ପ୍ରତ୍ୟେକ ଘରୁ ବର୍ଜ୍ୟବସ୍ତୁ ସଂଗ୍ରହ କରିବ ପୌରସଂସ୍ଥା : ପରିବା ଚୋପାରୁ ତିଆରି ହେବ କମ୍ପୋଷ୍ଟ ଖତ

ପୁରୀ ଅଫିସ,୨୦ା୭: ଆଜିକାଲି ବିଭିନ୍ନ ସହରରୁ ପ୍ରତ୍ୟେହ କୁଢ କୁଢ ଅଳିଆ ଆବର୍ଜନା ବାହାରୁଛି। ଏମିତି କି ବିଭିନ୍ନ ସ୍ଥାନରେ ଆବର୍ଜନାର ପାହାଡ଼ ମଧ୍ୟ ଦୃଷ୍ଟିଗୋଚର ହେଉଛି। କୌଣସି ସହରକୁ ଗଲେ ଆଗନ୍ତୁକମାନଙ୍କ ସ୍ବାଗତ ଆବର୍ଜାନର ସ୍ତୁପ ଜରିଆରେ କରାଯିବା ପରି ବି ମନେହୁଏ। ଇତଃସ୍ତତ ଭାବେ ପଡି ରହିଥିବା ଆବର୍ଜନା ପରିମାଣ ଦିନକୁ ଦିନ ବୃଦ୍ଧି ପାଉଛି ସିନା କମିବାର ନଁା ଧରୁନି। ପରିଣାମ ସ୍ବରୂପ ପ୍ରାୟ ସବୁ ସହରରେ କୁଢ କୁଢ ଅଳିଆ ଆବର୍ଜନା ମଣିଷ ସ୍ବାସ୍ଥ୍ୟ ପ୍ରତି ଗୁରୁତ୍ୱର ସମସ୍ୟା ପାଲଟିବାରେ ଲାଗିଛି। ଏହି ଆବର୍ଜନାକୁ କିପରି ସରଳ ଉପାୟରେ ନଷ୍ଟ କରାଯିବ ସେ ନେଇ ବିଭିନ୍ନ ପ୍ରକାର ଉଦ୍ୟମ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ସାରା ରାଜ୍ୟରେ ବର୍ଷା ବିତ୍ପାତ: ବଦଳିଗଲା ସ୍ମାର୍ଟସିଟି ଭୁବନେଶ୍ୱରର ଚିତ୍ର, ଜୀବନଯାତ୍ରା…

ଭୁବନେଶ୍ୱର,୬ା୭(ବନ୍ଦନା ସେଠୀ): ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ସାଧାରଣ ଜୀବନଯାତ୍ରାକୁ ଗୁରୁତର ପ୍ରଭାବିତ କରିଛି। ତିନିଦିନର ଲଗାଣ ବର୍ଷାରେ ବିଭିନ୍ନ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବହୁ…

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri