Posted inଜାତୀୟ

ପ୍ରତି ମାସରେ ୨୬ ପ୍ରତିଶତ ହ୍ରାସ ପାଉଛି ନିଯୁକ୍ତି ସୁଯୋଗ

ନୂଆଦିଲ୍ଲୀ,୨୩।୪: ସମ୍ପ୍ରତି ଦେଶରେ ନିଯୁକ୍ତି ସୁଯୋଗ କ୍ଷେତ୍ରରେ ଅଭିବୃଦ୍ଧି ହାର ନୈରାଶ୍ୟ ଜନକ ରହିଛି। ପ୍ରତି ମାସରେ ୨୬ ପ୍ରତିଶତ ନିଯୁକ୍ତି ସୁଯୋଗ ହ୍ରାସ ପାଇବାରେ ଲାଗିଛି। କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନା ସତ୍ତ୍ୱେ ସଂଗଠିତ କ୍ଷେତ୍ରରେ ଆଶାଜନକ ଫଳାଫଳ ମିଳୁ ପାରୁନାହିଁ। କର୍ମଚାରୀ ଭବିଷ୍ୟନିଧି ସଂଗଠନର ରିପୋର୍ଟ ଅନୁସାରେ ୨୦୧୮ ଅକ୍ଟୋବରଠାରୁ ଦେଶର ନିଯୁକ୍ତି କ୍ଷେତ୍ରର ସ୍ଥିତି ଖରାପ ରହିଛି। ଗତ ନଭେମ୍ବରରେ ଏକ ହଜାର ୨ ଶହ ୬୨ ନୂତନ ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇପାରିଥିଲା। ତେବେ ୨୦୧୭ ଏବଂ ୨୦୧୬ରେ ନିଯୁକ୍ତି ସୁଯୋଗ ବୃଦ୍ଧି ହାର ବେଶ୍‌ ଆଶାଜନକ ଥିଲା ବୋଲି ଏହି ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ପ୍ରଥମ ହାଇଡ୍ରୋଜେନ୍‌ ଟ୍ରେନ୍‌ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ, ଜାଣନ୍ତୁ କେତେ ଖାସ୍‌ ଏହି ଟ୍ରେନ୍‌

ୂଆଦିଲ୍ଲୀ,୧୭।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଦେଶରେ ନିର୍ମିିତ ପ୍ରଥମ ହାଇଡ୍ରୋଜେନ୍‌ ଫ୍ୟୁଏଲ ସେଲ ଟ୍ରେନ୍‌କୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହା ସହିତ ଭାରତ…

ଆନ୍ଧ୍ରପ୍ରଦେଶରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା; ମୃତ୍ୟୁ ସଂଖ୍ୟା ୪, ହାଇ ଆଲର୍ଟରେ…

ଅମରାବତୀ,୧୭।୭: ଆନ୍ଧ୍ରରେ ମାଡୁଛି କରୋନା ଭାଇରସ୍ । ରାଜ୍ୟ ସ୍ୱାସ୍ଥ୍ୟ କମିଶନର ଜି. ବୀରାପାଣ୍ଡିଆନ୍ କହିଛନ୍ତି ଯେ ଜୁନ୍ ୨୬ ରୁ ଜୁଲାଇ ୧୬ ମଧ୍ୟରେ ରାଜ୍ୟରେ…

ବଙ୍ଗୋପସାଗରରେ ବୁଡ଼ିଗଲା ଦୁଇ ଡଙ୍ଗା; ୫୦୦ ରୋହିଙ୍ଗ୍ୟା ଶରଣାର୍ଥୀଙ୍କ ମୃତ୍ୟୁ ଆଶଙ୍କା

ନୂଆଦିଲ୍ଲୀ,୧୭।୭: ମ୍ୟାନମାରରୁ ଯାଇଥିବା ୫୦୦ ରୁ ଅଧିକ ଲୋକ ସମୁଦ୍ରରେ ନିଖୋଜ ହେବାର ଆଶଙ୍କା କରାଯାଉଛି। ଖରାପ ପାଗ ଯୋଗୁ ମ୍ୟାନମାର ଉପକୂଳ ନିକଟରେ ଦୁଇଟି ଡଙ୍ଗା…

ସୋନମ ୱାଙ୍ଗଚୁକଙ୍କ ବିସ୍ଫୋରକ ବୟାନ, ‘ପଦଯାତ୍ରା ସଫଳ ନ ହେଲେ, ମୁଁ ଭୂତ ହୋଇ…’

ନୂଆଦିଲ୍ଲୀ,୧୭।୭: NEET ପେପର ଲିକ୍‌ ଏବଂ ପରୀକ୍ଷା ପ୍ରଣାଳୀରେ ହୋଇଥିବା କଥିତ ଅନିୟମିତତା ପ୍ରତିବାଦରେ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକଙ୍କ ଅନଶନ ଶୁକ୍ରବାର ୨୦ତମ ଦିନରେ ପ୍ରବେଶ…

ରେଳ ବିଭାଗର ବଡ଼ ଅପ୍‌ଡେଟ୍‌: ଜୁଲାଇ ୨୦ରେ ଏସବୁ ରୁଟ୍‌ରେ ଟ୍ରେନ୍‌ ବାତିଲ, ଯାଞ୍ଚ୍‌ କରିନିଅନ୍ତୁ ସ୍ଥିତି…

ନୂଆଦିଲ୍ଲୀ,୧୭ା୭: ପ୍ରତ୍ୟେକ ଟ୍ରେନ୍‌ ଯାତ୍ରୀ ଜାଣିଛନ୍ତି ଗୋଟିଏ ଟିକେଟ୍‌ କନ୍‌ଫର୍ମ ହେବା କେତେ କଷ୍ଟକର। କନ୍‌ଫର୍ମ ଟିକେଟଗୁଡ଼ିକ ଆର୍‌ଏସି କିମ୍ବା ଓ୍ବେଟିଂ ଲିଷ୍ଟକୁ ଟ୍ରାନ୍ସଫର କରାଯାଏ। ବହୁ…

ଜୈଶ-ଇ-ମହମ୍ମଦର ୫ ଆତଙ୍କବାଦୀ ଗିରଫ; ଦେଶବ୍ୟାପୀ ବିସ୍ଫୋରଣ ଯୋଜନା ପଣ୍ଡ

ଅହମଦାବାଦ,୧୭।୭: ଗୁଜୁରାଟ ATS ଜୈଶ-ଇ-ମହମ୍ମଦ ସହିତ ଜଡିତ ୫ ଜଣ ଆତଙ୍କବାଦୀଙ୍କୁ ଗିରଫ କରିଛି। ଜୈଶ ଆତଙ୍କବାଦୀଙ୍କ ସମ୍ପର୍କରେ ଗୁପ୍ତ ସୂଚନା ପାଇ ଗୁଜୁରାଟ ଆତଙ୍କବାଦ ନିରୋଧୀ…

ବୃଦ୍ଧ, ଗୁରୁତର ଅସୁସ୍ଥ କଏଦୀଙ୍କ ପାଇଁ ଖୁସି ଖବର: ସୁପ୍ରିମକୋର୍ଟ ଜାରି କଲେ ନୂଆ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୭।୭: ଦେଶର ବିଭିନ୍ନ ଜେଲ୍‌ରେ ବନ୍ଦୀ ଥିବା ବୃଦ୍ଧ, ଗୁରୁତର ଅସୁସ୍ଥ ଏବଂ ଅକ୍ଷମ କଏଦୀମାନଙ୍କ ପାଇଁ ସୁପ୍ରିମକୋର୍ଟ ଏକ ବଡ଼ ନିଷ୍ପତ୍ତି ଶୁଣାଇଛନ୍ତି। ସମସ୍ତ ରାଜ୍ୟ…

ଛାତ୍ରଙ୍କ ସ୍କୁଲ ବ୍ୟାଗ୍‌ରେ ନାଗ ସାପ, ଖୋଲିବା ମାତ୍ରେ କଲା ସୁ ସୁ ଗର୍ଜନ, ଭିଡିଓ ଦେଖିଲେ…

ଭୋପାଳ,୧୭ା୭: ମଧ୍ୟପ୍ରଦେଶର ସାଗର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ଛାତ୍ରଙ୍କ ବ୍ୟାଗରୁ ହଠାତ୍‌ ଏକ ସାପ ବାହାରିଲା। ବିଷାକ୍ତ ସାପ ଦେଖିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri