Posted inଜାତୀୟ

ପ୍ରତି ଘରେ ପାଣି ପାଇପ୍‌ ଲାଇନ୍‌ ପହଞ୍ଚାଇବେ ମୋଦି ସରକାର

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ପ୍ରଥମ ପାଳିରେ ‘ସ୍ବଚ୍ଛ ଭାରତ ମିଶନ’କୁ ଫ୍ଲାଗସିପ୍‌ ସ୍କିମ କରିଥିଲେ। ଏବେ ଦ୍ୱିତୀୟ ପାଳିରେ ଗଁା ଗହଳିର ପ୍ରତି ଘରେ ପାଣି ପାଇପ୍‌ ଲାଇନ୍‌ ଯୋଗାଇ ଦେବାକୁ କାମ ଆରମ୍ଭ କରିଥିବା ସୂଚନା ମିଳିଛି। ଏହି ଯୋଜନା ଆଧାରରେ କେନ୍ଦ୍ର ସରକାର ପ୍ରତି ଘରେ ପାଇପ୍‌ ଲାଇନ୍‌ ପାଣି ଯୋଗାଇଦେବା ସହ ଜଳ ସଂରକ୍ଷଣ ଉପରେ ଗୁରୁତ୍ୱ ଦେବେ। ଜଳ ସଂସାଧନ ମନ୍ତ୍ରଣାଳକୁ ‘ଜଳ ଶକ୍ତି’ କରି ପ୍ରଧାନମନ୍ତ୍ରୀ ମୋଦି ପ୍ରଥମରୁ ସୂଚନା ଦେଇଥିଲେ କି ପୁଣି ଥରେ ଶାସନ କ୍ଷମତାକୁ ଆସିଲେ ପ୍ରତି ଘରେ ପାଣି ଉପଲବ୍ଧ କରାଇବା ସରକାରଙ୍କ ପ୍ରାଥମିକତା ହେବ। ଆସନ୍ତା ୨୦୨୪ ମଧ୍ୟରେ ପ୍ରତି ଘରେ ପାଇପ୍‌ ଯୋଗେ ପାଣି ପହଞ୍ଚାଇବା ମୋଦି ସରକାରଙ୍କ ଲକ୍ଷ୍ୟ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାନସଭାରୁ ଆସିଲା ସାଂଘାତିକ ଚିତ୍ର, ପୁଣି ବଢ଼ିଲା ଡ୍ରପ୍‌ ଆଉଟ୍‌, ୧୨.୮%ରୁ ବଢ଼ି…

ଭୁବନେଶ୍ୱର,୨୦ା୨: ଡ୍ରପ୍‌ ଆଉଟକୁ ନେଇ ବିଧାନସଭାରୁ ଆସିଛି ସାଂଘାତିକ ଚିତ୍ର। ପୁଣି ବଢ଼ିଛି ଡ୍ରପ୍‌ ଆଉଟ୍‌। ଏହା ୧୨.୮%ରୁ ବଢ଼ି ୧୫%ରେ ପହଞ୍ଚିଛି। ୨୦୨୪-୨୫ ଶିକ୍ଷାବର୍ଷରେ ୯ମ…

DA Hike: କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ଆସିବ ଅଧିକ ଦରମା!

ନୂଆଦିଲ୍ଲୀ,୨୦।୨: ଖୁବଶୀଘ୍ର ଖୁସି ଖବର ଦେବାକୁ ଯାଉଛନ୍ତି ମୋଦି ସରକାର । ୧ କୋଟିରୁ ଅଧିକ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର ରହିଛି ।…

ଖୁବଶୀଘ୍ର ଭାରତ ଆସିବେ ଟ୍ରମ୍ପ! ଏହା ପୂର୍ବରୁ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

ବିମାନରୁ ହଜିଗଲା ଭାଜପା ଏମପିଙ୍କ ଲଗେଜ, ଏମପି କହିଲେ, ‘ଲଜ୍ଜାଜନକ, ମୋର ମୂଲ୍ୟବାନ…’

ନୂଆଦିଲ୍ଲୀ,୨୦।୨: ଦେଶର ସର୍ବବୃହତ ଘରୋଇ ବିମାନ କମ୍ପାନୀ ଇଣ୍ଡିଗୋ ପୁଣି ଥରେ ଏହାର ଖରାପ ସେବା ଏବଂ ଭୁଲ ପରିଚାଳନା ପାଇଁ ବିବାଦରେ ଫସିଛି। ସଦ୍ୟତମ ଘଟଣାରେ…

ଇସାରାରେ ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଦେଲେ ଟ୍ରମ୍ପ: ମୋଦିଙ୍କୁ ନେଇ…

ୱାଶିଂଟନ,୨୦।୨: ୱାଶିଂଟନରେ ଶାନ୍ତି ବୋର୍ଡର ଉଦଘାଟନୀ ଅଧିବେଶନରେ ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ଏହା ଅନ୍ତର୍ଜାତୀୟ ଗଣମାଧ୍ୟମରେ ଆଲୋଚନା ହେଉଛି। ତାଙ୍କ ଭାଷଣ ସମୟରେ ଆମେରିକା…

ଦ୍ୱାଦଶ ଟପ୍ପରଙ୍କୁ ମିଳିଲାନି ଚାକିରି: ରାଗରେ ମା’-ବାପା-ଭାଇଙ୍କ ସହ କଲେ ହୃଦୟବିଦାରକ କାଣ୍ଡ

ଭୋପାଳ,୨୦।୨: ମଧ୍ୟପ୍ରଦେଶର ବେତୁଲ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ୩୦ ବର୍ଷୀୟ ଗ୍ରାମର ଦୀପକ ଧୂର୍ଭେ ତାଙ୍କ ମାତାପିତା ଏବଂ ସାନ…

AI Summitରେ ଏମିତି କହିଲେ ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ସମସ୍ତେ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୨୦।୨: ଦିଲ୍ଲୀର ଟ୍ରାଫିକ ସାରା ବିଶ୍ୱରେ ପ୍ରସିଦ୍ଧ। ଦିଲ୍ଲୀର ପ୍ରତ୍ୟେକ ନାଗରିକ ଟ୍ରାଫିକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଆଶ୍ଚର୍ଯ୍ୟର କଥା ହେଉଛି, ଗତକାଲି ଜଣେ ପ୍ରମୁଖ ନେତା…

ଲିଭ୍ ଇନ୍‌ରେ ରହୁଥିଲେ: ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପ୍ରେମିକା ଫେରାର୍

ଭୁବନେଶ୍ୱର,୨୦ା୨: ରାଜଧାନୀ ଭୁବନେଶ୍ୱରର ଏୟାରଫିଲ୍ଡ ଥାନା ଅନ୍ତର୍ଗତ ପୋଖରୀପୁଟ ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ଖବର ସାମ୍ନାକୁ ଆସିଛି। ଏକ ହୋଟେଲ୍ ମଧ୍ୟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri