ପ୍ରତି ୩ ମିନିଟ୍‌ରେ ଦକ୍ଷିଣ କାର୍ଲିଫର୍ନିଆରେ ହେଉଛି ଭୂକମ୍ପ: ୯ ବର୍ଷରେ ହେଲାଣି ୨୦ ଲକ୍ଷ ଥର

ଓ୍ବାଶିଂଟନ୍‌,୨୨।୪: ଦକ୍ଷିଣ କାର୍ଲିଫର୍ନିଆରେ ପ୍ରତି ୩ ମିନିଟ୍‌ରେ ଥରେ ହେଉଛି ଭୂକମ୍ପ। ଦିନରେ ହାରାହାରି ୪ଶହ ୯୫ ଥର ଏଠାକାର ଭୂଇଁ ଥରୁଛି। ୨୦୦୮ରୁ ୨୦୧୭ ମଧ୍ୟରେ ଗତ ୯ ବର୍ଷରେ ଏଠାରେ ୨୦ ଲକ୍ଷ ଥର ଭୂକମ୍ପ ହୋଇଥିବା ସାନ୍‌ ଡିଆଗୋ ସ୍ଥିତ କାର୍ଲିଫର୍ନିଆ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ ରହିଛି। ଏଠାକାର ଭୂକମ୍ପ ତୀବ୍ରତା ରିକ୍ଟର ସ୍କେଲରେ ୨ରୁ ୩ ମଧ୍ୟରେ ରହିଥାଏ ବୋଲି ରିପୋର୍ଟରେ ଦର୍ଶାଯାଇଛି। ଏହାକୁ ଦୃଷ୍ଟିରେ ରଖି ସ୍ଥାନୀୟ ଅଞ୍ଚଳରେ ଭୂକମ୍ପ ନିରୋଧୀ ବାସଗୃହ ନିର୍ମାଣ କରାଯାଉଛି। ସ୍ଥାନୀୟ ଲୋକେ ଏହାକୁ ଏକ ସାଧାରଣ ଘଟଣା ଭାବେ ଗ୍ରହଣ କରିଛନ୍ତି। ୨୦୦୬ରେ ଭୂକମ୍ପ ଯୋଗୁ ଲୋକେ ବ୍ୟସ୍ତ ବିବ୍ରତ ହୋଇଉଠୁଥିଲେ ତେବେ ପରବର୍ତ୍ତୀ ସମୟରେ ଏହା ସେମାନଙ୍କ ଜୀବନର ଏକ ଅଙ୍ଗ ପାଲଟି ଯାଇଛି ବୋଲି ରିପୋର୍ଟରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ବିନା ସର୍ତ୍ତରେ ଆତ୍ମସମର୍ପଣ କର, ନଚେତ୍…

ୱାଶିଂଟନ/ତେହେରାନ,୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହ ଚାଲିଥିବା ଯୁଦ୍ଧକୁ ନେଇ ବଡ଼ ବୟାନ ଦେଇଛନ୍ତି। ଶୁକ୍ରବାର ନିଜ ସୋସିଆଲ ମିଡିଆ ପ୍ଲାଟଫର୍ମ ’ଟ୍ରୁଥ ସୋସିଆଲ’…

ଆସିଲା ବଡ ଖବର; ସୋମବାରଠୁ ପେଟ୍ରୋଲ ପମ୍ପରେ ଆଉ ମିଳିବନି ତେଲ!

ଇସଲାମାବାଦ୍,୬ା୩: ଇରାନ ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ ଆରବ ଦେଶଗୁଡ଼ିକୁ ଆଉ ଏକ ବଡ଼ ଝଟକା ଲାଗିଛି। ପେଟ୍ରୋଲ-ଡିଜେଲକୁ ନେଇ ସବୁଠି ଦେଖା ଦେଇଛି ବଡ ସଙ୍କଟ।…

ଯୁଦ୍ଧ ଭିତରେ ଭାରତକୁ ବଡ଼ ବିପଦ, ବଙ୍ଗୋପସାଗରରୁ ହୋଇପାରେ ଆଟାକ୍‌!

ନୂଆଦିଲ୍ଲୀ,୬।୩: ତାଇୱାନ ଉପରେ ଆକ୍ରମଣ କରିବା ପୂର୍ୱରୁ, ଚାଇନା କ’ଣ ଭାରତକୁ ବହୁମୁଖୀ ମୋର୍ଚ୍ଚାରେ ସାମିଲ କରିବାକୁ ଚାହୁଁଛି? କାରଣ ଚାଇନା ଜାଣେ ଯେ ତାଇୱାନ ଉପରେ…

ଧ୍ୱଂସ ହୋଇଯିବ ବିଶ୍ୱ! ଇସ୍ରାଏଲରେ ଏକ ଲାଲ ବାଛୁରୀ ଜନ୍ମ ହେବା ପରେ ଆତଙ୍କ ସୃଷ୍ଟି, ଭବିଷ୍ୟବାଣୀ କରିଥିଲେ…

ଇତିହାସରେ, ବିଶ୍ୱର ଶେଷ ବିଷୟରେ ଅନେକ ଭବିଷ୍ୟବାଣୀ କରାଯାଇଛି, ଯାହା ମଧ୍ୟରୁ ଅଧିକାଂଶ ସମ୍ପୂର୍ଣ୍ଣ ଭିତ୍ତିହୀନ। ଏହାର ଏକ ଉଲ୍ଲେଖନୀୟ ଉଦାହରଣ ୨୦୧୨ରେ ଥିଲା, ଯେତେବେଳେ ଦାବି…

ଯୁଦ୍ଧ ବନ୍ଦ କରିବାକୁ ଇରାନ ବାରମ୍ବାର କରୁଛି ଫୋନ, ହେଲେ ରାଜି ହେଉନାହାଁନ୍ତି ଟ୍ରମ୍ପ! ଆମେରିକା ରାଷ୍ଟ୍ରପତି ଦାବି କରିଛନ୍ତି…

ଓ୍ବାଶିଂଟନ,୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ପ୍ରବଳ ସାମରିକ କ୍ଷତି ସହିବା ପରେ, ଇରାନ ଏବେ ଆଲୋଚନା କରିବାକୁ ଚାହୁଁଛି। ସେ ଏହା ମଧ୍ୟ…

ଖାମେନେଇଙ୍କ ମୃତ୍ୟୁକୁ ନେଇ ଆସିଲା ଆଶ୍ଚର୍ଯ୍ୟଜନକ ଖବର, ୩ ମାସ ପୂର୍ବରୁ ଏମିତି ଯୋଜନା କରିଥିଲା ଇସ୍ରାଏଲ

ଜେରୁଜେଲମ,୬।୩: ଇସ୍ରାଏଲର ପ୍ରତିରକ୍ଷା ମନ୍ତ୍ରୀ ଇସ୍ରାଏଲ କାଟ୍ଜ ଶୁକ୍ରବାର ଏକ ସାକ୍ଷାତକାରରେ ବହୁ ଗୁରୁତ୍ୱପୂର୍ଣ୍ଣ ଖୁଲାସା କରିଛନ୍ତି। ସେ କହିଛନ୍ତି ଯେ ଇରାନର ସର୍ବୋଚ୍ଚ ନେତା ଅଲି…

ଭାରତ ପାଇଁ ହୃଦୟ ଖୋଲିଦେଲେ ଟ୍ରମ୍ପ, କଲେ ବଡ଼ ଘୋଷଣା: ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ୍‌,୬।୩: ଆମେରିକା ରୁଷୀୟ ଜଳସୀମାରେ ଫସି ରହିଥିବା ତୈଳ ଜାହାଜଗୁଡ଼ିକୁ ଭାରତ ପଠାଇବାକୁ ଅନୁମତି ଦେଇଛି। ଏହା କେବଳ ୩୦ ଦିନ ପାଇଁ ଏକ ଅସ୍ଥାୟୀ ଛାଡ।…

ଭାରତ ପାଇଁ ବନ୍ଦ ହେବନି ହୋର୍ମୁଜ୍‌ ଷ୍ଟ୍ରେଟ, ୯.୫ ନିୟୁତ ବ୍ୟାରେଲ୍‌ ତୈଳ ଯୋଗାଇବ ରୁଷିଆ

ତେହରାନ୍‌,୬।୩: ଇରାନ-ଆମେରିକା ଯୁଦ୍ଧ ଗୁରୁବାରକୁ ୬ ଦିନ ପୂରିଛି । ଯୁଦ୍ଧର ପ୍ରଭାବ ବେଳକୁ ବେଳ ବିଭିନ୍ନ ଦେଶକୁ ବ୍ୟାପିବା ସହ ତୀବ୍ର ହେବାରେ ଲାଗିଛି। ଏହାମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri