ପ୍ରଥମରୁ ଅଷ୍ଟମ ସବୁ ପିଲା ପାସ

ଭୁବନେଶ୍ୱର,୧୫।୫(ବ୍ୟୁରୋ)- ଚଳିତ ବର୍ଷ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପଢୁଥିବା ସବୁ ପିଲା ପାସ। କରୋନା ମୁକାବିଲା ସ୍ଥିତିକୁ ନେଇ ଶୁକ୍ରବାର ରାଜ୍ୟ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏପରି ବିଜ୍ଞପ୍ତି ପ୍ରକାଶ ପାଇଛି। ସେହିପରି ନବମରୁ ଦଶମ ଶ୍ରେଣୀ ଯିବାକୁ ଥିବା ପିଲାଙ୍କୁ ସର୍ତ୍ତମୂଳଖ ପାସ କରାଯିବ। ସେମାନଙ୍କ ଷାଣ୍ମାସିକ ପରୀକ୍ଷାରେ ଥିବା ନମ୍ବରକୁ ନେଇ ପାସ କରାଯିବ। ଯେଉଁ ପରୀକ୍ଷା ହୋଇପାରିନାହିଁ, ତାର ଷାଣ୍ମାସିକ ନମ୍ବରକୁ ନେଇ ପାସ କରାଯିବ। ସେହିପରି ଯୁକ୍ତ ୨ ପ୍ରଥମ ବର୍ଷରୁ ଦ୍ୱିତୀୟ ବର୍ଷକୁ ମଧ୍ୟ ପ୍ରମୋସନ ଦିଆଯିବ। ଯଦି କୌଣସି କାରଣରୁ ପରୀକ୍ଷା ଦେଇ ନ ଥିବେ ରି-ଟେଷ୍ଟ କରାଯିବ। ଉଚ୍ଚମାଧ୍ୟମିକ ସ୍କୁଲ ଖୋଲିବାପରେ ସମ୍ପୃକ୍ତ ପିଲାଙ୍କ ରି-ଟେଷ୍ଟ ହେବ ବୋଲି ବିଜ୍ଞପ୍ତିରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମୀଯୁଗଳଙ୍କୁ ଗଛରେ ବାନ୍ଧି ମାଡ଼: ଲୁଚିକି ମହିଳାଙ୍କ ଘରକୁ ଆସିଥିବାବେଳେ ଘଟିଲା…

ବାରିପଦା/ ଝାରପୋଖରିଆ,୧୯ା୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସୁଧୀର କୁମାର ମହାନ୍ତ):ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କରୁ ନେଇ ଏକ ଅଶୋଭନୀୟ ଘଟଣା ଘଟିଛି। ଜଣେ ବିବାହିତା…

ଦିଲ୍ଲୀ ଗଣବଳାତ୍କାରକୁ ନେଇ ବର୍ଷିଲେ ରାହୁଲ-ପ୍ରିୟଙ୍କା, ପୋଲିସକୁ ଟାର୍ଗେଟ୍‌ କରି କହିଲେ ପ୍ରତିଦିନ…

ନୂଆଦିଲ୍ଲୀ,୧୯ା୯: ଦିଲ୍ଲୀର ସ୍ବରୂପ ନଗରରେ ଜଣେ ନାବାଳିକାଙ୍କୁ ପ୍ରଥମେ ବଳାତ୍କାର ଏବଂ ପରେ ନିର୍ମମ ଭାବରେ ହତ୍ୟା କରାଯାଇଛି। ଏହି ମାମଲାରେ ପୋଲିସ ୧୯ ବର୍ଷୀୟ ଯୁବକ…

ବିଶ୍ୱକର୍ମା ପୂଜା ମଣ୍ଡପରେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୮।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ବିଦ୍ୟୁତ୍‌ ବିଭାଗ କାର୍ଯ୍ୟାଳୟ ପରିସରରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ମହାଆଡ଼ମ୍ବରରେ ଦେବଶିଳ୍ପୀ…

AIର ଅଗ୍ରଗତି ଯୋଗୁ ୨୦୩୦ ସୁଦ୍ଧା ବିଶ୍ୱର ଅନ୍ତ ଘଟିବ? ଏକ ବହୁରାଷ୍ଟ୍ରୀୟ କମ୍ପାନୀର ସିଇଓ ଜେନସେନ ହୁଆଙ୍ଗଙ୍କ ବଡ଼ ଦାବି

ଓ୍ବାଶିଂଟନ,୧୯।୯: ଆଜିର ବିଶ୍ୱରେ AI ଉନ୍ନତିର ଦ୍ରୁତ ଗତିକୁ ନେଇ ଲୋକମାନେ ବିଭକ୍ତ; କେତେକ ଏହାକୁ ଧୀର କରିବାକୁ ଚାହୁଁଥିବା ବେଳେ, ଅନ୍ୟ ବିଶେଷଜ୍ଞମାନେ ଯୁକ୍ତି ବାଢ଼ନ୍ତି…

ବିଧାୟକ ନିରଞ୍ଜନ ପୂଜାରୀଙ୍କ କାର୍‌କୁ ଅଣ୍ଡାମାଡ଼

ସୋନପୁର,୧୯ା୯(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ କାର୍‌ ଉପରକୁ ଶୁକ୍ରବାର ସନ୍ଧ୍ୟାରେ ଅଣ୍ଡାମାଡ଼ ହୋଇଛି। ପ୍ରଥମେ ତରଭା ବ୍ଲକର ଦେଉଳପଦର ଛକରେ…

କଦଳୀ ଭେଳାରେ ମା’ ମନସାଙ୍କୁ ପୂଜା କରନ୍ତି ବଙ୍ଗୀୟ ସମ୍ପ୍ରଦାୟ, ଏହା ପଛର କାରଣ ଜାଣିଲେ…

ମହାକାଳପଡ଼ା, ୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଧି ଓ ପରମ୍ପରା ଅନୁସାରେ ବଙ୍ଗୀୟ ଶ୍ରଦ୍ଧାଳୁମାନେ କଦଳୀ ଭେଳାରେ ମା’ ମନସା ଦେବୀଙ୍କୁ ପୂଜା କଲେ ସନ୍ତୁଷ୍ଟ ହୋଇ ସର୍ପ…

ନୂଆ ଆଇନରେ ସ୍ବାକ୍ଷର କଲେ ଟ୍ରମ୍ପ: ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧୯।୯: ରୁଷିଆ ଓ ଇରାନ ବିରୋଧରେ ଆମେରିକାର ନୂଆ ପଦକ୍ଷେପକୁ ନେଇ ଅନ୍ତର୍ଜାତୀୟ ସ୍ତରରେ ଚର୍ଚ୍ଚା ଜୋର ଧରିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଲିଣ୍ଡସେ ଓ.…

ମମତାଙ୍କ କୋଳ ଶୂନ୍ୟ କରିଦେଲା ଋଷିକୁଲ୍ୟା: ଖେଳିଗଲା ଶୋକର ଛାୟା

ପୁରୁଷୋତ୍ତମପୁର,୧୯।୯ (ସବିତା ମିଶ୍ର): ଗଣେଶ ମୂର୍ତ୍ତି ବିସର୍ଜନବେଳେ ଋଷିକୁଲ୍ୟା ନଦୀରେ ଭାସିଯାଇ ନିଖୋଜ ହୋଇଥିବା ଛାତ୍ର ସୁମିତ କୁମାର ମିଶ୍ରଙ୍କ ମୃତଦେହ ଶନିବାର ଉଦ୍ଧାର ହୋଇଛି। ପୁରୁଷୋତ୍ତମପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?