Posted inଖେଳ

ପ୍ରଥମ ଭାରତୀୟ ମହିଳା ଭାବେ ପୁଣି ଏହି ଦାୟିତ୍ୱ ନେଲେ ନୀତା ଅମ୍ବାନୀ

ପ୍ୟାରିସ, ୨୫ା୭: ପ୍ୟାରିସ ଅଲିମ୍ପିକ୍ସ ଉଦ୍‌ଘାଟନୀ ପୂର୍ବରୁ ଏଠାରେ ଅନୁଷ୍ଠିତ ଅନ୍ତର୍ଜାତୀୟ ଅଲିମ୍ପିକ କମିଟି (ଆଇଓସି)ର ୧୪୨ତମ ଅଧିବେଶନରେ ଭାରତର ଅଗ୍ରଣୀ ଫିଲାନ୍‌ଥ୍ରୋପିଷ୍ଟ ତଥା ରିଲାଏନ୍ସ ଫାଉଣ୍ଡେଶନର ପ୍ରତିଷ୍ଠାତା ନୀତା ଅମ୍ବାନୀ ପୁନର୍ବାର ସର୍ବସମ୍ମତିକ୍ରମେ ଆଇଓସି ସଦସ୍ୟ ଭାବେ ନିର୍ବାଚିତ ହୋଇଛନ୍ତି। ସୂଚନାଯୋଗ୍ୟ, ନୀତା ପ୍ରଥମେ ୨୦୧୬ରେ ପ୍ରଥମ ଭାରତୀୟ ମହିଳା ଭାବେ ଆଇଓସିରେ ଯୋଗଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦନ୍ତା ଦଳିଦେବା ପରେ ପରିବାର ଲୋକେ କଲେ ଏମିତି କାମ, ଅମର ରହିଗଲେ ଊର୍ମିଳା

ଦିଗପହଣ୍ଡି,୨୨ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ପଞ୍ଚାୟତ ଜଲମେରିପଲ୍ଲୀ ଗ୍ରାମର ସିମାଞ୍ଚଳ ରାଉତଙ୍କ ସ୍ତ୍ରୀ ଊର୍ମିଳା ରାଉତ(୫୧) ରବିବାର ସକାଳେ ଦନ୍ତା ହାତୀ…

ସୁପର-୮ରେ ଟିମ୍‌ ଇଣ୍ଡିଆକୁ ରହିବାକୁ ପଡ଼ିବ ସାବଧାନ! ଦକ୍ଷିଣ ଆଫ୍ରିକାର ଏହି ୪ ଖେଳାଳି କରିପାରନ୍ତି…

ନୂଆଦିଲ୍ଲୀ,୨୨।୨: ରବିବାର ଭାରତ ଏବଂ ଦକ୍ଷିଣ ଆଫ୍ରିକା ଟି-୨୦ ବିଶ୍ୱକପ ୨୦୨୬ରେ ମୁହାଁମୁହିଁ ହେବେ। ସୁପର ୮ ରାଉଣ୍ଡରେ ଗ୍ରୁପ ୧ର ଏହା ପ୍ରଥମ ମ୍ୟାଚ, ଯାହା…

ବାଇକ୍‌ରେ ଯାଉଥିଲେ ଯୁବକ, ଚାପିଦେଲା ଅଜଣା ଗାଡ଼ି

ଭଞ୍ଜନଗର,୨୨ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବାରଡ଼ା ନିକଟରେ ରବିବାର ଅପରାହ୍ନରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

‘ଲୋକଙ୍କ ସେବାରେ ଆସିବ ପ୍ରଧାନମନ୍ତ୍ରୀଙ୍କ ଜନୌଷଧି କେନ୍ଦ୍ର’

ପୁରୁଷୋତ୍ତମପୁର,୨୨ା୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ରୋଗୀଙ୍କୁ ସ୍ବଳ୍ପ ମୂଲ୍ୟରେ ବିଭିନ୍ନ ଔଷଧ ଯୋଗାଇଦେବା ଲକ୍ଷ୍ୟରେ ପ୍ରଧାନମନ୍ତ୍ରୀ ଜନୌଷଧି କେନ୍ଦ୍ରକୁ ରବିବାର ଆସିକା ଏମ୍‌ପି ଅନିତା ଶୁଭଦର୍ଶନୀ…

ସାଇବର ଠକେଇର ପର୍ଦ୍ଦାଫାଶ, ୨ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ବୁଗୁଡ଼ା,୨୨ା୨(କାଳୀଚରଣ ଦାଶ): ସମ୍ପ୍ରତି ବିଭିନ୍ନ ମାଧ୍ୟମରେ ସଚେତନତା ସତ୍ତ୍ବେ ଲୋକେ ସାଇବର ଠକେଇର ଶିକାର ହୋଇଆସୁଥିବା ବେଳେ ଓଡ଼ିଶା ପୋଲିସର ସାଇବର କବଚ ସ୍ବତନ୍ତ୍ର ଅଭିଯାନ ପରିପ୍ରେକ୍ଷୀରେ…

ଯୁବ ଚାଷୀ ହିରୋଦ ପଟେଲଙ୍କୁ ପ୍ରଶଂସା କଲେ ମୋଦୀ, ମନ୍ କି ବାତ୍‌ରେ ଚାଷଶୈଳୀର…

ନୂଆଦିଲ୍ଲୀ,୨୨।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୩୧ ତମ ‘ମନ୍ କି ବାତ୍’ ଜରିଆରେ ଦେଶବାସୀଙ୍କୁ ମନର କଥା କହିଛନ୍ତି । ଏହି ସମୟରେ ସେ ଓଡ଼ିଶାର ଯୁବ…

ରେଳଯାତ୍ରୀଙ୍କ ପାଇଁ ଖୁସିଖବର! ବୋର୍ଡିଂ ନିୟମରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୨୨।୨: ଭାରତୀୟ ରେଳବାଇ ଯାତ୍ରୀମାନଙ୍କୁ ଏକ ବଡ଼ ସୁବିଧା ଦେବାକୁ ପ୍ରସ୍ତୁତି ଚଳାଇଛି। ଏଣିକି ଯାତ୍ରୀମାନେ ନିଜର ବୋର୍ଡିଂ ପଏଣ୍ଟ (ଯେଉଁ ଷ୍ଟେଶନରୁ ଟ୍ରେନ ଚଢ଼ିବେ) ବଦଳାଇବା…

ପୁଅଙ୍କୁ ଉପହାରରେ ପାଣ୍ଡ୍ୟା ଦେଲେ ୪ କୋଟିର ଦାମୀ କାର୍‌, ପୂର୍ବ ପତ୍ନୀ ନତାଶା…

ନୂଆଦିଲ୍ଲୀ,୨୨।୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ୨୦୨୪ ମସିହାରେ ପତ୍ନୀ ନତାଶା ଷ୍ଟାନକୋଭିକଙ୍କ ସହ ତାଙ୍କର ବିବାହ ବିଚ୍ଛେଦ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri