ପ୍ରଥମଥର ପାଇଁ ଗଦାଫି ଷ୍ଟାଡିୟମରେ ନମାଜ ପଢିପାରିଲେନି ହଫିଜ୍‌ ସୟିଦ୍‌: ଲାଗିଲା କଟକଣା

ଇସଲମାବାଦ୍‌, ୬।୬: ଜାତିସଂଘ ଦ୍ୱାରା ଘୋଷିତ ଆତଙ୍କୀ ସଂଗଠନ ଜାମାତ୍‌ ଉଦ୍‌ ଦାଓ୍ବା ମୁଖ୍ୟ ସୟିଦ ହଫିଜ୍‌ଙ୍କୁ ଗଦାଫି ଷ୍ଟାଡିୟମରେ ନମାଜ ପଢିବାର ସୁଯୋଗ ମିଳିପାରି ନାହିଁ। ପାକିସ୍ତାନ ସରକାରଙ୍କ ପକ୍ଷରୁ ଏନେଇ କଟକଣା ଜାରି କରାଯାଇଛି। ପ୍ରତିବର୍ଷ ଇଦ୍‌ରେ ଗଦାଫି ଷ୍ଟାଡିୟମରେ ନିଜ ସମର୍ଥକଙ୍କ ସହ ନମାଜ ପାଠ କରିଥାନ୍ତି ହଫିଜ୍‌। କଟକଣା ଲାଗିବା ପରେ ଏଥର ଜୋହର ଟାଉନରେ ଥିବା ମସଜିଦ୍‌ରେ ସେ ନମାଜ ପାଠ କରିଛନ୍ତି। ସୂଚନାଯୋଗ୍ୟ, ଗଦାଫି ଷ୍ଟାଡିୟମରେ ନମାଜ ପାଠ କରିବା ପାଇଁ ଇଦ୍‌ ପୂର୍ବରୁ ସରକାରଙ୍କ ଅନୁମତି ମାଗିଥିଲେ ହଫିଜ୍‌। କିନ୍ତୁ ଇମ୍ରାନ ସରକାର ଏହାକୁ ଖାରଜ୍‌ କରିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶାରୀରିକ ସମ୍ପର୍କ ମାଧ୍ୟମରେ ବ୍ୟାପିଥାଏ ମଙ୍କିପକ୍ସ ସଂକ୍ରମଣ, ସର୍ଭେ ରିପୋର୍ଟ…

ଲଣ୍ଡନ,୨୫।୭ : ମଙ୍କିପକ୍ସ ସଂକ୍ରମଣ ସମଗ୍ର ବିଶ୍ୱରେ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ୭୫ରୁ ଅଧିକ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ପ୍ରାୟ ୧୫ ହଜାରକୁ ବୃଦ୍ଧି...

ମାନବ ଜାତି ପାଇଁ ଗର୍ବର ଦିନ

ଓ୍ବାଶିଂଟନ,୨୧।୭: ଠିକ୍‌ ୫୨ ବର୍ଷ ତଳେ। ଅର୍ଥାତ ୧୯୬୯ ମସିହା ଜୁଲାଇ ୨୦। ସମଗ୍ର ମାନବ ଜାତି ପାଇଁ ଗର୍ବର ଦିନ। ପୃଥିବୀର ପ୍ରଥମ ମାନବ...

ଲକ୍‌ଡାଉନ୍‌ରେ ଗର୍ଭବତୀ ନାବାଳିକାଙ୍କ ସଂଖ୍ୟା ବୃଦ୍ଧି, ଶାରୀରିକ ସମ୍ପର୍କ ଲାଗି ସମ୍ମତି ବୟସ ସୀମା ୧୮କୁ ବଢ଼ିଲା…

ହରାରେ, ୨୮।୫ : ଜିମ୍ବାୱେରେ ଶାରୀରିକ ସମ୍ପର୍କ ଲାଗି ସମ୍ମତି ବୟସ ସୀମା ୧୮କୁ ବୃଦ୍ଧି କରାଯାଇଛି। ପୂର୍ବରୁ ଏହା ୧୬ ବର୍ଷ ବୟସ ଥିଲା।...

ବିଶ୍ୱକୁ ଭାବପ୍ରବଣ ନିବେଦନ କଲେ ୟୁକ୍ରେନ ରାଷ୍ଟ୍ରପତି

କ୍ୱିଭ୍‌,୪।୪: ରୁଷିଆ ଆକ୍ରମଣରେ ୟୁକ୍ରେନ ଏବେ ଧ୍ୱଂସ ଆଡକୁ ଗତି କରୁଛି। ୟୁକ୍ରେନ ଅନେକ ସହର ନିଶ୍ଚିହ୍ନ ହୋଇପଡିଛି। ଏହି ସମୟରେ, ଗ୍ରାମୀ ପୁରସ୍କାର ସମାରୋହ...

ଯଦି ଭାରତ କରି ପାରୁଛି ଆମେ କାହିଁକି ପାରିବା ନାହିଁ, ଜନସଂଖ୍ୟା ନିୟନ୍ତ୍ରଣ ନେଇ ପାକିସ୍ତାନର ପୂର୍ବତନ ଅର୍ଥମନ୍ତ୍ରୀଙ୍କ ମନ୍ତବ୍ୟ…

ଇସଲାମାବାଦ,୧୩।୩ : ସମ୍ପ୍ରତି ପାକିସ୍ତାନ ଏକ ଗୁରୁତର ଆର୍ଥିକ ସଙ୍କଟ ଦେଇ ଗତି କରୁଛି। ଯେଉଁଥିପାଇଁ ପାକିସ୍ତାନରେ ଏକ ବିତର୍କ ଆରମ୍ଭ ହୋଇଛି ଯେ ସେମାନେ...

ଇରାକ୍‌ରେ ଆତଙ୍କବାଦୀଙ୍କ ବଡ଼ ଧରଣର ଆକ୍ରମଣ

ର୍କିକୁକ(ଇରାକ),୫।୯: ତାଲିବାନ୍‌ ଆତଙ୍କବାଦୀ ସଙ୍ଗଠନ ଆଫ୍‌ଗାନିସ୍ତାନ ଦଖଲ ପରେ ବର୍ତ୍ତମାନ ଇରାକ୍‌ରେ ଆତଙ୍କବାଦୀ ଆଇଏସ୍‌ଆଇଏସ୍‌ର ବର୍ବର କାଣ୍ଡ ଦେଖିବାକୁ ମିଳିଛି। ଆଇଏସ୍‌ଆଇଏସ୍‌ ଆତଙ୍କବାଦୀଙ୍କ ଗୁଳିରେ ୧୩...

ରବିବାର ଭୋର୍‌ରେ ଥରିଲା ଇଣ୍ଡୋନେସିଆ

ଜାକର୍ତ୍ତା,୧୧।୮: ଇଣ୍ଡୋନେସିଆରେ ରବିବାର ଭୋର୍‌ ୪ଟା ୧୪ରେ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୨ ଥିଲା ବୋଲି ଆମେରିକା ଭୂବିଜ୍ଞାନ ସଂସ୍ଥା...

ଭୁଶୁଡିଲା କରୋନା ସନ୍ଦିଗ୍ଧ ରହୁଥିବା ୮୦ ବଖରା ବିଶିଷ୍ଟ ହୋଟେଲ

ବେଜିଂ,୮।୩: ଚାଇନାରେ କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ଧୀରେ ଧୀରେ ହ୍ରାସ ପାଉଥିବା ବେଳେ ଏବେବି ସେଠାରେ କେତେଜଣଙ୍କୁ କରୋନା ଭାଇରସ ଥିବା ସନ୍ଦେହ କରି...

Advertisement
Archives

Model This Week