ପ୍ରଦୀପଙ୍କ ମନ୍ତବ୍ୟକୁ ନେଇ ଦୁଃଖ ପ୍ରକାଶ କଲେ ନିରଞ୍ଜନ, କହିଲେ ଆମେ ଅହିଂସା ନୀତିରେ ବିଶ୍ୱାସ କରୁ

ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ପ୍ରଦୀପ ମାଝିଙ୍କ ମନ୍ତବ୍ୟରେ ମୁଁ ଦୁଃଖିତ। ସେ ଭାବବିହ୍ବଳ ହୋଇ ଏଭଳି କଥା କହିଛନ୍ତି। ପିସିସି ସଭାପତି ଭାବେ ମୁଁ ଏଥିରେ ଦୁଃଖ ପ୍ରକାଶ କରୁଛି। ଆମେ ଅହିଂସା ନୀତିରେ ବିଶ୍ୱାସ କରୁ ବୋଲି ଶୁକ୍ରବାର ନିରଞ୍ଜନ ପଟ୍ଟନାୟକ ପ୍ରତିକ୍ରିୟା ଦେଇ କହିଛନ୍ତି। ଏଥିସହ ପ୍ରଦୀପଙ୍କ ନାମରେ ମାମଲା ରୁଜୁ କରାଯାଇ ରାଜନୀତି କରାଯାଉଛି ବୋଲି ସେ କହିଛନ୍ତି।

ପ୍ରକାଶଯୋଗ୍ୟ, କୋଷାଗୁମୁଡ଼ା ବ୍ଲକ ବାମୁଣି ପଞ୍ଚାୟତରେ ଜଣେ ନାବାଳିକାଙ୍କୁ ଗଣବଳାତ୍କାର ଓ ହତ୍ୟା ଘଟଣାକୁ ନେଇ ଗୁରୁବାର କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଇଥିଲା। ଏହି ସମୟରେ ଶାନ୍ତିପୂର୍ଣ୍ଣ ଭାବେ ନ୍ୟାୟ ନ ମିଳିଲେ ଏହାକୁ ଛଡ଼ାଇନେବୁ। ଗାନ୍ଧୀଙ୍କୁ ଛାଡ଼ି ସୁଭାଷ ବୋଷଙ୍କ ନୀତି ଆପଣାଇବୁ ବୋଲି ମନ୍ତବ୍ୟ ଦେଇଥିଲେ ପ୍ରଦୀପ। ଏହାକୁ ନେଇ ରାଜନୀତି ତେଜିବା ସହ ବିଭିନ୍ନ ମହଲରୁ ଏଭଳି ବୟାନକୁ ନିନ୍ଦା କରାଯାଇଥିଲା। ତେବେ ଏହି ଘଟଣାରେ ଶୁକ୍ରବାର ନବରଙ୍ଗପୁର ଟାଉନ ଥାନା ପୋଲିସ ପ୍ରଦୀପଙ୍କୁ ମିଶାଇ ୧୫ଜଣଙ୍କ ନାମରେ ଏତଲା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରାଫିକ ଛକରେ ବଢୁଛି ବେଆଇନ ପାର୍କିଂ : ୟୁ ଟନର୍ର୍ ରାସ୍ତା ଅବରୋଧ, ଲୋକେ ହଇରାଣ

କଟକ ରୋଡ,୨୯।୭(ଡି.ଏନ୍‌.ଏ.) : ରାଜଧାନୀର ଅଧିକାଂଶ ଅଞ୍ଚଳରେ ଟ୍ରାଫିକ ଜାମ ସମସ୍ୟା ବିପଜ୍ଜନକ ପରିସ୍ଥିତି ସୃଷ୍ଟି କରିଛି। ଯାନବାହନ ସୁରୁଖୁରରେ ଯାତାୟାତ ପାଇଁ ରାସ୍ତା ସମ୍ପ୍ରସାରଣ...

ଡଲଫିନ୍‌ର ଜୀବନ ବଞ୍ଚାଇଲେ ପିଲା

ବାଲେଶ୍ୱର ଅଫିସ, ୩୧।୮- ବାଲେଶ୍ୱର ଜିଲା ଚାନ୍ଦିପୁର ବେଳାଭୂମିର ୯-ମାଇଲ୍‌ଠାରେ ମଙ୍ଗଳବାର ଅପରାହ୍ନ ପ୍ରାୟ ୩ଟା ବେଳେ ଏକ ଡଲଫିନ୍‌ କୂଳକୁ ଚାଲି ଆସିଥିଲା। କୂଳରେ...

ନିର୍ବାଚନ ତାରିଖ ଘୋଷଣା ପରେ ଭାଜପାର ଦମ୍ଭୋକ୍ତି: ବିଜେପୁରରେ ବାଜିମାତ୍‌ କରିବୁ

ଭୁବନେଶ୍ୱର,୨୧।୯(ବ୍ୟୁରୋ): ବିଜେପୁର ଉପନିର୍ବାଚନ ପାଇଁ ବାଜିଛି ବିଗୁଲ୍‌। ଆସନ୍ତା ଅକ୍ଟୋବର ୨୧ରେ ଭୋଟ ଗ୍ରହଣ ହେବା ନେଇ ଶନିବାର ଘୋଷଣା ହୋଇଛି। ଏହାପରେ ରାଜ୍ୟର ୩...

ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ନେଇ ବିଜେଡି-ଭାଜପା ମୁହାଁମୁହିଁ

ଭୁବନେଶ୍ୱର, ୧୭।୨(ବ୍ୟୁରୋ): ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଏବଂ ବିଜୁ ପକ୍କାଘର ଯୋଜନାକୁ ନେଇ ଭାଜପା ଏବଂ ଶାସକ ବିଜେଡି ମୁହାଁମୁହିଁ ହୋଇଛନ୍ତି। କେନ୍ଦ୍ର ସରକାର ୬୦...

ଆରପାରିରେ ଚଳଚ୍ଚିତ୍ର ଅଭିନେତା ଶାନ୍ତି ସ୍ବରୂପ

ସମ୍ବଲପୁର,୨୪।୧(ବ୍ୟୁରୋ): ବର୍ଷୀୟାନ୍‌ ଚଳଚ୍ଚିତ୍ର ଅଭିନେତା ଶାନ୍ତି ସ୍ବରୂପ ମିଶ୍ରଙ୍କ ରବିବାର ସମ୍ବଲପୁରର ଏକ ଘରୋଇ ନର୍ସିଂହୋମ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୭୦...

ଘରେ ପଶି ସଶସ୍ତ୍ର ଡକାୟତି: ୭ ଲକ୍ଷର ସମ୍ପତ୍ତି, ନଗଦ ୨.୮୫ ଲକ୍ଷ ଲୁଟ୍‌

ରଣପୁର,୩୦ା୧(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଥାନାର ପାଇକସାହି ମଣିନାଗ ବାଇପାସ୍‌ ରାସ୍ତାରେ ଥିବା ସତ୍ୟନାରାୟଣ ସାହୁଙ୍କ ଘରୁ ମଙ୍ଗଳବାର ବିଳମ୍ବିତ ରାତ୍ରିରେ ଡକାୟତି ହୋଇଛି। ଦୁର୍ବୃତ୍ତମାନେ...

କାଦୁଅରେ ଫସିଗଲା ଆମ୍ବୁଲାନ୍ସ

ନୟାଗଡ ଅଫିସ/ ଦଶପଲ୍ଲା, ୭ା୩ (ଡି.ଏନ୍‌.ଏ.): ଜଣେ ଗର୍ଭବତୀଙ୍କୁ ନେଇ ନୟାଗଡ ଜିଲାର ଦଶପଲ୍ଲା ସ୍ବାସ୍ଥ୍ୟକେନ୍ଦ୍ରକୁ ଗୁରୁବାର ଅପରାହ୍ନରେ ଆସୁଥିଲା ୧୦୮ ଆମ୍ବୁଲାନ୍ସ । ବାଟରେ...

ଓଡ଼ିଶାକୁ ବ୍ରିଟେନରୁ ଫେରିଛନ୍ତି ୪୩

ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ବ୍ରିଟେନ ଫେରନ୍ତାଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର। ଗତ ୧୪ ଦିନ ମଧ୍ୟରେ ବ୍ରିଟେନରୁ ଫେରିଥିବା ୪୩ ଜଣଙ୍କ ତଥ୍ୟ ରାଜ୍ୟ ସରକାର...

Advertisement
Archives

Model This Week