ପ୍ରଦର୍ଶନୀ ପଡିଆରେ ଜାତୀୟ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୫।୮(ବ୍ୟୁରୋ): ପ୍ରଦର୍ଶନୀ ପଡିଆରେ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏହି ଅବସରରେ ସେ ସ୍ବାଧୀନତା ସଂଗ୍ରାମୀଙ୍କ ସ୍ମୃତିଚାରଣ କରି ଦେଶ ପାଇଁ ସେମାନଙ୍କ ତ୍ୟାଗ, ବଳିଦାନକୁ ଆଦୌ ଭୁଲି ହେବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସୂଚନାଯୋଗ୍ୟ, ଏଥର ଚଳିତବର୍ଷ ପ୍ରଥମଥର ପାଇଁ ମହାତ୍ମା ଗାନ୍ଧି ମାର୍ଗ ପରିବର୍ତ୍ତେ ପ୍ରଦର୍ଶନୀ ପଡିଆରେ ରାଜ୍ୟସ୍ତରୀୟ ସୱାଧୀନତା ଦିବସ ଉତ୍ସବ ପାଳନ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହର ପ୍ରତିଶ୍ରୁତି ଦେଇ ପ୍ରତାରଣା: ପ୍ରେମିକ ଫେରାର ହେବା ପରେ ଅନୁଗୋଳ ଏସ୍‌ପିଙ୍କ ଦ୍ୱାରସ୍ଥ ହେଲେ ଯୁବତୀ

ଅନୁଗୋଳ ଅଫିସ,୧୯।୬: ଅନୁଗୋଳ ଜିଲା ଜରପଡ଼ା ଥାନା ଅଞ୍ଚଳର ଜଣେ ଯୁବତୀ ଓ ତାଙ୍କ ପରିବାରଲୋକେ ବୁଧବାର ନ୍ୟାୟ ପାଇଁ ଏସ୍‌ପିଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଏପରିକି...

ପରୀକ୍ଷା ସ୍ଥଗିତ, ଶିକ୍ଷକଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୧୬।୩(ବ୍ୟୁରୋ): ମହାମାରୀ କରୋନା ନେଇ ସାରା ବିଶ୍ୱରେ ଭୟର ବାତାବାରଣ ସୃଷ୍ଟି ହୋଇଛି। ଏ ନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୋମବାର...

ସ୍ବର୍ଣ୍ଣ ବିଜେତା ଅଶ୍ୱତ୍ଥଙ୍କୁ ସମ୍ମାନିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୯(ବ୍ୟୁରୋ): ରୁଷିଆସ୍ଥିତ କାଜାନ୍‌ରେ ବିଶ୍ୱ ଦକ୍ଷତା ପ୍ରତିଯୋଗିତାରେ ସ୍ବର୍ଣ୍ଣ ପଦକ ବିଜୟୀ ହୋଇଥିବା ଏସ୍‌. ଅଶ୍ୱତ୍ଥ ନାରାୟଣଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ସମ୍ବର୍ଦ୍ଧିତ କରିଛନ୍ତି।...

ତଥ୍ୟ ଦେଉନାହାନ୍ତି ନନ୍ଦନକାନନ କର୍ତ୍ତୃପକ୍ଷ: ହେଉନି ଏଜି ଅଡିଟ୍‌, ସୀମା ଟପିଛି ଦୁର୍ନୀତି

ଭୁବନେଶ୍ୱର, ୧।୮(ବ୍ୟୁରୋ): ଜୀବଜନ୍ତୁଙ୍କ ମୃତ୍ୟୁକୁ ନେଇ ଚର୍ଚ୍ଚାକୁ ଆସିଥିବା ନନ୍ଦନକାନନକୁ ନେଇ ଆଉ ଏକ ଅଭିଯୋଗ ଉଠିଛି। ବହୁ କୋଟି ଟଙ୍କା ଖର୍ଚ୍ଚ ହେଉଥିଲେ ମଧ୍ୟ...

ବଢ଼ୁଛି ହୀରାକୁଦ ଜଳସ୍ତର

ଭୁବନେଶ୍ୱର, ୧୨।୮(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଆଉ ଏକ ଲଘୁଚାପ ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି। ଲଗାଣ ବର୍ଷା କାରଣରୁ ହୀରାକୁଦ ଉପରମୁଣ୍ଡରେ...

ଭ୍ୟାକ୍ସିନ୍‌ ସହଜ ନୁହେଁ, ଭଲ ହେଲା ପରେ ପୁଣି ହେଉଛି କରୋନା

ଭୁବନେଶ୍ୱର,୧୧ା୫(ବ୍ୟୁରୋ): କରୋନା ମହାମାରୀ ଯୋଗୁ ସାରା ବିଶ୍ୱରେ ଲକ୍‌ଡାଉନ ୍‌ ଜାରି ରହିଛି। ସଂକ୍ରମଣ ଯୋଗୁ ଚାରିଆଡ଼େ କରାଯାଉଥିବା ବେଳେ ଏହା କେତେଦିନ ଜାରିରହିବ ତାହା...

ପଶ୍ଚିମବଙ୍ଗରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୫ ଓଡ଼ିଆ ମୃତ, ୩ ଗୁରୁତର

ଭୁବନେଶ୍ୱର,୧୮।୩(ବ୍ୟୁରୋ): ପଶ୍ଚିମବଙ୍ଗର ସିଲିଗୁଡ଼ି କଲିମ୍‌ପଙ୍ଗ ଘାଟିରେ ମଙ୍ଗଳବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଭୁବନେଶ୍ୱର ଅଞ୍ଚଳର ୫ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୩ଜଣ...

ଆରମ୍ଭ ହେଲା ଅଦଳବଦଳ ପ୍ରକ୍ରିୟା: ନନ୍ଦନକାନନ ଆସିଲେ ୩ ନୂଆ ଅତିଥି

ବାରଙ୍ଗ,୮ା୮(ଡି.ଏନ୍‌.ଏ.): ଚଳିତବର୍ଷର ପଶୁପକ୍ଷୀ ଅଦଳବଦଳ ପ୍ରକ୍ରିୟା ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ଆରମ୍ଭ ହୋଇଛି। ଅଗଷ୍ଟ ମାସରେ ୩ଟି ପର୍ଯ୍ୟାୟରେ ନନ୍ଦନକାନନକୁ ନୂଆ ଅତିଥି ଆସିବା ନେଇ...

Coronavirus Update


Archives

Model This Week

Why Dharitri