ପ୍ରଥମେ ବ୍ୟାଟିଂ ଭାରତ

ମାଞ୍ଚେଷ୍ଟର,୧୬।୬(ପିଟି): ଏଠାରେ ଭାରତ ବିପକ୍ଷରେ ଖେଳାଯାଉଥିବା ବିଶ୍ୱକପ୍‌ ମ୍ୟାଚ୍‌ରେ ପାକିସ୍ତାନ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ବର୍ଷା ହେବାର ସମ୍ଭାବନା ଥିବାରୁ ସର୍ଫରାଜ ଅହମ୍ମଦ ଏହି ନିଷ୍ପତ୍ତି ନେଇଛନ୍ତି। ଫଳରେ ଭାରତକୁ ପ୍ରଥମେ ବ୍ୟାଟିଂ କରିବାକୁ ପଡ଼ିବ। ଆହତ ସମସ୍ୟା ଯୋଗୁ ବାଦ୍‌ ପଡ଼ିଥିବା ଶିଖର ଧାଓ୍ବନଙ୍କ ବଦଳରେ ଲୋକେଶ ରାହୁଲଙ୍କୁ ଦଳରେ ସ୍ଥାନ ପାଇଛନ୍ତି। ଅନ୍ୟପକ୍ଷରେ ଭାରତୀୟ ବ୍ୟାଟିଂ ଲାଇନ୍‌ ଅଫ୍‌କୁ ଦୃଷ୍ଟିରେ ରଖି ପାକିସ୍ତାନ ଦୁଇ ସ୍ପିନରଙ୍କୁ ଖଳାଇଛି।
ଭାରତୀୟ ଦଳ: ରୋହିତ ଶର୍ମା, ଲୋକେଶ ରାହୁଲ, ବିରାଟ କୋହଲି (ଅଧିନାୟକ), ବିଜୟ ଶଙ୍କର, ମହେନ୍ଦ୍ର ସିଂ ଧୋନୀ (ଉଇକେଟକିପର), କେଦାର ଯାଦବ, ହାର୍ଦ୍ଦିକ ପାଣ୍ଡ୍ୟା, ଭୁବନେଶ୍ୱର କୁମାର, କୁଲଦୀପ ଯାଦବ, ୟୁଜଭେନ୍ଦ୍ର ଚହଲ ଓ ଯଶପ୍ରୀତ ବୁମରା।
ପାକିସ୍ତାନ ଦଳ: ଇମାମ ଉଲ ହକ, ଫକର ଜାମନ, ବାବର ଆଜାମ, ମହମ୍ମଦ ହାଫିଜ, ସର୍ଫରାଜ ଅହମ୍ମଦ (ଅଧିନାୟକ), ସୋଏବ ମଲିକ, ଇମାଦ ଓ୍ବାସିମ, ହାସନ ଅଲି, ଶାଦବ ଖାନ, ଓ୍ବାହବ ରିଆଜ ଓ ମହମ୍ମଦ ଅମିର।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ରେ ଯାତ୍ରା କରିବା ହେଲା ଶସ୍ତା! ଟିକେଟ ବୁକ୍‌ କଲେ ମିଳିବ ରିହାତି, ଏମିତି ଉଠାନ୍ତୁ… 

ନୂଆଦିଲ୍ଲୀ,୧୫।୪: ଭାରତୀୟ ରେଳବାଇ ଯାତ୍ରୀମାନଙ୍କ ପାଇଁ ଏକ ଖୁସି ଖବର ଆଣିଛି। ଏବେ ଟ୍ରେନ ଟିକେଟ ବୁକ୍‌ କଲେ ଆପଣଙ୍କୁ ମିଳିବ ସ୍ବତନ୍ତ୍ର ରିହାତି। ରେଳବାଇର ନୂଆ…

କ୍ଳଚ ତାରରେ ସ୍ତ୍ରୀର ତଣ୍ଟି ଚିପି ହତ୍ୟା ମାମଲା, ଆଜୀବନ କାରାଦଣ୍ଡ ଶୁଣାଇଲେ କୋର୍ଟ

ପାରଳାଖେମୁଣ୍ଡି,୧୫।୪(ଗିରିଧାରୀ ପରିଛା): ବିବାହର ମାତ୍ର ବର୍ଷେ ପରେ ଅଧିକ ଯୌତୁକ ଦାବି କରି ଥରକୁ ଥର ମାନସିକ ଓ ଶାରୀରିକ ନିର୍ଯ୍ୟାତନା ଦେଇ ଶେଷରେ କ୍ଳଚ ତାରରେ…

ଅଭିଷେକ ଶର୍ମା- ଅକ୍ଷର ପଟେଲଙ୍କର ହେବ ଡୋପ୍‌ ଟେଷ୍ଟ, RTP ତାଲିକାରେ ସାମିଲ କଲା… 

ନୂଆଦିଲ୍ଲୀ,୧୫।୪: ଚଳିତ ବର୍ଷର ଦ୍ୱିତୀୟ ତ୍ରୈମାସିକ ପାଇଁ ଜାତୀୟ ଡୋପିଂ ବିରୋଧୀ ସଂସ୍ଥା (NADA) ପକ୍ଷରୁ ପଞ୍ଜିକୃତ ପରୀକ୍ଷଣ ପୁଲ (RTP)ର ନୂଆ ତାଲିକା ଜାରି କରାଯାଇଛି।…

PNB ଗ୍ରାହକ ଆଲର୍ଟ! କାଲିଠୁ ବନ୍ଦ ହୋଇଯିବ ବ୍ୟାଙ୍କ୍‌ ଆକାଉଣ୍ଟ, ଲିଷ୍ଟରେ ଅଛି କି ନାଁ…

ନୂଆଦିଲ୍ଲୀ,୧୫।୪: ଯଦି ଆପଣଙ୍କର ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ରେ ଏକ ଆକାଉଣ୍ଟ ଅଛି, ତେବେ ଏହି ଅପଡେଟ ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ବ୍ୟାଙ୍କ…

ସ୍କୁଲ୍‌ରେ ଅଘଟଣ, ପାଚେରୀ ଭୁଶୁଡ଼ି ଚାଲିଗଲା ୨ ଛାତ୍ରୀଙ୍କ ଜୀବନ

ପାରଳାଖେମୁଣ୍ଡି/ମୋହନା,୧୫।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ରା.ଉଦୟଗିରିରେ ଅଭାବନୀୟ ଘଟଣା । ସ୍କୁଲ ପାଚେରୀ ତଳେ ଚାପି ହୋଇ ଦୁଇ ଛାତ୍ରୀଙ୍କର ମୃତ୍ୟୁ ହୋଇଛି । ରା.ଉଦୟଗିରି ଥାନା ୠବୁଡିସିଂ…

ଏପ୍ରିଲ ୧୬ରେ ବଡ଼ ନିଷ୍ପତ୍ତି ନେବେ ଏମଏସ ଧୋନୀ! CSK ମ୍ୟାଚ୍…

ନୂଆଦିଲ୍ଲୀ,୧୫।୪:  ଏମଏସ ଧୋନୀ ଏପ୍ରିଲ ୧୬ରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ଯାଉଛନ୍ତି । ଏହି ନିଷ୍ପତ୍ତି ତାଙ୍କର ପରବର୍ତ୍ତୀ ଆଇପିଏଲ ୨୦୨୬ ମ୍ୟାଚରେ ଅଂଶଗ୍ରହଣ କରିବା…

ରାଜଧାନୀରେ ଚାଞ୍ଚଲ୍ୟ: ଟ୍ୟୁଶନ ଯାଇ ନିଖୋଜ ହେଲେ ନାବାଳିକା

ଭୁବନେଶ୍ୱର,୧୫।୪: ଟ୍ୟୁଶନ ଯାଇ ନିଖୋଜ ହେଲେ ନାବାଳିକା। ଏଭଳି ଅଭାବନୀୟ ଘଟଣା ଘଟିଛି ନୟାପଲ୍ଲୀ ଥାନା ଅଞ୍ଚଳରେ। ନୟାପଲ୍ଲୀ ଥାନା ସାଲିଆସାହି ନାବାଳିକାଙ୍କ ପତ୍ତା ମିଳୁନି ।…

ମୋକିମଙ୍କ ନୂଆ ଦଳରେ ସୋଫିଆ? ରାଜ୍ୟ ରାଜନୀତିରେ ଚହଳ

ଭୁବନେଶ୍ୱର,୧୫।୪: ନୂଆ ଆଞ୍ଚଳିକ ଦଳ ଲୋକାର୍ପଣ କଲେ ମହମ୍ମଦ ମୋକିମ। ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଏକ ବିରାଟ ସମାବେଶରେ ଲୋକାର୍ପଣ ହେଲା ନୂଆଦଳ। ମୋକିମଙ୍କ ନୂଆ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri