ପ୍ରଥମେ ସୈଫ, ତା’ପରେ ଶାହରୁଖ

ଥରେ ମନେପକାନ୍ତୁ ନା, ଶାହରୁଖ-କାଜୋଲ ଅଭିନୀତ ତଥା ୧୯୯୫ରେ ରିଲିଜ ହୋଇଥିବା ହିନ୍ଦୀ ଚଳଚ୍ଚିତ୍ର ‘ଦିଲ୍‌ଓ୍ବାଲେ ଦୁଲହନିୟଁ। ଲେ ଜାୟେଙ୍ଗେ’କୁ। ଏହି ଫିଲ୍ମଟି ସୁପରଡୁପର ହିଟ୍‌ ହୋଇଥିଲା। ଯେତେବେଳେ ଏହାର ପ୍ରଯୋଜକ ୟଶ୍‌ ଚୋପ୍ରା ଏବଂ ନିର୍ଦ୍ଦେଶକ ଆଦିତ୍ୟ ଚୋପ୍ରା ଚିତ୍ରର ମେଲ୍‌ ଲିଡ୍‌ ରାଜ ମାଲହୋତ୍ରା ଭୂମିକାରେ କିଏ ଅଭିନୟ କରିବ ସେ କଥା ଚିନ୍ତାକଲେ ସେତେବେଳେ ପ୍ରଥମେ ସୈଫ ଅଲ୍ଲୀ ଖଁ।ଙ୍କ କଥା ମନକୁ ଆସିଥିଲା। କିନ୍ତୁ ସେ ଏଥିରେ ଅଭିନୟ କରିବାକୁ ମନା କରିଦେଇଥିଲେ। ତା’ପରେ ହଲିଉଡ୍‌ ଅଭିନେତା ଟମ୍‌ କ୍ରୁଜ୍‌ଙ୍କୁ ଯୋଗାଯୋଗ କରାଗଲା। ସେ ମଧ୍ୟ ରାଜି ହୋଇ ନ ଥିଲେ। ଶେଷରେ ଶାହରୁଖଙ୍କୁ ଏହି ଅଫର ଦିଆଯାଇଥିଲା। ବାସ୍‌, ସେ ହଁ ମାରିବା ପରେ ଯାହା ଘଟିଲା ତାହା କହିବା ବାହୁଲ୍ୟ। ଫିଲ୍ମର କାହାଣୀ, ସଙ୍ଗୀତ, ଉପସ୍ଥାପନା ଏବଂ କଳାକାରଙ୍କ ଅଭିନୟ କୌଣସି ଗୁଣରେ କମ୍‌ ନ ଥିଲା। ତେବେ ଏପରି ଏକ ସୁଯୋଗ ହାତଛଡ଼ା କରି ଉଭୟ ସୈଫ ଏବଂ ଟମ୍‌ ନିଶ୍ଚୟ ଅନୁତାପ କରିଥିବେ !


Enter your email to get our daily news in your inbox.

All Right Reserved By Dharitri.Com

ପସନ୍ଦ ଆସୁଛି ‘ପତି ପତ୍ନୀ ଔର ଓ୍ବ’, ସୁପରହିଟ୍‌ ହେବ ବୋଲି ପ୍ରଶଂସକଙ୍କ ମତ

ବମ୍ବେ: ପରଦାରେ ଚଳଚ୍ଚିତ୍ର ‘ପତି ପତ୍ନୀ ଔର ଓ୍ବ’। କାର୍ତ୍ତିକ ଆର୍ୟନ, ଭୂମି ପେଡନେକର, ଅନନ୍ୟା ପାଣ୍ଡେ ଅଭିନୀତ ଏହି ଫିଲ୍ମ ଦର୍ଶକଙ୍କ ମନକୁ ଜିଣୁଛି।...

ଓଲିଉଡ୍‌ ଚକୋଲେଟ୍‌ ହିରୋଙ୍କ ଆଜି ‘ହାପି ବର୍ଥ ଡେ’

ଭୁବନେଶ୍ୱର: ଓଲିଉଡ୍‌ ଅଭିନେତା ବାବୁସାନଙ୍କ ଆଜି ଅର୍ଥାତ ଗୁରୁବାର ହାପି ବର୍ଥ ଡେ’। ଏହି ଅବସରରେ ଅଭିନେତାଙ୍କ ନିକଟକୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି।...

ମଲାଇକାଙ୍କୁ ଯୌବନ ଚାଲିଯିବା ଭୟ ଘାରିଛି

ବଲିଉଡ ଅଭିନେତ୍ରୀ ମଲାଇକା ଆରୋରା କରୋନା ସଂକ୍ରମିତ ହୋଇ ଚିକିତ୍ସିତ ହେଉଛନ୍ତି। ସେ ଏବେ ହୋମ ଆଇସୋଲେସନରେ ରହିଛନ୍ତି। ଏକୁଟିଆ ଗୋଟିଏ ଘରେ ରହିବା ତାଙ୍କ...

ସିଏଏକୁ ନେଇ ପ୍ରତିକ୍ରିୟା ରଖିଲେ ଉର୍ମିଳା

ମୁମ୍ବାଇ,୩୧।୧: ସାରା ଦେଶରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ଏପର୍ଯ୍ୟନ୍ତ ସ୍ଥାନେ ସ୍ଥାନେ ବିରୋଧ ପ୍ରଦର୍ଶନ ଜାରି ରହିଛି। ଶୁକ୍ରବାର ବଲିଉଡ୍‌ ରଙ୍ଗିଲା ଗର୍ଲ ଉର୍ମିଲା...

ଭିନ୍ନ ଧରଣର ସିନେମା ନିର୍ମାଣକୁ ଗୁରୁତ୍ୱ ଦିଏ

ଚର୍ଚ୍ଚିତ ଓଡ଼ିଆ ସିନେମା ‘ପାଟଣାଗଡ଼’ର ପ୍ରଯୋଜକ ନିକଟରେ ଅନ୍ତର୍ଜାତୀୟ ସିନେମା ଉତ୍ସବରେ ଶ୍ରେଷ୍ଠ ପ୍ରଯୋଜକ ଭାବରେ ସମ୍ମାନିତ ହୋଇଛନ୍ତି। ଓଡ଼ିଆ ସିନେମା ଆଉ ଭବିଷ୍ୟତ ଯୋଜନା...

ନିର୍ବନ୍ଧ ପରେ ଏହି ପ୍ରସିଦ୍ଧ ଅଭିନେତ୍ରୀଙ୍କୁ ଧୋକା ଦେଇଥିଲେ ଅକ୍ଷୟ କୁମାର

ବଲିଉଡ୍‌ ଅଭିନେତା ଅକ୍ଷୟ କୁମାର ୨୦ ବର୍ଷ ପୂର୍ବେ ଅଭିନେତ୍ରୀ ଟ୍ବିଙ୍କଲ ଖାନ୍ନାଙ୍କୁ ବିବାହ କରିଥିଲେ। ତେବେ ଟ୍ବିିଙ୍କଲ ପୂର୍ବରୁ ଅକ୍ଷୟଙ୍କ ନାମ ଅନେକ ଅଭିନେତ୍ରୀଙ୍କ...

ଚୁଜି ହେଲେଣି କିଆରା

କିଆରା ଆଡଭାନୀ ଏବେ ଚୁଜି ହେଲେଣି। ଦେଖୁନାହାନ୍ତି, କାହାଣୀ ପସନ୍ଦ ହେଲାନାହିଁ ବୋଲି କେମିତି ତିନୋଟି ଅଫରକୁ ହାତଛଡ଼ା କରିଦେଲେ। ଏଣିକି ସେ କୁଆଡେ ତରତର...

ଜୁହି @୫୨:ପ୍ରଥମେ ଜୟଙ୍କୁ ପସନ୍ଦ କରୁ ନ ଥିଲେ ଜୁହି, ଏହି କାରଣରୁ କଲେ ବିବାହ

ବଲିଉଡ୍‌ ଅଭିନେତ୍ରୀ ଜୁହି ଚାୱାଲା ଆଜି ୫୨ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୬୭ ମସିହାରେ ଅମ୍ବାଲାରେ ଜନ୍ମଗ୍ରହଣ କରିଥିଲେ ଜୁହି। ମିସ ଇଣ୍ଡିଆ ଟାଇଟଲ ହାସଲ...

Coronavirus Update

Archives

Model This Week

Why Dharitri