ପ୍ରଥମ ସ୍କ୍ରିନ୍‌ ଟେଷ୍ଟରେ ବିଫଳ ହୋଇଥିଲେ ଏହି ସଫଳ କଳାକାର

ବଲିଉଡ୍‌ ଫିଲ୍ମରେ ଖଳନାୟକ ଚରିତ୍ରରେ ଅଭିନୟ କରି ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ ଅଭିନେତା ଅମରେଶ ପୁରୀ। ଜୁନ୍‌ ୨୨, ୧୯୩୨ରେ ପଞ୍ଜାବର ନବାଶହରରେ ଜନ୍ମଗ୍ରହଣ କରିଥିବା ଅମରେଶଙ୍କର ଆଜି ହେଉଛି ୮୮ତମ ଜନ୍ମ ବାର୍ଷିକୀ। ସେ ୪ ଭଉଣୀଭାଇ ଥିଲେ। ବଡ଼ ଭାଇ ମଦ ପୁରୀ ଏବଂ ଚମନ ପୁରୀ ଉଭୟ ଫିଲ୍ମ କଳାକାର ଥିଲେ। ଫିଲ୍ମ ‘ମିଷ୍ଟର ଇଣ୍ଡିଆ’ରେ ମୁଗେମ୍ବୁ ଚରିତ୍ର ଅମରେଶଙ୍କୁ ବେଶ୍‌ ସଫଳତା ଆଣିଦେଇଥିଲା। କେବଳ ବଲିଉଡ୍‌ ନୁହେଁ ସେ ହଲିଉଡ୍‌ ଫିଲ୍ମରେ ମଧ୍ୟ କାମ କରିଥିଲେ। ଜାଣିବା ତାଙ୍କ ବିଷୟରେ କିଛି ଅଜଣା କଥା:
-ଅମରେଶ ପୁରୀ ଅଭିନେତା-ଗାୟକ କେ. ସେହଗଲଙ୍କ ସମ୍ପର୍କୀୟ ଭାଇ।
-ପ୍ରଥମ ସ୍କ୍ରିନ ଟେଷ୍ଟରେ ଅମରେଶ ବିଫଳ ହୋଇଥିଲେ। ସେତେବେଳେ ସେ ଶ୍ରମ ଏବଂ ନିଯୁକ୍ତି କର୍ମଚାରୀ ଭାବେ ରାଜ୍ୟ ବୀମା କରପୋରେଶନ ମନ୍ତ୍ରାଳୟରେ କାମ କରୁଥିଲେ।
– ଚାକିରି କରିବା ସହ ସେ ପୃଥ୍ବୀ ଥିଏଟରରେ ଅଭିନୟ କ୍ୟାରିୟର ଆରମ୍ଭ କରିଥିଲେ। -୧୯୭୯ରେ ତାଙ୍କୁ ସଂଗୀତ ନାଟକ ଏକାଡେମୀ ପକ୍ଷରୁ ପୁରସ୍କୃତ କରାଯାଇଥିଲା।
-୧୯୮୦ରେ ରିଲିଜ୍‌ ଫିଲ୍ମ ‘ହମ୍‌ ପାଞ୍ଚ’ରେ ଖଳନାୟକ ଚରିତ୍ରରେ ଅଭିନୟ କରି ସେ ପରିଚିତ ହୋଇଥିଲେ।
-ଅଭିନୟ କ୍ୟାରିୟରରେ ସେ ୪୦୦ ଫିଲ୍ମରେ କାମ କରିଛନ୍ତି।
-ବଲିଉଡ୍‌ ସହ ସେ ହଲିଉଡ୍‌ ଫିଲ୍ମ ଦେଖିବାକୁ ମଧ୍ୟ ପସନ୍ଦ କରୁଥିଲେ। ଅମରେଶ ରିଚର୍ଡ ଏଟନବରେଙ୍କ ଫିଲ୍ମ ‘ଗାନ୍ଧୀ(୧୯୮୨)ରେ କାମ କରିଥିଲେ।
-ଜାନୁଆରୀ ୧୨, ୨୦୦୫ରେ କ୍ୟାନ୍ସର ରୋଗରେ ପୀଡିତ ହୋଇ ତାଙ୍କର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ମହାପ୍ରଭୁ ଜଗନ୍ନାଥ’ ଆନିମେଶନ ଚଳଚ୍ଚିତ୍ର ରିଲିଜ୍‌କୁ ସୁପ୍ରିମକୋର୍ଟଙ୍କ ସବୁଜ ସଙ୍କେତ: କେତେଜଣଙ୍କ ଆପତ୍ତି ପାଇଁ …

ନୂଆଦିଲ୍ଲୀ,୩୦ା୭ : ଆନିମେଟେଡ୍‌ ଚଳଚ୍ଚିତ୍ର ‘ମହାପ୍ରଭୁ ଜଗନ୍ନାଥ’ର ମୁକ୍ତିଲାଭ ଉପରେ ରୋକ ଲଗାଇବାକୁ ଓଡ଼ିଶା ସରକାର କରିଥିବା ଆବେଦନକୁ ବୁଧବାର ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। କେତେଜଣ ବ୍ୟକ୍ତିଙ୍କ…

ଭୁଶୁଡ଼ିଲା ପଥରଗଡ଼ ଡ୍ୟାମ୍‌ ହୁଡ଼ା: ୧ଶହ ଏକର ଚାଷ ଜମି ବାଲିଚର

ଲୋଇସିଂହା,୩0୦।୭(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକରେ ରେକର୍ଡ ପରିମାଣର ବର୍ଷା ହୋଇଛି। ବୁଧବାର ଦିନକ ଭିତରେ ୨୬୪ ମିମି ବର୍ଷା ରେକର୍ଡ କରାଯାଇଛି। ଏହା ଜିଲାରେ ସର୍ବାଧିକ…

ପ୍ରେମିକା ପାଇଁ ମନ୍ଦିର ଉପରେ ପ୍ରେମିକ: ଆଉ ତା’ପରେ ଘଟିଲା…

କେନ୍ଦୁଝର,୩୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ୍‌ ଅନ୍ତର୍ଗତ ହରିଚନ୍ଦନପୁରରେ ବୁଧବାର ଏକ ହାଇଡ୍ରାମା ଦେଖିବାକୁ ମଳିଛି। ପ୍ରେମିକାଙ୍କୁ ପାଇବା ପାଇଁ କାଳିଆଦୁମା ଗ୍ରାମର ପ୍ରେମିକ ଏକ…

ବକ୍ସ କଣ୍ଡୁଇଟ୍‌ ଅଧୁରା, କୂଳ ଲଙ୍ଘୁଛି କେନାଲ: ସତ ହେଲା ଆଶଙ୍କା

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ):ବରଗଡ଼-ଭେଡ଼େନ କେନାଲରେ ବକ୍ସ କଣ୍ଡୁଇଟ୍‌ (କେନାଲ ସୌନ୍ଦର୍ଯ୍ୟ ପାଇଁ କରାଯାଇଥିବା କାର୍ଯ୍ୟ)ନିର୍ମାଣରେ ହୋଇଥିବା ଅନିୟମିତତା ଘଟଣାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ। ମଙ୍ଗଳବାର…

ଜିମ୍ବାୱେରେ ମିଳିଲା ୨୧ କୋଟି ବର୍ଷ ପୁରୁଣା ଡାଇନୋସର କଙ୍କାଳ

ହାରାରେ, ୩୦ା୭ (ଏଜେନ୍ସି): ଜିମ୍ବାଓ୍ବେରେ ୨୧ କୋଟି (୨୧୦ ନିୟୁତ) ବର୍ଷ ପୁରୁଣା ନୂତନ ପ୍ରଜାତିର ଡାଇନୋସର କଙ୍କାଳ ଆବିଷ୍କୃତ ହୋଇଛି। ଏହି ପ୍ରାଚୀନ ଆବିଷ୍କାର ପୃଥିବୀରେ…

ଆରମ୍ଭ ହେବ ମାଗଣା ମ୍ୟୁଚୁଆଲ ଫଣ୍ଡ୍‌ ସାର୍ଟିଫିକେଟ ପାଠ୍ୟକ୍ରମ

ଭୁବନେଶ୍ୱର, ୩୦ା୭ (ସୁଚିସ୍ମିତା ସାହୁ): ଓଡ଼ିଶାର ସରକାରୀ କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପଢ଼ୁଥିବା ଛାତ୍ରୀଛାତ୍ରଙ୍କ ଆର୍ଥିକ ସାକ୍ଷରତା ଏବଂ ନିଯୁକ୍ତି ସୁଯୋଗ ବୃଦ୍ଧି ପାଇଁ ରାଜ୍ୟ ସରକାର…

ନିଯୁକ୍ତି ନିୟମରେ ଆସିପାରେ ସଂସ୍କାର: ୪ ବିଭାଗଠାରୁ ଲୋଡ଼ାଗଲା ମତାମତ

ଭୁବନେଶ୍ୱର,୩୦ା୭(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ନିଯୁକ୍ତି ନିୟମରେ ଅଧିକ ସଂସ୍କାର ଆଣିବା ପାଇଁ ଲକ୍ଷ୍ୟ ରହିଛିି। ଏହାକୁ ନେଇ ୪ ପ୍ରମୁଖ ବିଭାଗଠାରୁ ତଥ୍ୟ ଲୋଡ଼ାଯାଇଛି। ଏ…

ଉପରେ ଶୁଖିଲା ଲଙ୍କା, ଭିତରେ ଗଞ୍ଜେଇ ଚାଲାଣ, ଧରିଲା ପୋଲିସ

ସୋନପୁର,୩୦ା୭(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ମୋବାଇଲ ୟୁନିଟ୍‌ ଓ ବୀରମହାରାଜପୁର ଅବକାରୀ ଥାନା ପକ୍ଷରୁ ଗଞ୍ଜେଇ ଚୋରାଚାଲାଣ ରୋକିବାକୁ ଉଲୁଣ୍ଡା ଥାନା ଏସ୍‌. ପତ୍ରାପାଲି ଓ ବୀରମହାରାଜପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri