ଜୋର ଧରିଥିଲା । ଏହାରି ଭିତରେ ମାଧ୍ୟମିକ ଶିକ୍ଷା ବୋର୍ଡ…

ବିରାଟ କୋହଲିଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ରୋହିତ ଶର୍ମା, କହିଲେ,‘ଏହି କାରଣରୁ କମିଯାଇଛି ଯୋଗାଯୋଗ’

ନୂଆଦିଲ୍ଲୀ,୨୯।୯: ପ୍ରଥମ ଦିନିକିଆ ମ୍ୟାଚରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଆଠ ୱିକେଟର ଜବରଦସ୍ତ ବିଜୟ ପରେ, ଭାରତୀୟ ଦଳ ଦ୍ୱିତୀୟ ମ୍ୟାଚ ପାଇଁ ପ୍ରସ୍ତୁତି ଚଳାଇଛି। ବୁଧବାର ହେବାକୁ…

ଶାଗ ତୋଳିବାକୁ ଯାଇ ମୁକୁଳା ଡ୍ରେନରେ ପଡିଗଲେ ବ୍ୟକ୍ତି, ତାପରେ….

ଭଦ୍ରକ,୨୯।୯(ସନାତନ ରାଉତ): ମୁକୁଳା ଡ୍ରେନ୍ ନେଲା ଜୀଵନ । ଭଦ୍ରକ ବାଇପାସ ସ୍ଥିତ କେନାଲ ଡିଭିଜନ ଅଫିସ ଭିତର ଡ୍ରେନରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି…

ଜ୍ଞାନେଶ କୁମାରଙ୍କ ବିରୋଧରେ ଦାଏର ଆବେଦନର ଶୁଣାଣି କରିବେ ସୁପ୍ରିମକୋର୍ଟ; ଏହା ଏକ ଗୁରୁତ୍ୱପୂର୍ଣ୍ଣ ବିଷୟ ବୋଲି କହିଲେ ଓକିଲ

ନୂଆଦିଲ୍ଲୀ,୨୯।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଏକପାଖିଆ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରୁଥିବା ଏକ ଆବେଦନ ଉପରେ ସୁପ୍ରିମକୋର୍ଟ ଆସନ୍ତା ସପ୍ତାହରେ ଶୁଣାଣି କରିବେ। ମଙ୍ଗଳବାର…

କମିବ LPG-Petrolର ମୂଲ୍ୟ, ଶେଷ ହେବ ହର୍ମୁଜ ପ୍ରସଙ୍ଗ, ଇରାନ ଯୁଦ୍ଧକୁ ନେଇ ଡୋନାଲ୍ଡ ଟ୍ରମ୍ପଙ୍କ ବଡ ଘୋଷଣା

ଓ୍ବାଶିଂଟନ,୨୯।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହ ଚାଲିଥିବା ବିବାଦ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରି କହିଛନ୍ତି ଯେ ଏହି ଯୁଦ୍ଧ ଶୀଘ୍ର ଶେଷ…

ହୋଟେଲରେ ଯୁବତୀଙ୍କୁ ନିର୍ଯାତନା; ଅଚେତ ଅବସ୍ଥାରେ ବଳାତ୍କାର, ଆପତ୍ତିଜନକ ଭିଡିଓ କରି ଭାଇରାଲ୍‌ କଲେ ଯୁବକ

ପାଟନା,୨୯।୯: ବିହାରର ବେଗୁସରାଇରେ ଜଣେ ଯୁବତୀଙ୍କୁ ହୋଟେଲକୁ ନେଇ ମାଡ଼ ମାରିବା ଏବଂ ବଳାତ୍କାର କରିବା ଅଭିଯୋଗ ସାମ୍ନାକୁ ଆସିଛି । ଏହାପରେ ଯୁବତୀଙ୍କ ଆପତ୍ତିଜନକ ଭିଡିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?