Posted inଜାତୀୟ

ପ୍ରତିରକ୍ଷା ମନ୍ତ୍ରୀଙ୍କୁ ନେଇ ଉଡ଼ାଣ କରିବ ତେଜସ୍‌

ବେଙ୍ଗାଲୁରୁ,୧୭।୯: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ନେଇ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଯୁଦ୍ଧ ବିମାନ ତେଜସ୍‌ ଉଡ଼ାଣ କରିବ। ସେପ୍ଟେମ୍ବର ୧୯ରେ ବେଙ୍ଗାଲୁରୁରେ ଏହା ଅନୁଷ୍ଠିତ ହେବ। ହିନ୍ଦୁସ୍ତାନ ଏରୋନୋଟିକ୍ସ୍‌ ଲିମିଟେଡ୍‌ ଦ୍ୱାରା ଏହାକୁ ନିର୍ମାଣ କରାଯାଇଛି। ୮୩ ତେଜସ୍‌ ବିମାନ ନିର୍ମାଣ ପାଇଁ ହିନ୍ଦୁସ୍ତାନ ଏରୋନୋଟିକ୍ସ୍‌ ଲିମିଟେଡ୍‌ ସହିତ ୪୫ ହଜାର କୋଟି ଟଙ୍କାର ଚୁକ୍ତି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ପ୍ରାର୍ଥୀ: ରାହୁଲଙ୍କୁ ଦେବେଗୌଡ଼ାଙ୍କ ସମର୍ଥନ

ନୂଆଦିଲ୍ଲୀ,୧୯ା୫: ଡିଏମ୍‌କେ ମୁଖ୍ୟ ଏମ୍‌.କେ. ଷ୍ଟାଲିନ୍‌ଙ୍କ ପରେ ଜେଡିଏସ୍‌ ସୁପ୍ରିମୋ ଦେବେଗୌଡା କଂଗ୍ରେସ ଅଧ୍ୟକ୍ଷ ରାହୁଲଙ୍କ ଗାନ୍ଧୀଙ୍କୁ ପ୍ରଧାନମନ୍ତ୍ରୀ ପଦ ପାଇଁ ଶନିବାର ସମର୍ଥନ କରିଛନ୍ତି।...

ଦେଶର ଉତ୍ତର-ପୂର୍ବ ଅଞ୍ଚଳରେ ଶାନ୍ତି ଫେରିଛି: ଅମିତ ଶାହା

ନୂଆଦିଲ୍ଲୀ, ୨୭।୯: ଦେଶର ଉତ୍ତର-ପୂର୍ବ ଅଞ୍ଚଳରେ ଶାନ୍ତି ଫେରିି ଆସିଛି। ଗତ ୫ ବର୍ଷ ଧରି ଏହି ଅଞ୍ଚଳରେ ଆର୍ଥିକ ବିକାଶ, ପର୍ଯ୍ୟଟନ ଶିଳ୍ପର ବିକାଶ...

୩ ହିଜବୁଲ ଆତଙ୍କବାଦୀ ଗିରଫ

ଶ୍ରୀନଗର, ୧୨।୩: ଜମ୍ମୁ-କଶ୍ମୀରର କୁପଓ୍ବାଡ଼ାରୁ ୩ ହିଜବୁଲ ମୁଜାହିଦ୍ଦିନ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି। ରାଜ୍ୟ ପୋଲିସ ଏବଂ ୫ ବିହାର ରେଜିମେଣ୍ଟ ପକ୍ଷରୁ ସୂଚନା ପାଇ...

ବିବାହକୁ ଆସିଥିବା ବରଯାତ୍ରୀଙ୍କୁ ଉପହାରରେ ଦିଆଗଲା ହେଲମେଟ୍‌

ନୂଆଦିଲ୍ଲୀ, ୩।୧୨: ସାଧାରଣତଃ ବରଯାତ୍ରୀଙ୍କୁ କନ୍ୟାଘର ପକ୍ଷରୁ ବିଭିନ୍ନ ପ୍ରକାର ଖାଦ୍ୟରେ ଆପାୟିତ କରାଯାଏ। କିନ୍ତୁ ନୂଆଦିଲ୍ଲୀର ଲକ୍ଷ୍ମଣଗଡରେ ଏକ ଅଜବ ବିବାହ ଅନୁଷ୍ଠିତ ହୋଇଛି।...

ଶହୀଦ୍‌ ପରିବାରଙ୍କୁ ମିଳିବ ୪ ଗୁଣା ଅଧିକ କ୍ଷତିପୂରଣ: ରାଜନାଥ ସିଂ କଲେ ଘୋଷଣା

ନୂଆଦିଲ୍ଲୀ,୫।୧୦: ଏଣିକି ଶହୀଦ୍‌ ପରିବାରଙ୍କୁ ୪ ଗୁଣା ଅଧିକ କ୍ଷତିପୂରଣ ମିଳିବ। ପୂର୍ବରୁ ଶହୀଦ୍‌ ପରିବାରଙ୍କୁ ୨ ଲକ୍ଷ ଟଙ୍କାର ସହାୟତା ସରକାରଙ୍କ ପକ୍ଷରୁ ଯୋଗାଇ...

ନିଆଁ ଜଳାଇ ଆତ୍ମଦାହ କରୁଥିଲେ ମହିଳା, ଲୋକେ ମାତିଥିଲେ ଭିଡିଓ ଶୁଟିଂରେ

ରାଞ୍ଚି, ୧୯।୭: ଝାଡଖଣ୍ଡର ହଜାରିବାଗ୍‌ରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମହିଳା ଭାଇଙ୍କ ମୃତ୍ୟୁ ପରେ ଗାଁ ମଝିରେ ନିଆଁ ଜଳାଇ ଆତ୍ମଦାହ କରିବାକୁ...

ପ୍ରଥମ ଥର ପାଇଁ ମୁମ୍ବାଇ ଆସି ଫଶିଗଲେ ବିଦେଶିନୀ

ମୁମ୍ବାଇ,୨୮।୬: ମାୟାନଗରୀ ମୁମ୍ବାଇରେ ଶୁକ୍ରବାର ମୌସୁମୀ ବର୍ଷା ହୋଇଛି। ଏଥିପାଇଁ ସହରର ବିଭିନ୍ନ ସ୍ଥାନଗୁଡ଼ିକ ଜଳାର୍ଣ୍ଣବ ହୋଇଯାଇଛି। ଗୋଟିଏ ଦିନର ବର୍ଷାରେ ଲୋକେ ବେହାଲ ହୋଇପଡ଼ିଥିବା...

ମିଷ୍ଟର ଇଣ୍ଡିଆ ହୋଇ ଚାଇନା ସହ ଲଢିବାକୁ ଚାହୁଁଛନ୍ତି ଏହି ଶିଶୁ !

ନୂଆଦିଲ୍ଲୀ,୧୬।୭: ଅନିଲ କପୁରଙ୍କ ଅଭିନୀତ ବଲିଉଡ୍‌ ମୁଭି ‘ମିଷ୍ଟର ଇଣ୍ଡିଆ’ ଆଜିବି ଲୋକଙ୍କ ମନରେ ରହିଯାଇଛି। ଶେଖର କପୁରଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମକୁ ସେତେବେଳେ ମିଳିଥିଲା...

Coronavirus Update


Archives

Model This Week

Why Dharitri