Posted inଖେଳ

ପ୍ରଥମ ଟେଷ୍ଟ ସଫଳତାକୁ ଦୋହରାଇ ପାରିଲେନି ହିଟ୍‌ମ୍ୟାନ୍‌: ଲଞ୍ଚ୍‌ ପର୍ଯ୍ୟନ୍ତ ଭାରତର ସ୍କୋର ୭୯/୧

ପୁଣେ,୧୦।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷରେ ପ୍ରଥମ ଟେଷ୍ଟରେ ସଫଳତା ଅର୍ଜନ କରିଥିବା ହିଟ୍‌ମ୍ୟାନ୍‌ ରୋହିତ ଶର୍ମା ଦ୍ୱିତୀୟ ଟେଷ୍ଟରେ ତାକୁ ଦୋହରାଇ ପାରିନାହାନ୍ତି। ମାତ୍ର ୧୪ ରନରେ ରୋହିତ କଗିସୋ ରବାଡାଙ୍କ ଶିକାର ହୋଇଥିଲେ। ଏହାପରେ ମୟଙ୍କ ଅଗ୍ରଓ୍ବାଲ ଏବଂ ଚେତେଶ୍ୱର ପୂଜାର ଭାରତୀୟ ପାଳିକୁ ସମ୍ଭାଳିଥିଲେ। ଲଞ୍ଚ୍‌ ପର୍ଯ୍ୟନ୍ତ ଭାରତ ଏକ ଉଇକେଟ ହରାଇ ୭୯ ରନ୍‌ ସ୍କୋର କରିଛି। ଅଧିନାୟକ ବିରାଟ କୋହଲି ପ୍ରଥମେ ଟସ୍‌ ଜିଣି ବ୍ୟାଟିଂ ନିଷ୍ପତି ନେଇଥିଲେ। ଭାରତୀୟ ଟିମରେ ଗୋଟିଏ ପରିବର୍ତ୍ତନ କରାଯାଇଛି। ହନୁମା ବିହାରୀଙ୍କ ସ୍ଥାନରେ ପେସ୍‌ ବୋଲର୍‌ ଉମେଶ ଯାଦବଙ୍କୁ ଟିମରେ ସ୍ଥାନ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଉଜଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଦିଅର, ଗର୍ଭବତୀ ହେବାରୁ…

ପାଟଣା,୧୧ା୪(ବୀରକିଶୋର ଦାଶ):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ସମ୍ପର୍କୀୟ ବିଧବା ଭାଉଜଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭାଉଜ ଗର୍ଭବତୀ ହେବା ପରେ…

ମୁଣ୍ଡିଆ ମାରିଲେ, ମନ୍ଦିରରୁ ସବୁ ଲୁଟିନେଲେ: ମାଷ୍ଟରମାଇଣ୍ଡ୍‌ ଜଣେ ମହିଳା

ଭୁବନେଶ୍ୱର,୧୧।୪(ତ୍ରିନାଥ ମହାନ୍ତି):ଗୋଟିଏ ରାତିରେ ଦୁର୍ବୃତ୍ତମାନେ ୩ ମନ୍ଦିରରେ ପଶି ପୋଛି ନେଇଛନ୍ତି ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ଟଙ୍କା। ଚନ୍ଦ୍ରଶେଖରପୁର ଥାନା ପଟିଆ ଗଁାରେ ଥିବା…

ପୋଲିସ ଦମନଲୀଳାର ଦୁଃଖ ବଖାଣିଲେ ସିଜିମାଳି ଆଦିବାସୀ

ଭୁବନେଶ୍ୱର, ୧୧ା୪(ବନ୍ଦନା ସେଠୀ):ବେଦାନ୍ତ ପାଇଁ ରାୟଗଡ଼ା ଜିଲାର ସିଜିମାଳି ଅଞ୍ଚଳରେ ଆଦିବାସୀ ଲୋକଙ୍କ ଉପରେ ଚାଲିଥିବା ପୋଲିସର ଦମନଲୀଳା, ନିଷେଧାଦେଶ ଓ ଗଣତାନ୍ତ୍ରିକ ଅଧିକାର ଉଲ୍ଲଂଘନକୁ ବାମପନ୍ଥୀ…

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri