ପ୍ରଥମ ବିବାହ ବାର୍ଷିକୀ ପାଇଁ ସ୍ବତନ୍ତ୍ର ପ୍ରସ୍ତୁତିରେ ଅଛନ୍ତି ନିକ୍‌

ମୁମ୍ବାଇ: ବଲିଉଡ୍‌ ଦେଶୀଗର୍ଲ ପ୍ରିୟଙ୍କା ଚୋପ୍ରା ଓ ଆମେରିକାନ୍‌ ସିଙ୍ଗର ନିକ୍‌ ଜୋନସ୍‌ ଏବର୍ଷ ପାଳନ କରିବେ ତାଙ୍କର ପ୍ରଥମ ବିବାହ ବାର୍ଷିକୀ। ଏଥିପାଇଁ ଏହି କପଲ ଏବେଠାରୁ ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି। ତେବେ ପ୍ରିୟଙ୍କାଙ୍କ ଅପେକ୍ଷା ନିକ୍‌ ଅଧିକ ଏକସାଇଟେଡ୍‌ ଥିବା ଜଣାପଡିଛି। ଯଦିଓ ସେ ତାଙ୍କ ପ୍ରସ୍ତୁତିକୁ ନେଇ ସେମିତି କିଛି କହି ନାହାଁନ୍ତି ତଥାପି ଡିସେମ୍ବର୨-୩ରେ ସେ ପ୍ରିୟଙ୍କାଙ୍କ ସହ ବେଶୀ ସମୟ କଟାଇବେ ବୋଲି ଭାବିଛନ୍ତି। ଏହି ଯୋଡି ଗତବର୍ଷ ଡିସେମ୍ବର ୨-୩ରେ ଯୋଧପୁରରେ ବିବାହ କରିଥିଲେ। ୨ରେ ଏମାନେ ହିନ୍ଦୁ ରୀତିନୀତି ଅନୁଯାୟୀ ବିବାହ କରିଥିବା ବେଳେ ୩ରେ ଖ୍ରୀଷ୍ଟିଆନ୍‌ ରୀତିନୀତିରେ ବିବାହ କରିଥିଲେ। ଏହାପରେ ଏମାନଙ୍କ ଓ୍ବେଡିଂ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

୧୬ମାସ ପରେ ଟ୍ରମ୍ପଙ୍କୁ ଭେଟିଲେ ମୋଦି, ଦେଖୁଦେଖୁ କରିଦେଲେ…

ନୂଆଦିଲ୍ଲୀ,୧୬।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ G7 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଛି। ଦୁଇ…

ଘର ବାରିପଟେ କ୍ରିକେଟ ଖେଳୁଥିଲେ, ଆକାଶରୁ ଖସିଲା ମୃତ୍ୟୁ; ବଜ୍ରପାତରେ ଚାଲିଗଲା ୧୭ ବର୍ଷୀୟ…

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଅନ୍ତର୍ଗତ ଦଶିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଆକସ୍ମିକ ବଜ୍ରପାତ କାରଣରୁ…

ନିୟମ ବଦଳାଇଲେ କେନ୍ଦ୍ର ସରକାର, ଏଥର ବିନା ପ୍ରେସକ୍ରିପସନରେ ମିଳିବନି କଫ ସିରପ୍‌

ନୂଆଦିଲ୍ଲୀ,୧୬।୬: କାଶ ସିରପ ସମେତ ବିଭିନ୍ନ ଔଷଧୀୟ ସିରପ କିଣିବା ପାଇଁ ଏବେ ସାରା ଦେଶରେ ଡାକ୍ତରଙ୍କ ପ୍ରେସକ୍ରିପସନ ବାଧ୍ୟତାମୂଳକ ହେବ। ଔଷଧ ନିୟମ, ୧୯୪୫ ସଂଶୋଧନ…

Vaibhav Sooryavanshi: ବୈଭବଙ୍କ ଜେଜେ ଲେଖନ୍ତି ସିଂହ, ହେଲେ କାହିଁକି ନିଜର ସରନେମ ‘ସୂର୍ଯ୍ୟବଂଶୀ’ ବାଛିଲେ କ୍ରିକେଟର? ଜେଜେ କହିଲେ…

ନୂଆଦିଲ୍ଲୀ,୧୬।୬: ସମସ୍ତିପୁରର ତାଜପୁର ନଗର ପରିଷଦ ଅଞ୍ଚଳର ମୋତିପୁର ନିବାସୀ ବୈଭବ ସୂର୍ଯ୍ୟବଂଶୀଙ୍କ ଲୋକପ୍ରିୟତା ବଢ଼ିବା ସହିତ, ଲୋକଙ୍କ ମଧ୍ୟରେ ପ୍ରାୟତଃ ଏକ ପ୍ରଶ୍ନ ଉଠୁଥିଲା: ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri