ପ୍ରଥମ ବ୍ୟାଚ୍‌ରେ ୨୩୬ ଜଣଙ୍କ କ୍ୱାରାଣ୍ଟାଇନ୍‌ ଅବଧି ସରିଲା: ସ୍ବାସ୍ଥ୍ୟକର୍ମୀ ସାର୍ଟିଫିକେଟ୍‌ ଦେଇ ଘରକୁ ପଠାଗଲା

ଛତ୍ରପୁର,୨୦ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଥିବା ପ୍ରଥମ ବ୍ୟାଚ୍‌ରେ ୨୩୬ ଜଣଙ୍କ କ୍ୱାରାଣ୍ଟାଇନ୍‌ ଅବଧି ବୁଧବାର ଶେଷ ହୋଇଛି। ଏମାନଙ୍କୁ ପ୍ରଶାସନ ପକ୍ଷରୁ ଡିସ୍‌ଚାର୍ଜ କରାଯାଇଥିବା ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ସେଥିମଧ୍ୟରୁ ଶେରଗଡ଼ ବ୍ଲକର ୧୧୮ ଜଣ, ଧରାକୋଟ ବ୍ଲକର ୧୧୨ ଜଣ ଓ ରଙ୍ଗେଇଲୁଣ୍ଡା ବ୍ଲକର ୬ଜଣ ରହିଛନ୍ତି। ଏମାନଙ୍କ ୨୧ ଦିନିଆ କ୍ୱାରାଣ୍ଟାଇନ୍‌ ଅବଧି ସରିଥିଲା। ଏମାନେ ଘରେ କ୍ୱାରାଣ୍ଟାଇନ୍‌ରେ ରହିବେ। ଘରକୁ ଫେରିବା ବେଳେ ଏମାନଙ୍କୁ କୋଭିଡ୍‌ ସ୍ବାସ୍ଥ୍ୟକର୍ମୀ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା।
ସୂଚନାଯୋଗ୍ୟ, କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଏମାନଙ୍କୁ କୋଭିଡ୍‌ ସ୍ବାସ୍ଥ୍ୟକର୍ମୀ ତାଲିମ ପ୍ରଶାସନ ପକ୍ଷରୁ ଦିଆଯାଇଥିଲା। ଆବଶ୍ୟକ ହେଲେ ଏମାନେ କ୍ୱାରାଣ୍ଟାଇନ୍‌ରେ ଥିବା ଲୋକଙ୍କ ସ୍ବାସ୍ଥ୍ୟସେବା କରିପାରିବେ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

କନ୍ୟା ସଶକ୍ତୀକରଣର ବାର୍ତ୍ତା: ଦାରିଙ୍ଗବାଡ଼ିରେ ‘ୟୁଥ୍‌ କନ୍‌କ୍ଲେଭ୍‌’; ସହର ପରିକ୍ରମା କଲା ବିଶାଳ ଶୋଭାଯାତ୍ରା

ଦାରିଙ୍ଗବାଡି, ୭।୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ଡଃ ଭୀମରାଓ ଆମ୍ବେଦକର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ମଙ୍ଗଳବାର ବ୍ଲକ୍‌ ସ୍ତରୀୟ ୟୁଥ୍‌ କନ୍‌କ୍ଲେଭ୍‌ ତଥା…

ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟରେ ପ୍ରକାଶ ପାଇଲା ନିର୍ବାଚନୀ ବିଜ୍ଞପ୍ତି: ୯ରେ ନାମାଙ୍କନ

ଛତ୍ରପୁର,୭।୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ) : ବିଗତ ଦିନରେ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ର ନିର୍ବାଚନ ନେଇ ଖବର ପ୍ରକାଶ ପାଇବା ପରେ ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟ…

ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ମିଥୁନ୍ ଚକ୍ରବର୍ତ୍ତୀଙ୍କୁ ମିଳିଲା ବଡ଼ ଦାୟିତ୍ବ, କ୍ୟାବିନେଟ୍….

କୋଲକାତା,୭।୧୦: ପଶ୍ଚିମବଙ୍ଗ ସରକାରରେ ଅଭିନେତା ତଥା ଭାଜପା ନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ବ ମିଳିଛି । ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ସରକାର ମିଥୁନଙ୍କୁ ସୂଚନା ଓ…

ବିଇଓ ଅଫିସ ଆଗରେ ଶିକ୍ଷକଙ୍କ ଗଣଧାରଣା: କାରଣ ଦର୍ଶାଅ ନୋଟିସ ପ୍ରତ୍ୟାହାର ପରେ…

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଭୋପେନ କୁମାର ମହାନ୍ତ ଶିକ୍ଷକ ସଂଘର କାର୍ଯ୍ୟକର୍ତ୍ତାଙ୍କୁ ଜାରି କରିଥିବା କାରଣ ଦର୍ଶାଅ ନୋଟିସ…

ଭୟଙ୍କର ଦୁର୍ଘଟଣା; ଟ୍ରକ୍‌-ବାଇକ୍‌ ଧକ୍କାରେ ଆଖିବୁଜିଲେ ଉପେନ୍ଦ୍ର

ପାରଳାଖେମୁଣ୍ଡି, ୭।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ଅନ୍ତର୍ଗତ ଗୁରାଣ୍ଡା ଥାନା ପାଟିକୋଟା ଗ୍ରାମ ନିକଟରେ ଟ୍ରକ୍‌-ବାଇକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?