ପ୍ରତିଶ୍ରୁତି ପାଇ ଆନ୍ଦୋଳନରୁ ହଟିଲେ ଛାତ୍ରୀଛାତ୍ର, ଅଭିଭାବକ

ଭୋଗରାଇ,୬।୯(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ଜନାର୍ଦ୍ଦନ ହାଇସ୍କୁଲରେ ପ୍ରଧାନ ଶିକ୍ଷକଙ୍କ ବଦଳି ବାତିଲ ସହିତ ଅନ୍ୟାନ୍ୟ ଶିକ୍ଷକ ପଦବୀ ପୂରଣ ନିମନ୍ତେ ଛାତ୍ରୀଛାତ୍ର, ଅଭିଭାବକମାନେ ଶୁକ୍ରବାର ପୂର୍ବାହ୍ନରୁ ବିଦ୍ୟାଳୟ ସମ୍ମୁଖରେ ଅନଶନରେ ବସି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଖବରପାଇ ବିଇଓ ଘଟଣାସ୍ଥଳରେ ପହଞ୍ଚିଥିବା ବେଳେ ସମାଧାନର ସୂତ୍ର ନ ବାହାରିବାରୁ ସେଠାରୁ ସେ ଫେରିଯାଇଥିଲେ। ତେବେ ପୁନର୍ବାର ବିଇଓ ପୋଲିସ ସହ ପହଞ୍ଚି ପ୍ରତିଶ୍ରୁତି ଦେବା ପରେ ଅପରାହ୍ନରେ ଆନ୍ଦୋଳନ ହଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ଢାଞ୍ଚାରେ ହେବ କୋଭିଡ୍‌ ଟିକାକରଣ: ବୟସ୍କ, ଦିବ୍ୟାଙ୍ଗ ପାଇଁ ଗାଡ଼ି ସୁବିଧା

ଛତ୍ରପୁର,୪।୬(ଡି.ଏନ୍‌.ଏ.): କରୋନାର ଦ୍ବିତୀୟ ଲହର ପ୍ରତିହତ କରିବା ନିମନ୍ତେ ଟିକାକରଣ ଏକାନ୍ତ ଅପରିହାର୍ଯ୍ୟ। ମୋବାଇଲ ଟିମ୍‌ ଗଠନ କରି ଦୁର୍ଗମ ପାହାଡ଼ିଆ ଅଞ୍ଚଳ, ସହରାଞ୍ଚଳ ଓ...

ଠକେଇ ଅଭିଯୋଗରେ ୪ ନକଲି ଖବରଦାତା ଗିରଫ : ବିଭିନ୍ନ ସାମଗ୍ରୀ ଜବତ

ବରଗଡ଼ ଅଫିସ,୧୯ା୬ : ନିଜକୁ ଖବରଦାତାର ପରିଚୟ ଦେଇ ବରଗଡ଼ ଜିଲା ଶିଳ୍ପକେନ୍ଦ୍ରର ଭାରପ୍ରାପ୍ତ ସାଧାରଣ ପରିଚାଳକ ମନୋଜ କୁମାର ଶତପଥୀଙ୍କୁ ପିସ୍ତଲ ଦେଖାଇ ଠକେଇ...

ମାଙ୍କଡ଼ପଡ଼ା ଅଞ୍ଚଳରେ ହାତୀ ଉପଦ୍ରବ

କପ୍ତିପଦା,୩ା୬(ଡି.ଏନ.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ର ମାଙ୍କଡ଼ପଡ଼ା ପଞ୍ଚାୟତରେ ଗତ କିଛି ଦିନ ହେଲା ହାତୀ ଉପଦ୍ରବ ଲାଗି ରହିଛି । ଏଥିନେଇ ଲୋକେ ଭୟଭୀତ...

ମେଗା ବଦଳରେ ମିନି ଷ୍ଟିଲ୍‌ ପ୍ଲାଣ୍ଟ

କେନ୍ଦୁଝର, ୧୧।୭(ଡି.ଏନ୍‌.ଏ./ସ୍ବ.ପ୍ର.): କେନ୍ଦୁଝର ଜିଲାର ବଡବିଲ ତହସିଲ ଅନ୍ତର୍ଗତ କାରାଖେଣ୍ଡରାଠାରେ ଥିବା ରୁଙ୍ଗ୍‌ଟା ମାଇନ୍ସର ପୁର୍ବରୁ ଅବସ୍ଥିତ ଏକ ସ୍ପଞ୍ଜ ଆଇରନ କାରଖାନାକୁ ଷ୍ଟିଲ୍‌ ପ୍ଲାଣ୍ଟରେ...

ଚୋରା କୋଇଲା ବୋଝେଇ ଗାଡ଼ି ଜବତ, ଚାଳକ ଫେରାର

ଭଦ୍ରକ ଅଫିସ/ପଦ୍ମପୁର,୧୮।୧୦(ଡି.ଏନ୍‌.ଏ.): ଭଦ୍ରକ ସଦର ବ୍ଲକ ଅଧୀନ ସାବରଙ୍ଗ ଫାଣ୍ଡି ପୋଲିସ ଓ ଭଦ୍ରକ ଗ୍ରାମାଞ୍ଚଳ ପୋଲିସ ମିଳିତ ଚଢ଼ାଉ କରି ଶୁକ୍ରବାର ଭୋର ସମୟରେ...

ଢାବାରେ ନାବାଳକଙ୍କ ମୃତ୍ୟୁ ନେଇ ଲଙ୍କାକାଣ୍ଡ : ପୋଲିସକୁ ଗୋଡ଼େଇ ପିଟିଲେ ଲୋକେ

ବାଲିଆପାଳ,୨୬।୭(ଡି.ଏନ.ଏ./ସ୍ବ.ପ୍ର.)-ବାଲେଶ୍ୱର ଜିଲା ବାଲିଆପାଳ ଇଡକୋ ଛକସ୍ଥିତ ରାଜଧାନୀ ଢାବାରେ କାମ କରୁଥିବା ଜଣେ ୧୫ ବର୍ଷର ନାବାଳକଙ୍କୁ ହତ୍ୟା କରାଯିବା ଅଭିଯୋଗ ନେଇ ସାରା ଅଞ୍ଚଳ...

ଏମ୍‌କେସିଜିରେ ୫ ଅପମୃତ୍ୟୁ ମାମଲା

ବ୍ରହ୍ମପୁର ଅଫିସ,୧ା୯-ଏମ୍‌କେସିଜି ମେଡିକାଲରେ ଦିନକରେ ୫ ଅପମୃତ୍ୟୁ ମାମଲା ରୁଜୁ ହୋଇଛି। ୨ ଜଣଙ୍କର ସାପ କାମୁଡ଼ାରେ ମୃତ୍ୟୁ ଘଟିଥିବା ବେଳେ ଜଣଙ୍କର ବିଦ୍ୟୁତ୍‌ ଆଘାତ,...

ରେଳମନ୍ତ୍ରୀଙ୍କୁ ଭେଟିବା ପରେ ରହିବ ଟ୍ରେନ୍‌

ସମ୍ବଲପୁର,୩୧ା୩ (ବ୍ୟୁରୋ): ସମ୍ବଲପୁର ଜିଲା ବାମରା ରେଳ ଷ୍ଟେଶନରେ ଏକ୍ସପ୍ରେସ୍‌ ଟ୍ରେନ୍‌ ରହଣି ଓ ଓଭରବ୍ରିଜ୍‌ ନିର୍ମାଣ ଦାବି ନେଇ ଜନଆନ୍ଦୋଳନ ଜାରି ରହିଛି। ଅଞ୍ଚଳବାସୀଙ୍କ...

Advertisement
Archives

Model This Week