ପ୍ରତ୍ୟେକ ସ୍କୁଲରେ ପାଳନ ହେବ ଆନ୍ତର୍ଜାତିକ ବୟସ୍କ ଦିବସ

ଭୁବନେଶ୍ୱର, ୧।୧୦(ବ୍ୟୁରୋ)- ଏଣିକି ପ୍ରତିବର୍ଷ ରାଜ୍ୟର ସବୁ ସ୍କୁଲରେ ପାଳନ ହେବ ଆନ୍ତର୍ଜାତିକ ବୟସ୍କ ଦିବସ। ଅକ୍ଟୋବର ୧କୁ ସାରା ଆନ୍ତର୍ଜାତିକ ବୟସ୍କ ଦିବସ ଭାବେ ପାଳନ କରାଯାଉଥିବାବେଳେ ସ୍କୁଲରେ ମଧ୍ୟ ଏହାକୁ ପାଳନ କରିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛି। ବରିଷ୍ଠ ନାଗରିକଙ୍କୁ ସମ୍ମାନ ଦେବା ପାଇଁ ଛାତ୍ରୀଛାତ୍ରଙ୍କୁ ସଚେତନ କରିବା ଲକ୍ଷ୍ୟରେ ଏଭଳି ବିଶେଷ କାର୍ଯ୍ୟକ୍ରମ କରିବାକୁ ବିଭାଗ ସ୍ଥିର କରିଛି। ଏ ନେଇ ସୋମବାର ବିଭାଗ ପକ୍ଷରୁ ସମସ୍ତ ଡିଇଓ, ଡିପିସି ଓ ବିଇଓଙ୍କୁ ଚିଠି ଲେଖାଯାଇଛି। ରାଜ୍ୟର ପ୍ରତ୍ୟେକ ସରକାରୀ ସ୍କୁଲରେ ଜଣେ ଖାତିସମ୍ପନ୍ନ କିମ୍ବା ଅନୁପ୍ରେରିତ ଅବସରପ୍ରାପ୍ତ ଶିକ୍ଷକଙ୍କୁ ଏହି କାର୍ଯ୍ୟକ୍ରମକୁ ନିମନ୍ତ୍ରିତ କରାଯିବ। ବୟସ୍କମାନଙ୍କୁ କିପରି ଭଲପାଇବା, ସମ୍ମାନ ଦେବା ସେ ସମ୍ପର୍କରେ ସେମାନେ ଛାତ୍ରୀଛାତ୍ରଙ୍କୁ ପ୍ରେରଣାଦାୟକ ବକ୍ତବ୍ୟ ପ୍ରଦାନ କରିବେ ବୋଲି ଉକ୍ତ ଚିଠିରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ପୋଲିସରେ ବଡ଼ ଅଦଳବଦଳ; ୪୩ ଇନ୍ସପେକ୍ଟରଙ୍କ ବଦଳି, ଜାଣନ୍ତୁ କାହାକୁ କେଉଁଠି ମିଳିଲା ଦାୟିତ୍ୱ

ଭୁବନେଶ୍ୱର, ୭ା୬: ଓଡ଼ିଶା ପୋଲିସରେ ଏକ ବଡ଼ ଧରଣର ଅଦଳବଦଳ ଦେଖିବାକୁ ମିଳିଛି। ଆଇନ ଶୃଙ୍ଖଳା ସ୍ଥିତିକୁ ଅଧିକ ସୁଦୃଢ଼ କରିବା ଏବଂ ପ୍ରଶାସନିକ କାର୍ଯ୍ୟଦକ୍ଷତା ବଢ଼ାଇବା…

ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବିରେ ସିଜେପିର ବିକ୍ଷୋଭ

ନୂଆଦିଲ୍ଲୀ,୭ା୬(ପି.ଟି.): ଏନ୍‌ଇଇଟି-ୟୁଜି ପ୍ରଶ୍ନପତ୍ର ଲିକ୍‌କୁ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ନୂଆଦିଲ୍ଲୀର ଯନ୍ତରମନ୍ତରଠାରେ ଶନିବାର କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ଦ୍ୱାରା ଆୟୋଜିତ…

୧୦ ଯାଏ ଗ୍ରୀଷ୍ମ ପ୍ରବାହ, କାଳବୈଶାଖୀ ସତର୍କତା

ଭୁବନେଶ୍ୱର, ୭ା୬ (ବନ୍ଦନା ସେଠୀ): ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଜାରି ରହିଥିବାବେଳେ ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚୁଛି। ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ…

ଚାକିରି ଆରମ୍ଭ ୬ ହଜାରରୁ ହେଲେ ଏବେ ୧୩ ପ୍ଲଟ୍‌, ଲକ୍‌ରରେ କୋଟି କୋଟି ଟଙ୍କା ; ଆଇଟିଡିଏ ନିର୍ବାହୀ ଯନ୍ତ୍ରୀଙ୍କ ସମ୍ପତ୍ତି ଦେଖି…

ଭୁବନେଶ୍ୱର/ବାଲିଗୁଡ଼ା,୬।୬(ତ୍ରିନାଥ ମହାନ୍ତି/ ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିିରି ଆରମ୍ଭ କରିଥିଲେ ୬ ହଜାର ଟଙ୍କାରେ। ହେଲେ ସେ କିଛି ଦିନ ପରେ ଆୟଠାରୁ ଢେର ପରିମାଣର ଅଧିକ…

ଗାଡ଼ି ଉପରେ ଏୟାର ଷ୍ଟ୍ରାଇକ୍‌, ଲେବାନନ୍‌ ସେନା ଅଫିସରଙ୍କ ସମେତ ଚାଲିଗଲା ୯ ଜୀବନ

ବେରୁଟ୍‌ ,୬ା୬: ଇସ୍ରାଏଲ ଏବଂ ଲେବାନନ୍‌ ମଧ୍ୟରେ ନୂଆ ଅସ୍ତ୍ରବିରତି ଚୁକ୍ତିନାମା ସତ୍ତ୍ୱେ ଇସ୍ରାଏଲୀ ସେନା ଆକ୍ରମଣ ଜାରି ରଖିଛି। ଇସ୍ରାଏଲୀ ସେନା ଶନିବାର ଦକ୍ଷିଣ ଲେବାନନ୍‌ରେ…

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

ହିଟ୍‌ ଓ୍ବେଭ୍‌ ସହ କାଳବୈଶାଖୀ, ୧୦ ଯାଏ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୬ା୬ (ବନ୍ଦନା ସେଠୀ) – ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଜାରି ରହିଥିବାବେଳେ ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚୁଛି। ଆସନ୍ତା ୧୦ ତାରିଖ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri