Posted inଜାତୀୟ

ପ୍ରଥମ ଗେଟ୍‌ ବନ୍ଦ, ଦୁଇ ନମ୍ବର ଗେଟ୍‌ରେ ପ୍ରବେଶ କଲେ ରାଜ୍ୟପାଳ

କୋଲକତା,୫।୧୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଓ ରାଜ୍ୟପାଳ ଜଗଦିପ ଧନକରଙ୍କ ମଧ୍ୟରେ ଲାଗି ରହିଥିବା ବିବାଦ ଏବେ ପୁଣିଥରେ ଦେଖିବାକୁ ମିଳିଛି। ଗୁରୁବାର ରାଜ୍ୟପାଳ ବିଧାନସଭାରେ ପହଞ୍ଚିବା ବେଳକୁ ଏହାର ପ୍ରଥମ ଗେଟ୍‌ ବନ୍ଦ ରହିଥିବା ଦେଖି ସେ ଦୁଇ ନମ୍ବର ଗେଟ୍‌ରେ ପ୍ରବେଶ କରିଥିଲେ। ତେବେ ସେଠାରେ ରାଜ୍ୟପାଳ ପହଞ୍ଚିବା ବେଳକୁ କେହି ନ ଥିବା ଓ ସେ ବୁଲିବାକୁ ଯାଇଥିବା ଲାଇବ୍ରେରୀ ବନ୍ଦ ଥିବା ଦେଖି ସ୍ପଷ୍ଟ ଅନୁମାନ କରାଯାଉଥିଲା କି ମୁଖ୍ୟମନ୍ତ୍ରୀଙ୍କ ସହ ତାଙ୍କ ବିବାଦ ଥମି ନାହିଁ। ଅବଶ୍ୟ ସେ ଏହାକୁ ନେଇ ମମତାଙ୍କୁ ଟାର୍ଗେଟ କରିଥିଲେ। ରାଜ୍ୟପାଳ କହିଥିଲେ ମୁଁ ଏଠାକୁ ଏହି ଐତିହାସିକ ବିଲଡିଂ ଓ ଲାଇବ୍ରେରୀ ଦେଖିବାକୁ ଆସିଥିଲି। ଏହାର ଅର୍ଥ ନୁହେଁ ଯେ ବିଧାନସଭା ବନ୍ଦ ଥିବାରୁ ଏସବୁ ମଧ୍ୟ ବନ୍ଦ ରହିବ। ତେବେ ତାଙ୍କ ସହ ମମତା ସରକାର ଏଭଳି ଅସହଯୋଗ କରିବାକୁ ନେଇ ସେ ଗଣମାଧ୍ୟମକୁ ତାଙ୍କର ପ୍ରତିକ୍ରିୟା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କ ଖାତାକୁ ଗଲା ୨୦,୯୦୦ କୋଟି

ନୂଆଦିଲ୍ଲୀ, ୨।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନୂଆବର୍ଷର ପ୍ରଥମ ଦିନରେ ଦେଶର ୧୦.୦୯ କୋଟି ଚାଷୀଙ୍କ ବ୍ୟାଙ୍କ ଖାତାକୁ ପିଏମ୍‌-କିଷାନ ଯୋଜନାରେ ୨୦,୯୦୦ କୋଟି ଟଙ୍କା...

ମଦ ଦୁର୍ନୀତି ମାମଲା: ଏମ୍‌ପିଙ୍କ ପୁଅ ଗିରଫ

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀର ମଦ ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଶୁକ୍ରବାର ଓ୍ବାଇଏସ୍‌ଆର୍‌ସିପି ଏମ୍‌ପି ମାଗୁଣ୍ଟା ଶ୍ରୀନିବାସୁଲା ରେଡ୍ଡୀଙ୍କ ପୁଅ ମାଗୁଣ୍ଟା ରାଘବଙ୍କୁ ଗିରଫ କରିଥିବା ସୂଚନା...

ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ,୨୮।୭: ଦଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲଗାତାର...

ନାଥୁରାମଙ୍କୁ ଦେଶଭକ୍ତ କହିବା ଘଟଣା: ପ୍ରିୟଙ୍କା କହିଲେ ‘ହେ ରାମ୍‌’

ନୂଆଦିଲ୍ଲୀ, ୧୭।୫: ମାଲେଗାଁଓ ବିସ୍ଫୋରଣରେ ଅଭିଯୁକ୍ତ ତଥା ଭୋପାଳ ଲୋକସଭା ଆସନର ଭାଜପା ପ୍ରାର୍ଥୀ ସ୍ବାଧୀ ପ୍ରଜ୍ଞା ଠାକୁର ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗଡସେଙ୍କୁ...

ଭାରତରେ ଟିକାର ମାନବ ପରୀକ୍ଷା ଖୁବ୍‌ଶୀଘ୍ର

ନୂଆଦିଲ୍ଲୀ,୧୫ା୭: ଭାରତରେ ଦୁଇଟି ସଂସ୍ଥା ପକ୍ଷରୁ ପ୍ରସ୍ତୁତ କରୋନା ଟିକାର ଲାବରେଟୋରି ପରୀକ୍ଷା ସଫଳ ହୋଇଛି। ଚଳିତ ମାସ ଶେଷ ସୁଦ୍ଧା ମାନବ ଶରୀରରେ ଏହାର...

ଜନସଂଖ୍ୟା ବୃଦ୍ଧି: ଆମେ ୫ ଆମର ୨୫ ନୀତି ଚଳିବନି କହିଲା ସାମନା

ମୁମ୍ବାଇ,୧୭।୮: ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜନସଂଖ୍ୟା ବୃଦ୍ଧି ଉପରେ ଦେଇଥିବା ମନ୍ତବ୍ୟକୁ ଶିବସେନା ମୁଖପତ୍ର ସାମନା ସମର୍ଥନ କରିଛି। ସାମନାରେ ପ୍ରକାଶିତ...

ମୋରବି ଘଟଣାରୁ ଧ୍ୟାନ ହଟାଇବାକୁ ଚେଷ୍ଟା କରୁଛି ଭାଜପା, ସୁକେଶଙ୍କ କାନ୍ଧରେ ବନ୍ଧୁକ ରଖି ଚଳାଉଛି ଗୁଳି: କେଜରିୱାଲ

ନୂଆଦିଲ୍ଲୀ,୧ ।୧୧: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ମଙ୍ଗଳବାର ଏକ ପ୍ରେସ କନଫରେନ୍ସ ଜରିଆରେ ଭାରତୀୟ ଜନତା ପାର୍ଟି(ଭାଜପା) ଉପରେ ଖୁବ୍ ବର୍ଷିଛନ୍ତି । ସେ...

ଷ୍ଟାଟ୍‌ଅପ୍‌ ମାଧ୍ୟମରେ ଗଠନ ହେବ ନୂଆ ଭାରତ…

ନୂଆଦିଲ୍ଲୀ, ୨୯।୫ : ଦେଶରେ ଷ୍ଟାଟ୍‌ଅପ୍‌ ଦ୍ୱାରା ବିକାଶ ହେବାରେ ଲାଗିଛି। ଷ୍ଟାଟ୍‌ଅପ୍‌ ଦ୍ୱାରା ନୂଆ ଭାରତ ନିର୍ମାଣ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି ବୋଲି ପ୍ରଧାନମନ୍ତ୍ରୀ...

Advertisement
Archives

Model This Week