ପ୍ରତିଷେଧକ ଶକ୍ତି ବୃଦ୍ଧି ପାଇଁ ଶ୍ରୀମନ୍ଦିର ସେବାୟତଙ୍କୁ ବଣ୍ଟାଗଲା ହୋମିଓପାଥି ଔଷଧ

ପୁରୀ ଅଫିସ, ୯ା୬: ସେବାୟତଙ୍କ ରୋଗ ପ୍ରତିଷେଧକ ଶକ୍ତି ବୃଦ୍ଧି ନିମନ୍ତେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସେମାନଙ୍କୁ ହୋମିଓପାଥି ଔଷଧ ପ୍ରଦାନ ଲାଗି ନିଷ୍ପତ୍ତି ହୋଇଥିଲା। ଏହି କ୍ରମରେ ମଙ୍ଗଳବାର ନୀଳାଦ୍ରି ଭକ୍ତ ନିବାସ ପରିସରରେ ସ୍ବାସ୍ଥ୍ୟ ଶିବିର ଆୟୋଜନ କରାଯାଇ ସେବାୟତଙ୍କୁ ଔଷଧ ବଣ୍ଟାଯାଉଛି। ଆସନ୍ତା ୧୩ ତାରିଖ ମଧ୍ୟରେ ପର୍ଯ୍ୟାୟକ୍ରମେ ବିଭିନ୍ନ ସେବାୟତ ନିଯୋଗ ମଧ୍ୟରେ ହୋମିଓପାଥି ଔଷଧ ବଣ୍ଟନ କରାଯିବ। ଏଥିଲାଗି ପ୍ରତ୍ୟେକ ପରିବାରର ଜଣେ ବ୍ୟକ୍ତି ଶିବିରକୁ ଆସି ପୂରା ପରିବାର ପାଇଁ ଔଷଧ ନେବେ। ୯ରେ ଦଇତାପତି ନିଯୋଗ, ୧୦ରେ ପ୍ରତିହାରୀ ନିଯୋଗ, ୧୧ରେ ସୁଆର ମହାସୁଆର ନିଯୋଗ, ୧୨ରେ ପୂଜାପଣ୍ଡା ନିଯୋଗ ଏବଂ ୧୩ରେ ଗରାବଡ଼ୁ ନିଯୋଗ ମଧ୍ୟରେ ଔଷଧ ବଣ୍ଟନ ହେବ ବୋଲି ଜଣାପଡ଼ିଛି।
ପ୍ରକାଶ ଯେ, କୋଭିଡ-୧୯କୁ ନଜରରେ ରଖି ସେବାୟତଙ୍କ ମଧ୍ୟରେ ପ୍ରତିଷେଧକ ଶକ୍ତି ବୃଦ୍ଧି ଉଦ୍ଦେଶ୍ୟରେ ହୋମିଓପାଥି ଔଷଧ ବଣ୍ଟନ କରିବାକୁ କେନ୍ଦ୍ର ଆୟୁଷ ମନ୍ତ୍ରଣାଳୟର ପୁରୀସ୍ଥିତ ଆୟୁର୍ବେଦ ଗବେଷଣା ପ୍ରତିଷ୍ଠାନ (ହୋମିଓପାଥି)ର ଭାରପ୍ରାପ୍ତ ଅଧିକାରୀଙ୍କୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ଦାଦାବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ୨ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୭।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଦାଦାବଟି ମାଗି ଜଣେ ବ୍ୟକ୍ତିଙ୍କୁ ମାଡ଼ ମାରି ହତ୍ୟା ଉଦ୍ୟମ ଓ ଟଙ୍କା ଛଡ଼ାଇ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

IAS ସ୍ତରରେ ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର, ୭।୯: IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ଶାସନ ସଚିବ ହେଲେ ସୁରେଶ ବଶିଷ୍ଠ। ସଂସଦୀୟ ବ୍ୟାପାର ବିଭାଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri