ପ୍ରଥମ ବିବାହ ବାର୍ଷିକୀ ପାଳିଲେ ପ୍ରିୟଙ୍କା-ନିକ୍‌

ମୁମ୍ବାଇ: ବଲିଉଡ୍‌ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ଓ ତାଙ୍କ ସ୍ବାମୀ ନିକ୍‌ ଜୋନସ୍‌ ରବିବାର ପ୍ରଥମ ବିବାହ ବାର୍ଷିକୀ ପାଳନ କରିଛନ୍ତି। ଏହି ଅବସରରେ ସେମାନଙ୍କର କିଛି ପୁରୁଣା ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ବିବାହ ପୂର୍ବରୁ ବେଶ୍‌ କିଛିଦିନ ଏମାନଙ୍କ ରିଲେସନଶିପକୁ ନେଇ ଆଲୋଚନା ଚାଲିଥିଲା। ହେଲେ ଏମାନେ ଏହାକୁ ସ୍ପଷ୍ଟ କରୁ ନ ଥିଲେ। ଶେଷରେ ଧିରେ ଧିରେ ଉଭୟ ଏହାକୁ ସ୍ବୀକାର କରିବା ସହ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ।

ଗତବର୍ଷ ଡିସେମ୍ବର ୧ରେ ଏହି ଯୋଡି ଯୋଧପୁରର ଉମ୍ମେଦ ଭବନ ପ୍ୟାଲେସରେ ବିବାହ କରିଥିଲେ। ଏହାପରେ ତାଙ୍କ ଓ୍ବେଡିଂ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏମାନେ ହିନ୍ଦୁ ଓ ଖ୍ରୀଷ୍ଟିୟନ ରିତିନୀତି ଅନୁଯାୟୀ ବିବାହ କରିଥିଲେ। ନିକ୍‌ ଜଣେ ଆମେରୀକିୟ ସିଙ୍ଗର ହୋଇଥିବାରୁ ପ୍ରିୟଙ୍କା ବିବାହ ପରେ ଆମେରିକା ସିପ୍ଟ ହୋଇ ଯାଇଥିଲେ। ରବିବାର ତାଙ୍କ ପ୍ରଥମ ବିବାହ ବାର୍ଷିକୀ ଥିବା ବେଳେ ନିକ୍‌ ଏକ ସରପ୍ରାଇଜ୍‌ ପାର୍ଟି ପ୍ରିୟଙ୍କାଙ୍କ ପାଇଁ ରଖିଥିଲେ ବୋଲି ପୂର୍ବରୁ ଆଲୋଚନା ହେଉଥିଲା। ହେଲେ କେହି ଏହାକୁ ଖୋଲି କହୁ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୧୨ ଘଣ୍ଟା ମଧ୍ୟରେ ଷ୍ଟାର ପାଲଟି ଯାଇଥିଲେ ବିଗ୍‌ ବି ଅମିତାଭ

ମୁମ୍ବାଇ: ବଲିଉଡ୍‌ରେ ପ୍ରଥମେ ବିଗ୍‌ ବି ଅମିତାଭ ବଚ୍ଚନଙ୍କୁ ବହୁ ସଂଘର୍ଷ କରିବାକୁ ପଡ଼ିଛି। ଏହାପରେ ତାଙ୍କୁ ମିଳିଥିଲା ଷ୍ଟାର ମାନ୍ୟତା। ତାଙ୍କ ଅଭିନୀତ ଫିଲ୍ମ...

ଋଷି କପୁରଙ୍କୁ ଭେଟିଲେ ଆଲିଆ, ଐଶ୍ଚର୍ଯ୍ୟା

ବଲିଉଡର ଲୋକପ୍ରିୟ ଅଭିନେତା ଋଷି କପୁର କର୍କଟ ଚିକିତ୍ସା ଲାଗି ନ୍ୟୁୟର୍କରେ ଅଛନ୍ତି। ତାଙ୍କ ସହିତ ସ୍ତ୍ରୀ ନୀତୁ ସିଂହ ମଧ୍ୟ ସେଠାରେ ରହୁଛନ୍ତି। ପୁଅ...

ଶିଳ୍ପାଙ୍କ ନିର୍ବନ୍ଧ ମୁଦିିର ମୂଲ୍ୟ ଶୁଣିଲେ ହେବେ ଆଶ୍ଚର୍ଯ୍ୟ

ବଲିଉଡର ଫିଟ୍‌ନେସ୍‌ କୁଇନ୍‌ ଶିଳ୍ପା ସେଟ୍ଟୀ ଫିଲ୍ମ ଦୂନିଆରୁ ଦୂରେଇ ଅଛନ୍ତି ସତ, ହେଲେ ସବୁବେଳେ ସେ ଚର୍ଚ୍ଚାରେ ଥାନ୍ତି। ସେ ନିଜ ଫ୍ୟାନ୍ସମାନଙ୍କ ପାଇଁ...

ପରଦାରେ ରଣବୀର, ଶ୍ରଦ୍ଧାଙ୍କ ଜମିବ ଯୋଡ଼ି

‘ପ୍ୟାର୍‌ କା ପଞ୍ଚନାମା’ ଓ ‘ସୋନୁ କେ ଟିଟୁ କୀ ସ୍ବିଟି’ ଭଳି ଫିଲ୍ମ ନିର୍ମାଣ କରିଥିବା ନିର୍ଦ୍ଦେଶକ ଲଭ୍‌ ରଞ୍ଜନଙ୍କ ଆଗାମୀ ସିନେମାରେ ରଣବୀର...

ପ୍ରଥମଥର ରାଜନୀତିରେ ପାଦ ଦେଇ ବାଜି ମାରିଲେ ଏହି ଦୁଇ ଅଭିନେତ୍ରୀ

କେନ୍ଦ୍ରରେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ପୂର୍ଣ୍ଣ ସଂଖ୍ୟା ଗରିଷ୍ଠତା ହାସଲ କରି ସରକାର ଗଢ଼ିବାକୁ ଯାଉଛି। ଏଥର ଫିଲ୍ମ ଇଣ୍ଡଷ୍ଟ୍ରିର କିଛି ଅଭିନେତ୍ରୀ ଅଭିନେତା ପ୍ରଥମଥର...

ସୁଶାନ୍ତଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ପ୍ରତିକ୍ରିୟା ରଖୁଛନ୍ତି ରାଜନେତା

ମୁମ୍ବାଇ,୩୦।୭: ସୁଶାନ୍ତ ସିଂ ରାଜପୁତ। ଏବେ ଏହି ନାଁଟି ଘରେ ଘରେ ପରିଚିତ। ବଲିଉଡ୍‌ ନାୟକ ଭାବେ ସେ ଯେତିକି ପରିଚୟ ପାଇଥିଲେ ଏବେ ତାଙ୍କ...

ଲକ୍‌ଡାଉନ୍‌ ସମୟରେ ଘରେ ଓ୍ବର୍କଆଉଟ୍‌ କରୁଛନ୍ତି ବିଗ୍‌ ବି, ଫଟୋ ଭାଇରାଲ

ମୁମ୍ବାଇ: ବିଗ୍‌ ବି ନିଜର ଫ୍ୟାନ୍‌ମାନଙ୍କୁ କରୋନା ଭାଇରସ୍‌ ପ୍ରତି ସତର୍କ ରହିବା ପାଇଁ ସଚେତନତା ସୃଷ୍ଟି କରୁଛନ୍ତି। ପ୍ରତିଦିନ ସୋସିଆଲ ମିଡିଆରେ କିଛି ନା...

ରଣବୀରଙ୍କ ଫଟୋ ଶେୟାର କରି ଅମିତାଭ କହିଲେ ଏମିତି

ମୁମ୍ବାଇ: ବିଗ୍‌ ବି ଅମିତାଭ ବଚ୍ଚନ ସୋସିଆଲ ମିଡିଆରେ ବହୁ ଆକ୍ଟିଭ୍‌। ବ୍ୟସ୍ତବହୁଳ ଜୀବନରୁ ସମୟ ବାହାର କରି ନିଜ ପରିବାରର ଫଟୋ ହେଉ କିମ୍ବା...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *