ପ୍ରଥମଥର ବିମାନରେ ଯାତ୍ରା କରୁଥିବା ବେଳେ ଗଳିପଡ଼ିଲେ ମହିଳା

ଇସ୍ତାନବୁଲ,୧୯।୭: ପ୍ରଥମଥର ବିମାନରେ ଯାତ୍ରା କରୁଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ପାଇଁ ସବୁ କିଛି ଥାଏ ନୂଆ। ଏଥିପାଇଁ ବିମାନବନ୍ଦରରେ ପ୍ରତ୍ୟେକ କଥାକୁ ସେମାନେ ଧ୍ୟାନରେ ଶୁଣିବା ସହ ଉଦ୍ଦିଷ୍ଟ ଥିବା ଗାଇଡ୍‌ଲାଇନ୍ସକୁ ପଢ଼ିଥାନ୍ତି। ହେଲେ ଜଣେ ଯାତ୍ରୀ କାହାକୁ କିଛି ନ ପଚାରି ନ ଶୁଣି କିଛି ଏଭଳି କାମ କରିବାରୁ ତାଙ୍କୁ ହଟହଟା ହେବାକୁ ପଡ଼ିଛି। ସୂଚନାଯୋଗ୍ୟ, ତୁର୍କୀର ଇସ୍ତାନବୁଲ ଏୟାରପୋର୍ଟରେ ଜଣେ ମହିଳା ପ୍ରଥମ ଥର ପାଇଁ ବିମାନରେ ଯାତ୍ରା କରୁଥିଲେ। ଲଗେଜ୍‌ କାଉଣ୍ଟରର ବେଲ୍ଟ ଦେଇ ବିମାନ ଭିତରକୁ ଯିବା ପାଇଁ ରାସ୍ତା ଅଛି ବୋଲି ସେ ଭାବିଥିଲେ। ଏଥିପାଇଁ ସେ ନିଜ ଜିନିଷପତ୍ରକୁ ନେଇ ଲଗେଜ୍‌ କାଉଣ୍ଟରର ବେଲ୍ଟରେ ଠିଆ ହୋଇପଡ଼ିଥିଲେ। ଏହାପରେ ସେ ଜୋରରେ ତଳକୁ ଗଳିପଡ଼ିଥିଲେ। କିଛି ସେକେଣ୍ଡ ପରେ ମେଶିନ୍‌କୁ ବନ୍ଦ କରାଯିବାରୁ ମହିଳାଙ୍କୁ ସେଠାରୁ ବାହାର କରାଯାଇଥିଲା। ଏହି ସମସ୍ତ ଦୃଶ୍ୟ ସିସିଟିଭିରେ କଏଦ୍‌ ହୋଇଥିବା ବେଳେ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୧୯ରୁ ନିଖୋଜ ଥିବା ନାବାଳିକା ମିଳିଲେ ସିକ୍ରେଟ୍‌ ରୁମ୍‌ରୁ

ନ୍ୟୁୟର୍କ,୧୭।୨: ପ୍ରାୟ ୩ ବର୍ଷ ହେଲା ନିଖୋଜ ଥିବା ଜଣେ ୬ ବର୍ଷୀୟା ନାବାଳିକାଙ୍କୁ ଘରର ସିଡି ତଳେ ଥିବା ଏକ ସିକ୍ରେଟ୍‌ ରୁମ୍‌ରୁ ଲୁଚିଥିବା...

ମହାକାଶରେ ୨ ଘଣ୍ଟାରେ ତିଆରି ହେଲା କୁକିଜ୍‌-ଚକୋଲେଟ୍‌-ଚିପ୍ସ୍‌

ହଷ୍ଟନ,୨୫।୧: ମହାକାଶଚାରୀମାନେ ପ୍ରଥମ ଥର ପାଇଁ ଅନ୍ତର୍ଜାତୀୟ ମହାକାଶ ଗବେଷଣା କେନ୍ଦ୍ରରେ ଖାଦ୍ୟ ପ୍ରସ୍ତୁତ କରିଛନ୍ତି। ଜିରୋ ଗ୍ରାଭିଟିରେ ମହାକାଶଚାରୀମାନେ ଦୀର୍ଘ ୨ ଘଣ୍ଟା ପରିଶ୍ରମ...

ନବମ ସ୍ଥାନକୁ ଉଠିଲା ଭାରତ

ଓ୍ବାଶିଂଟନ/ବ୍ରାଜିଲିଆ/ନୂଆଦିଲ୍ଲୀ,୨୯ା୫: ଦିନ ଗଡ଼ୁଛି, ସଂଖ୍ୟା ବଢ଼ୁଛି। ଅସମ୍ଭାଳ ହେଲାଣି କରୋନା ସ୍ଥିତି। ବିଶ୍ୱର ୨୧୩ ଦେଶରେ ଏବେ ରାଜୁତି କରୁଛି କରୋନା ଭୂତାଣୁ। ଗୋଟାଏ ପରେ...

ମୁଶାରଫଙ୍କ ଅବସ୍ଥା ଗୁରୁତର, ପରିବାର ପକ୍ଷରୁ କୁହାଗଲା-‘ ପ୍ରାର୍ଥନା କର’

ଇସଲାମାବାଦ,୧୦।୬: ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ପରଭେଜ ମୁଶାରଫଙ୍କ ସ୍ବାସ୍ଥାବସ୍ଥା ଗୁରୁତର ରହିଛି। ଦୀର୍ଘଦିନ ଧରି ଅସୁସ୍ଥ ଥିବା ମୁସାରଫଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିବା ନେଇ...

ଆମେରିକାରେ ଗୁଳି: ୪ ମୃତ

ସିକାଗୋ, ୧୧।୧(ଆଇଏଏନ୍‌ଏସ୍‌): ଆମେରିକାର ଇଲିନୋଇସ୍‌ ରାଜ୍ୟରେ ଗୁଳିକାଣ୍ଡ ଘଟି ୪ ଜଣଙ୍କ ମୃତ୍ୟୁ ହେବା ସହ ଅନ୍ୟ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ପୋଲିସ...

ପ୍ରତି ୨ ମିନିଟ୍‌ରେ ଜଣେ ମହିଳାଙ୍କ ମୃତ୍ୟୁ: ଜାତିସଂଘ

ଜେନେଭା,୨୪।୨:ବିଗତ ୨୦ ବର୍ଷ ମଧ୍ୟରେ ମାତୃମୃତ୍ୟୁ ହାର ଏକତୃତୀୟାଂଶ ହ୍ରାସ ପାଇଛି। ଏହା ସତ୍ତ୍ୱେ ଏବେ ପ୍ରତି ଦୁଇ ମିନିଟ୍‌ରେ ଜଣେ ମହିଳା ଗର୍ଭାବସ୍ଥାରେ କିମ୍ବା...

୫୦ ଲକ୍ଷରୁ ଅଧିକ ସାଜିଲେଣି ଶରଣାର୍ଥୀ, ଜାତିସଂଘ ରିପୋର୍ଟ…

ଜେନେଭା, ୧୯।୪ : ରୁଷିଆ ୟୁକ୍ରେନ୍‌ ଯୁଦ୍ଧ ଯୋଗୁ ପଡ଼ୋଶୀ ଦେଶରେ ଶାରଣାର୍ଥୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଇତିମଧ୍ୟରେ ୫୦ ଲକ୍ଷରୁ ଅଧିକ ଲୋକ ଭିଟାମାଟି...

ସରସ୍ବତୀ ନଦୀ ଭଳି ନ ହେଉ ଗଙ୍ଗା-ବ୍ରହ୍ମପୁତ୍ର ଅବସ୍ଥା: ଜାତିସଂଘ ମୁଖ୍ୟଙ୍କ ଚେତାବନୀ…

ଜେନେଭା,୨୩।୩ : ବିଶ୍ୱ ତାପମାତ୍ରା ହ୍ରାସ ଏବଂ ମୁକାବିଲା ପାଇଁ ବିଶ୍ୱର ବିଭିନ୍ନ ଦେଶ କ୍ରମାଗତ ଭାବରେ ଉଦ୍ୟମ କରୁଛନ୍ତି । ଏହାର ସୁଦୂରପ୍ରସାରୀ ପାର୍ଶ୍ୱ...

Advertisement
Archives

Model This Week