Posted inଜାତୀୟ

ପ୍ରଥମଥର ପାଇଁ ଭୋଟ ମାଗିଲେ ଶହୀଦ ଭଗତ ସିଂଙ୍କ ପରିବାର ସଦସ୍ୟ

ପୁଣେ,୧୦।୧୦:ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ଜୋରସୋର ଚାଲିଛି। ରାଜ୍ୟରେ ଭାଜପା-ଶିବସେନା ଏବଂ କଂଗ୍ରେସ-ଏନସିପି ମେଣ୍ଟ ମଧ୍ୟରେ ଟକ୍କର ହେବାକୁ ଯାଉଛି। ଏଥର ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ଶହୀଦ ଭଗତ୍‌ ସିଂଙ୍କ ପରିବାରର ଜଣେ ସଦସ୍ୟ। ତାଙ୍କ ନାତି ବିକ୍ରମ ସିଂ ସାନ୍ଧୁ ଭାଜପାର ବର୍ତ୍ତମାନ ବିଧାୟକ ଥିବା ନରେନ୍ଦ୍ର ପାଓ୍ବାରଙ୍କ ସପକ୍ଷରେ ଭୋଟ ମାଗିଛନ୍ତି। ଭାଜପା ଏଥର ନରେନ୍ଦ୍ରଙ୍କୁ ଟିକେଟ ଦେଇ ନ ଥିବାରୁ ସେ ନିର୍ଦ୍ଦଳୀୟ ପ୍ରାର୍ଥୀ ଭାବେ କଲ୍ୟାଣ(ପଶ୍ଚିମ)ସିଟ୍‌ରୁ ନିର୍ବାଚନ ଲଢୁଛନ୍ତି। ବୁଧବାର ଶିବାଜୀ ଚୌକରେ ପାଓ୍ବାର ନିର୍ବାଚନ ପ୍ରଚାର କାର୍ଯ୍ୟାଳୟ ଉଦଘାଟନ ଅବସରରେ ବିକ୍ରମ ସିଂ ଯୋଗଦେଇଥିଲେ। ପ୍ରଥମଥର ପାଇଁ ଭଗତ ସିଂଙ୍କ ପରିବାରର ସଦସ୍ୟ କୌଣସି ନେତାଙ୍କ ପାଇଁ ପ୍ରଚାର କରିବା ଦେଖାଯାଇଛି। ସୂଚନାଯୋଗ୍ୟ, ମହାରାଷ୍ଟ୍ର ବିଧାନସଭାର ୨୮୮ଟି ଆସନ ପାଇଁ ଅକ୍ଟୋବର ୨୧ରେ ନିର୍ବାଚନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

‘ଜ୍ଞାନୁଙ୍କୁ ଯିବାକୁ ହିଁ ପଡ଼ିବ…’, ଆନ୍ଦୋଳନକୁ ନେଇ ଦୀପ୍‌କେଙ୍କ ବଡ଼ ଘୋଷଣା: ଦିଲ୍ଲୀରେ ନୁହେଁ ଏଥର ଏଇଠି…

ନୂଆଦିଲ୍ଲୀ,୨୮।୯: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅକ୍ଟୋବର ୨ରେ ଆନ୍ଦୋଳନ କରିବାକୁ ଘୋଷଣା…

RCBକୁ ବଡ଼ ଝଟକା: ଦୁନିଆରୁ ବିଦାୟ ନେଲେ ଏହି କିମ୍ବଦନ୍ତ୍ରୀ

ବେଙ୍ଗାଲୁରୁ,୨୮।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ପରିବାରକୁ ବଡ଼ ଝଟକା। ଦଳର ମ୍ୟାଚ ଦିନର ପରିବେଶକୁ ନିଜ ଢୋଲର ତାଳରେ ଉତ୍ସାହିତ କରୁଥିବା ପ୍ରସିଦ୍ଧ ଡ୍ରମର୍‌ ଦେବାଙ୍କ…

ସିଂହ ରାଶିକୁ ଯିବେ ବୃହସ୍ପତି: ଆଉ ୪ ଦିନ ପରେ ଏହି ରାଶିଙ୍କ ଭାଗ୍ୟ ନେବ ନୂଆ ମୋଡ଼, ଲାଗିବ ଲଟେରୀ, ଚାକିରିରେ ପଦୋନ୍ନତି

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗୁରୁ ଗ୍ରହ ୩୧ ଅକ୍ଟୋବର ୨୦୨୬, ଶନିବାର ଦ୍ୱିପ୍ରହର ୧୨ଟା ୫୦ ମିନିଟରେ କର୍କଟ ରାଶିରୁ ସିଂହ ରାଶିକୁ ପ୍ରବେଶ କରିବେ। ଗୁରୁଙ୍କ…

ଚାକିରି ଦେବା ବାହାନାରେ ଯୁବତୀଙ୍କୁ ବଳାତ୍କାର କଲେ ଲୋକୋ ପାଇଲଟ୍‌, ଷ୍ଟେଶନରୁ ଘରକୁ ନେଇ…

ପାଟନା,୨୮ା୯: କଟିହାରରେ ଚାକିରି ଦେବାର ପ୍ରଲୋଭନ ଦେଇ ୨୨ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ଆସିଛି । ଏହି ମାମଲାରେ ଜଣେ ରେଳବାଇ ଲୋକୋ ପାଇଲଟ୍‌ଙ୍କ…

୩ ଘଣ୍ଟା କାନ୍ଦିଲେ ପରିଣୀତି: ପଛରେ ରହିଛି ଏମିତି କାରଣ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା ମା’ ହେବା ପରେ ପୁଣିଥରେ କାମକୁ ଫେରିଛନ୍ତି। ତେବେ ପୁଅ ନୀରଙ୍କୁ ଘରେ ଛାଡ଼ି କାମ ପାଇଁ ବାହାରକୁ ଯିବା…

NDA ସହ ଯିବା ଚର୍ଚ୍ଚା ମଧ୍ୟରେ ବଡ଼ ଘୋଷଣା କଲେ ଶରଦ ପାୱାର: ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୮।୯: ଗତ କିଛି ମାସ ଧରି ରାଜନୈତିକ ମହଲରେ ଚର୍ଚ୍ଚା ଚାଲିଥିଲା ଯେ, ଶରଦ ପାୱାର ବିଜେପି ନେତୃତ୍ୱାଧୀନ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ମେଣ୍ଟ (NDA) ସହ ଯାଇପାରନ୍ତି।…

ଗାଧୋଇବା ବେଳେ ପୋଖରୀରେ ବୁଡ଼ିଗଲେ ଶିବରାମ; ଚାଲିଗଲା ଜୀବନ, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୨୮ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଛଣମେରି ଗ୍ରାମ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଛଣମେରି…

କୋହଲିଙ୍କ ଏହି ରେକର୍ଡ ଭାଙ୍ଗିବା ଅସମ୍ଭବ! ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଅପରାଜିତ ଶତକ ହାସଲ କରି ବିରାଟ କୋହଲି ପୁଣିଥରେ ରେକର୍ଡ ବୁକ୍‌ରେ ନିଜ ନାମ ଲେଖାଇଛନ୍ତି। ଏହି ମ୍ୟାଚ୍‌ରେ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?