ପ୍ରଥମ ଥର ପାଇଁ ମାସ୍କ ପିନ୍ଧି ନଜର ଆସିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୨।୪(ବ୍ୟୁରୋ): କରୋନା ମୁକାବିଲା ଦିଗରେ ବ୍ୟାପକ ପଦକ୍ଷେପ ଗ୍ରହଣ କରୁଛନ୍ତି ରାଜ୍ୟ ସରକାର। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଭିନ୍ନ ସମୟରେ ଭିଡିଓ ବାର୍ତ୍ତା ମାଧ୍ୟମରେ ବିଭିନ୍ନ ସୂଚନା ପ୍ରଦାନ କରୁଛନ୍ତି। ହେଲେ ଭିଡିଓରେ ତାଙ୍କୁ ମାସ୍କ ପିନ୍ଧିଥିବା ଦେଖିବାକୁ ମିଳୁ ନ ଥିଲା। ଇତିମଧ୍ୟରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଲୋକମାନଙ୍କୁ ସଚେତନ କରିବାକୁ ଯାଇ ମାସ୍କ ପିନ୍ଧୁଛନ୍ତି। ଫଳରେ ମୁଖ୍ୟମନ୍ତ୍ରୀ ମାସ୍କ ପିନ୍ଧୁ ନ ଥିବାକୁ ନେଇ କିଛି ଲୋକ ପ୍ରଶ୍ନ ଉଠାଇଥିଲେ। ଶେଷରେ ବୁଧବାର ମୁଖ୍ୟମନ୍ତ୍ରୀ ମାସ୍କ ପିନ୍ଧିଥିବା ଦେଖାଯାଇଛି। ରାଜ୍ୟର ୬,୭୮୯ ପଞ୍ଚାୟତର ସରପଞ୍ଚଙ୍କୁ ଶପଥ ପାଠ କରାଇବା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମାସ୍କ ପିନ୍ଧିଥିବା ଦେଖିବାକୁ ମିଳିଛି।
ପ୍ରକାଶ ଯେ, କରୋନା ସଂକ୍ରମଣକୁ ରୋକିବା ଦିଗରେ ସଚେତନ ରହିବାକୁ ସରକାରଙ୍କ ପକ୍ଷରୁ ପରାମର୍ଶ ଦିଆଯାଉଛି। ବିଶେଷକରି ମାସ୍କର ବ୍ୟବହାର ଏବଂ ସାମାଜିକ ଦୂରତା ବଜାୟ ରଖିବାକୁ ଲୋକମାନଙ୍କୁ କୁହାଯାଉଛି। ଏହାକୁ ଉଲ୍ଲଂଘନ କଲେ ଜରିମାନା ଆଦାୟ ସହ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାର ନଜିର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷୟିତ୍ରୀଙ୍କ ଗହଣା ଲୁଟ୍‌, ବଳାତ୍କାର ଉଦ୍ୟମ

ଦିଗପହଣ୍ଡି,୧୭୮(ଡି.ଏନ.ଏ.)-ଦିଗପହଣ୍ଡି ଥାନା ମହୁଡ଼ା ଅଞ୍ଚଳ ଅପରାଧୀଙ୍କ ଅମରାବତୀ ପାଲଟିଛି। ପୋଲିସ ଅଭିଯୁକ୍ତମାନଙ୍କୁ ଧରିବାରେ ବିଫଳ ହେଉଛି। ଗୁରୁବାର ଜଣେ ଶିକ୍ଷୟିତ୍ରୀଙ୍କୁ ମହୁଡ଼ା-ନରସିଂହପୁର ଗ୍ରାମ ନିଛାଟିଆ ରାସ୍ତାରେ...

ତୁଟୁନି ବିଜେଡି-ଭାଜପା କଳି

ଭୁବନେଶ୍ବର,୨୫ା୧(ବ୍ୟୁରୋ): ବିଜେଡି ଏବଂ ଭାଜପା ମଧ୍ୟରେ ଆବାସ ତାଲିକା ପ୍ରସ୍ତୁତି ଏବଂ ଘର ବଣ୍ଟନକୁ ନେଇ ମୁହାଁମୁହିଁ ପରିସ୍ଥିତି ଜାରି ରହିଛି। ମଙ୍ଗଳବାର ରାଜ୍ୟର କେତୋଟି...

ପର୍ଯ୍ୟଟକଙ୍କ ସେବାରେ ଲାଗୁନି ପାନ୍ଥଶାଳା

ସାକ୍ଷୀଗୋପାଳ,୭।୨(ଡି.ଏନ୍‌.ଏ.): ରାଜ୍ୟ ପର୍ଯ୍ୟଟନ ବିଭାଗ ଅନୁଦାନରେ ସାକ୍ଷୀଗୋପାଳ ମନ୍ଦିର ନିକଟରେ ନିର୍ମିତ ପାନ୍ଥଶାଳା ପର୍ଯ୍ୟଟକଙ୍କ ସେବାରେ ଲାଗୁ ନ ଥିବା ଅଭିଯୋଗ ହୋଇଛି। ଫଳରେ ଦୂରଦୂରାନ୍ତରୁ...

ଅଲାରନାଥଙ୍କ ଦର୍ଶନ କଲେ ୫ଟି ସଚିବ

ଭୁବନେଶ୍ୱର,୧୧।୮(ବ୍ୟୁରୋ): ପ୍ରଭୁ ଶ୍ରୀ ଅଲାରନାଥଙ୍କ ଦର୍ଶନ କଲେ ୫ଟି ସଚିବ ଭିକେ ପାଣ୍ଡିଆନ। ଗୁରୁବାର ଅପରାହ୍ନରେ  ଦର୍ଶନ କରିବା ସହ ମନ୍ଦିରର ସ୍ଥିତି ସମୀକ୍ଷା କରିଥିବା...

ଛତିଶଗଡ଼ ସୀମାନ୍ତ ଗ୍ରାମରେ ହେବ ଓଡ଼ିଶା ସରକାରଙ୍କ କ୍ୟାମ୍ପ

ପଦ୍ମପୁର,୬।୩: ଛତିଶଗଡ଼ ସୀମାନ୍ତବର୍ତ୍ତୀ ବରଗଡ଼ ଜିଲା ଚରଦାପାଲ ପଞ୍ଚାୟତର ବିଭିନ୍ନ ଗ୍ରାମକୁ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ଶନିବାର ଗସ୍ତ କରିଥିଲେ। ଏହି ସମୟରେ ସେ ଗ୍ରାମବାସୀଙ୍କଠାରୁ...

‘ଏସ୍‌ଆଇଟିରେ ନିରପେକ୍ଷ ବିଶେଷଜ୍ଞଙ୍କୁ ସାମିଲ କରାଯାଉ’

ଭୁବନେଶ୍ୱର, ୧୮।୬(ବ୍ୟୁରୋ): ଆଠଗଡ଼ ବନଖଣ୍ଡରେ ମାଟିତଳୁ ଏକାଧିକ ହାତୀ କଙ୍କାଳ ଉଦ୍ଧାର ଓ ଗୁଳିବିଦ୍ଧ ଦନ୍ତା ମୃତ୍ୟ ଘଟଣାର ତଦନ୍ତ ପାଇଁ ରାଜ୍ୟ ସରକାର ଗୁରୁବାର...

ପୋଲିସ ତଦନ୍ତରେ ଶିଥିଳତା ବିରୋଧରେ ରାସ୍ତାରୋକୋ

କେନ୍ଦ୍ରାପଡା ଅଫିସ,୪ା୭: କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ନୟନବିହାରସ୍ଥିତ ଘରୋଇ ଆବାସିକ ମହାବିଦ୍ୟାଳୟ ଛାତ୍ରୀଙ୍କ ମୃତ୍ୟୁ ଘଟଣା ବୁଧବାର ଆନ୍ଦୋଳନର ରୂପ ନେଇଛି । ଏହାର...

ମାଲକାନଗିରିରେ ବିଏସ୍‌ଏଫ୍‌ ଏଡିଜି

ମାଲକାନଗିରି,୧୯ା୩: ବିଏସ୍‌ଏଫ୍‌ ଏଡିଜି ଡ. ଏସ୍‌.ଏଲ୍‌. ଥାଓସେନ୍‌ ଶୁକ୍ରବାର ମାଲକାନଗିରି ଜିଲା ବଣ୍ଡାଘାଟିର ଅଣ୍ଡ୍ରାହାଲ ଓ ମୁଦୁଲିପଡା ବିଏସ୍‌ଏଫ କ୍ୟାମ୍ପ ପରିଦର୍ଶନ କରିଥିଲେ। ଏପରି କି...

Advertisement
Archives

Model This Week