ପ୍ରଥମ କୋ-ଷ୍ଟାରଙ୍କୁ ହରାଇ ଦୁଃଖ ପ୍ରକାଶ କଲେ ସାରା

ମୁମ୍ବାଇ: ବଲିଉଡ୍‌ ନାୟକ ସୁଶାନ୍ତ ସିଂ ରାଜପୁତ ସମସ୍ତଙ୍କ ନିକଟରୁ ସବୁଦିନ ପାଇଁ ବିଦାୟ ନେଇଥିଲେ ମଧ୍ୟ ଏହାକୁ କେହି ସହଜରେ ଗ୍ରହଣ କରିପାରୁ ନାହାନ୍ତି। ବଲିଉଡ୍‌ ନାୟିକା ସାରା ଅଲି ଖାଁ ତାଙ୍କ ପ୍ରଥମ ଡେବ୍ୟୁ ଫିଲ୍ମ ‘କେଦାରନାଥ’ ସୁଶାନ୍ତଙ୍କ ସହ କରିଥିବା ବେଳେ ଏବେ ସେ ତାଙ୍କ କୋ-ଷ୍ଟାରଙ୍କ ଅନୁପସ୍ଥିତିକୁ ବେଶ୍‌ ଅନୁଭବ କରୁଛନ୍ତି। ସୁଶାନ୍ତଙ୍କ ସହ କଟାଇଥିବା ସମୟର ଏକ ଫଟୋ ସାରା ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଶେୟାର କରି ସୁଶାନ୍ତଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ଫଟୋଟି କେଦାରନାଥ ସେଟ୍‌ର। ଫଟୋରେ ଉଭୟ ଖୁବ୍‌ ଖୁସିଥିବା ଦେଖାଯାଇଛି। ବେଶ୍‌ ଶାନ୍ତ ସ୍ବଭାବର ନାୟକ ସୁଶାନ୍ତଙ୍କ ଅକାଳ ବିୟୋଗ ସମସ୍ତଙ୍କୁ ଏକ ପ୍ରକାର ଝଟ୍‌କା ଦେଇଛି। କେଦାରନାଥ ଭଳି ରୋମାଣ୍ଟିକ ଫିଲ୍ମରେ କାମ କରି ସାରା-ସୁଶାନ୍ତ ତାଙ୍କ ଅନ୍‌ ସ୍କ୍ରିନ୍‌ କେମେଷ୍ଟ୍ରିରେ ଦର୍ଶକଙ୍କୁ ଦିଓ୍ବାନା କରି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ସ୍ବପ୍ନ, ନୂଆ ଲକ୍ଷ୍ୟ: ମହାବିଦ୍ୟାଳୟରେ ପାଦ ଥାପିଥିବା ନବାଗତ ଛାତ୍ରୀଛାତ୍ରଙ୍କୁ ପରାମର୍ଶ, ଉପସ୍ଥାନ କମ୍‌ ରହିଲେ…

ଭଞ୍ଜନଗର, ୨୭।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଓ ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ସୋମବାର ଯୁକ୍ତ ୩…

E20 ବିବାଦ: ବମ୍ବେ ହାଇକୋର୍ଟଙ୍କ ଦ୍ବାରସ୍ଥ ହେଲେ ନିତିନ ଗଡକରୀ

ନୂଆଦିଲ୍ଲୀ, ୨୭।୭: କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନିତିନ ଗଡକରୀ ସୋସିଆଲ ମିଡିଆରେ ପ୍ରସାରିତ ଡିପଫେକ୍ ଭିଡିଓ ଏବଂ ମାନହାନିଜନକ ପୋଷ୍ଟ ସମ୍ପର୍କରେ ବମ୍ବେ…

ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲାରେ ବଡ଼ ଟ୍ବିଷ୍ଟ, ଆତ୍ମସମର୍ପଣ କଲେ ପୂର୍ବତନ ଡିଏଫଓ

ପାରଳାଖେମୁଣ୍ଡି,୨୭।୭(ଗିରିଧାରୀ ପରିଛା): ବହୁଚର୍ଚ୍ଚିତ ଏସିଏଫ ସୋମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃମାମଲାରେ ତତ୍କାଳୀନ ଗଜପତି ଡିଏଫଓ ସଂଗ୍ରାମ କେଶରୀ ବେହେରା ସୋମବାର ପାରଳାଖେମୁଣ୍ଡି ଏସଡିଜେଏମ୍‌ଙ୍କ(SDJM) ଅଦାଲତରେ ଆତ୍ମସମର୍ପଣ କରିଛନ୍ତି।…

ଜଣାପଡିଲା ଭାଜପାର ଭିତିରି ଗେମ୍‌: ଇସ୍ତଫା ଦେବା ପରେ ଧର୍ମେନ୍ଦ୍ରଙ୍କୁ ମିଳିବ ଏହି ବଡ଼ ଦାୟିତ୍ୱ! ଓଡ଼ିଶାରେ…

ନୂଆଦିଲ୍ଲୀ, ୨୭॥୭: ଧର୍ମେନ୍ଦ୍ର ପ୍ରଧାନ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ରାଷ୍ଟ୍ରପତି ତାଙ୍କ ଇସ୍ତଫାକୁ ଗ୍ରହଣ କରିଥିବା ବେଳେ ପ୍ରହ୍ଲାଦ ଜୋଶୀଙ୍କୁ ଦେଶର ନୂତନ ଶିକ୍ଷାମନ୍ତ୍ରୀ ଭାବେ…

ରସଗୋଲା ଶ୍ରୀଜଗନ୍ନାଥ ସଂସ୍କୃତିର ଅନନ୍ୟ ପରିଚୟ

ଭୁବନେଶ୍ୱର,୨୭ା୭ (ସୌମ୍ୟରଞ୍ଜନ ରାଉତ): ରଥାରୂଢ଼ ଶ୍ରୀଜୀଉଙ୍କ ନୀଳାଦ୍ରି ବିଜେ ଅବସରରେ ରବିବାର ସାରା ରାଜ୍ୟରେ ଉତ୍ସାହର ସହ ପାଳନ ହେଉଛି ରସଗୋଲା ଦିବସ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିରକୁ…

ମୁଖ ଗହ୍ବର କ୍ୟାନ୍‌ସର ପଛର କିଛି କଥା…

କଥାରେ ଅଛି-କ୍ୟାନ୍‌ସର: ନୋ ଆନ୍‌ସର। କିନ୍ତୁ ଆଜିକାଲି ଏହାକୁ ପ୍ରାରମ୍ଭିକ ପର୍ଯ୍ୟାୟରେ ନିରୂପଣ କରାଯାଇପାରୁଛି ଏବଂ ତାହାର ସଫଳ ଚିକିତ୍ସା ମଧ୍ୟ ହୋଇପାରୁଛି। କିନ୍ତୁ ଯଦି ଅବହେଳାରୁ…

ଛାତ୍ରଙ୍କୁ AK47ରେ ଫାୟାରିଂ: ପୋଲିସ ଅଧିକାରୀ ସସ୍‌ପେଣ୍ଡ

ପାଟନା,୨୭।୭: ବିହାରରେ ଛାତ୍ରଙ୍କ ଉପରକୁ ଗୁଳିଚାଳନା କରିଥିବା ଜଣେ ପୋଲିସ ଅଧିକାରୀଙ୍କୁ ସସ୍‌ପେଣ୍ଡ କରାଯାଇଛି। AK-47 ରାଇଫଲରୁ ଫାୟାରିଂ ଭିଡିଓ ଭାଇରାଲ ହେବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ଡେଙ୍ଗୁ: ଅବହେଳା ହୋଇପାରେ ଘାତକ

ବର୍ଷାଦିନେ ଡେଙ୍ଗୁ ଦ୍ରୁତ ଗତିରେ ବ୍ୟାପିଥାଏ। ତେଣୁ ନିଜକୁ ସୁରକ୍ଷିତ ରଖିବା ପାଇଁ ଜନସାଧାରଣଙ୍କୁ ବିଭିନ୍ନ ଦିଗରେ ସାବଧାନତା ଅବଲମ୍ବନ କରିବା ଉଚିତ। ଏହି ରୋଗ ଏଡିସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri