Posted inଖେଳ

ପ୍ରଥମେ ବ୍ୟାଟିଂ କରିବ ଭାରତ

ଚେନ୍ନାଇ,୧୫।୧୨- ସ୍ଥାନୀୟ ଚିଦାମ୍ବରମ ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଭାରତୀୟ ଦଳ ପ୍ରଥମେ ବ୍ୟାଟିଂ କରିବ। ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜ ଦଳର ଅଧିନାୟକ କିରନ ପୋଲାର୍ଡ ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛନ୍ତି। ସନ୍ଧ୍ୟା ପରେ କାକର ପଡ଼ିବାର ସମ୍ଭାବନା ଥିବାରୁ ପୋଲାର୍ଡ ଏପରି ନିଷ୍ପତ୍ତି ନେଇଛନ୍ତି।
ଭାରତୀୟ ଦଳ: ଲୋକେଶ ରାହୁଲ, ରୋହିତ ଶର୍ମା, ବିରାଟ କୋହଲି (ଅଧିନାୟକ), ଶ୍ରେୟାସ ଆୟାର, ରିଷଭ ପନ୍ତ(ଉଇକେଟକିପର), କେଦାର ଯାଦବ, ଶିବମ ଦୁବେ, ରବୀନ୍ଦ୍ର ଜାଡେଜା, ଦୀପକ ଚହର, କୁଲଦୀପ ଯାଦବ ଓ ମହମ୍ମଦ ଶାମି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଡିସେମ୍ବରରେ ମେରିକମ୍‌-ନିଖାତଙ୍କ ଟ୍ରାଏଲ

ନୂଆଦିଲ୍ଲୀ,୯।୧୧- ଛ’ ଥର ବିଶ୍ୱ ଚାମ୍ପିୟନ ଏମ୍‌.ସି. ମେରିକମ୍‌ ଓ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ ବକ୍ସର ନିଖାତ ଜାରିନଙ୍କ ମଧ୍ୟରେ ଟ୍ରାଏଲ ମ୍ୟାଚ୍‌ ଖେଳାଯିବା ନେଇ ଶନିବାର...

ପ୍ରିୟଙ୍କା ଚୋପ୍ରାଙ୍କ ପସନ୍ଦର କ୍ରିକେଟ ଖେଳାଳି କିଏ ଜାଣନ୍ତି କି?

ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଜଣେ ବଡ କ୍ରିକେଟ ଫ୍ୟାନ୍‌। ତାଙ୍କର ଜଣେ ଅଙ୍କଲ୍‌ ରଣଜୀ ଖେଳୁଥିବାରୁ ପିତା ବରାବର କ୍ରିକେଟ ଟୁର୍ନାମେଣ୍ଟ ଦେଖିବାକୁ ଯାଉଥିଲେ। ଛୋଟବେଳେ...

ପଡିଆରେ ଧୋନୀଙ୍କ ଭଳି ହେବାକୁ ଚାହୁଁଛନ୍ତି ଏହି ଖେଳାଳି

ଦୁବାଇ,୧୫।୯: ମହେନ୍ଦ୍ର ସିଂ ଧୋନୀଙ୍କ ମ୍ୟାଚ ଜିତିବାର କୌଶଳ ଶିଖିବାକୁ ଚାହୁଁଛନ୍ତି ଦକ୍ଷିଣ ଆଫ୍ରିକାର ଡେଭିଡ ମିଲର। ଚାପର ସମ୍ମୁଖୀନ ହୋଇଥିଲେ ମଧ୍ୟ ଧୋନୀ ଶାନ୍ତ...

ଶିବ ପ୍ରସାଦ, ଅଶୋକଙ୍କୁ କମଲ ଗାଙ୍ଗୁଲି କ୍ରୀଡ଼ା ପୁରସ୍କାର

ଭୁବନେଶ୍ୱର, ୯।୩(କ୍ରୀଡ଼ା ପ୍ରତିନିଧି)- ପାରା ଆଥଲେଟ୍‌ ପ୍ରମୋଦ ଭଗତଙ୍କ ପରି ଅର୍ଜୁନ ପୁରସ୍କାରପ୍ରାପ୍ତ ଖେଳାଳିଙ୍କ ମାର୍ଗ ଦର୍ଶକ ସାଜିଥିବା ଶିବ ପ୍ରସାଦ ଦାସ ଏବଂ ଓଡ଼ିଶା...

ହମ୍ପି ଓ୍ବାଲର୍‌ଡ ରାପିଡ୍‌ ଚାମ୍ପିୟନ

ମସ୍କୋ, ୨୯ା୧୨ (ପି.ଟି.)-ଭାରତୀୟ ଗ୍ରାଣ୍ଡମାଷ୍ଟର କୋନେରୁ ହମ୍ପି ମହିଳା ଓ୍ବାଲର୍‌ଡ ରାପିଡ୍‌ ଚେସ୍‌ ଚାମ୍ପିୟନଶିପ୍‌ ଟାଇଟଲ ଜିତିଛନ୍ତି। ଏଠାରେ ଚାଇନାର ଲି’ ଟିଙ୍ଗ୍‌ଜି ବିପକ୍ଷ ଆର୍ମାଗେଡନ...

ଟ୍ରେନିଂ ଆରମ୍ଭ କଲେ ଅଷ୍ଟ୍ରେଲିଆ କ୍ରିକେଟର

ସିଡ୍‌ନୀ, ୧।୬ (ପି.ଟି.): ସିଡ୍‌ନୀ ଅଲିମ୍ପିକ୍‌ ପାର୍କରେ ସୋମବାର ଆଗଧାଡିର କେତେକ ଅଷ୍ଟ୍ରେଲିଆ କ୍ରିକେଟର ଟ୍ରେନିଂ ଆରମ୍ଭ କରିଛନ୍ତି। ଏଥିରେ ଅଧିନାୟକ ଷ୍ଟିଭ୍‌ ସ୍ମିଥ୍‌ ସାମିଲ...

ଭାରତଠାରୁ ପରାସ୍ତ ହେବାପରେ ପାକିସ୍ତାନ ଅଧିନାୟକଙ୍କୁ ପ୍ରଥମେ କିଏ ଫୋନ କରିଥିଲେ ଜାଣନ୍ତୁ

ଲଣ୍ଡନ, ୧୯।୬: ଇଂଲଣ୍ଡରେ ଚାଲିଥିବା ଆଇସିସି ବିଶ୍ୱକପରେ ଭାରତ ନିକଟରୁ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନର ବୃହତ୍‌ ପରାଜୟକୁ ସହଜରେ ହଜମ କରିପାରି ନାହାନ୍ତି ପୂର୍ବତନ ଖେଳାଳି...

ଦିନମଜୁରିଆଙ୍କୁ ଖାଦ୍ୟ ଯୋଗାଇଲେ ଫୁଟବଲର ଶୁଭାଶିଷ

କୋଲକାତା,୧୩।୪ (ପି.ଟି.): ଭାରତୀୟ ଫୁଟବଲର ତଥା ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌) ଦଳ ମୁମ୍ବାଇ ସିଟି ଲେଫ୍ଟ ବ୍ୟାକ୍‌ ଶୁଭାଶିଷ ବୋଷ କୋଭିଡ୍‌-୧୯ ମହାମାରୀ ମୁକାବିଲାରେ...

Coronavirus Update


Archives

Model This Week

Why Dharitri