Posted inଜାତୀୟ

ପ୍ରଦୂଷଣରୁ ମୁକ୍ତି: ମନ୍ଦିରରେ ମୂର୍ତ୍ତିଙ୍କଠାରେ ବନ୍ଧାଗଲା ମାସ୍କ୍‌

ବାରାଣସୀ,୬।୧୧: ବାୟୁ ପ୍ରଦୂଷଣରୁ ମୁକ୍ତି ପାଇଁ ସାଧାରଣ ଲୋକେ ମୁହଁରେ ମାସ୍କ୍‌ ପିନ୍ଧି ବୁଲୁଥିବା ଦେଖିବାକୁ ମିଳିଛି। ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସଂସଦୀୟ କ୍ଷେତ୍ର ବାରାଣସୀରେ ଥିବା ଶିବପାର୍ବତୀ ମନ୍ଦିରରେ ସମସ୍ତ ମୂର୍ତ୍ତିଙ୍କ ମୁହଁରେ ମାସ୍କ୍‌ ବନ୍ଧା ଯାଇଛି। ଏନେଇ ପୂଜାରୀ ହରିଶ୍‌ ମିଶ୍ରା କହିଛନ୍ତି କାଶୀ ହେଉଛି ଆସ୍ଥା, ଶ୍ରଦ୍ଧା ତଥା ବିଶ୍ୱାସର ନଗରୀ। ଏଠାରେ ଶ୍ରଦ୍ଧାଳୁ ଭଗବାନଙ୍କୁ ମଣିଷ ପରି ବିବେଚନା କରିଥାନ୍ତି। ତେଣୁ ପ୍ରତି ମୂର୍ତ୍ତି ମୁହଁରେ ମାସ୍କ୍‌ ଲଗାଯାଇଛି। ମନ୍ଦିରରେ ମହାଦେବ, ମାତା କାଳୀ, ମାତା ଦୁର୍ଗା, ସାଇବାବାଙ୍କ ମୂର୍ତ୍ତି ପୂଜା ପାଉଛନ୍ତି। ପୂଜା ପରେ ମାସ୍କ୍‌ ପିନ୍ଧାଇ ଦିଆଯାଉଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲାଲା ଲଜପତ ରାୟଙ୍କୁ ମନେ ପକାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୮ ।୧: ସ୍ୱାଧିନତା ସଂଗ୍ରାମୀ ଲାଲା ଲଜପତ ରାୟଙ୍କ ଜନ୍ମଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ମୋଦି ଟୁଇଟ୍ କରି ଲେଖିଛନ୍ତି...

୭ମାସ ପରେ ଖୋଲିଲା ସ୍କୁଲ

ଲକ୍ଷ୍ନୌ/ଚଣ୍ଡିଗଡ଼, ୧୯।୧୦: ଦୀର୍ଘ ୭ ମାସ ପରେ ପଞ୍ଜାବ ଏବଂ ଉତ୍ତରପ୍ରଦେଶରେ ସୋମବାର ସ୍କୁଲ ଖୋଲିଛି। ସରକାରୀ ମାର୍ଗଦର୍ଶିକାକୁ ପାଳନ କରାଯାଇ ନବମରୁ ଦ୍ୱାଦଶ ପର୍ଯ୍ୟନ୍ତ...

ଅହମ୍ମଦାଦରେ ଭୁଶୁଡିଲା ୩ମହଲା କୋଠା

ଅହମ୍ମଦାବାଦ,୫।୯: ଗୁଜରାଟ ଅହମ୍ମଦାବାଦ ଅମରାଇଓ୍ବାଡିରେ ଗୁରୁବାର ଦ୍ୱିପହରରେ ଏକ ୩ମହଲା ବିଶିଷ୍ଟ କୋଠା ଘର ଭୁଶୁଡିପଡ଼ିଛି। ଘରର କାନ୍ଥ ପଡ଼ିବାରୁ ଏହାର ଭଗ୍ନାବଶେଷ ତଳେ ବହୁ...

ବିହାରରେ ଘାତକ ସାଜିଛି ମସ୍ତିଷ୍କ ଜ୍ୱର: ଗଲାଣି ୧୪୦ ନିରୀହ ଶିଶୁଙ୍କ ଜୀବନ

ପାଟଣା, ୨୧।୬: ବିହାରରେ ମସ୍ତିଷ୍କ ଜ୍ୱର ବା ଆକ୍ୟୁଟେ ଏନ୍ସେଫାଲାଇଟିସ ସିଣ୍ଡ୍ରୋମ ଯୋଗୁ ଏଯାଏ ୧୪୦ ଜଣ ନିରୀହ ଶିଶୁଙ୍କ ମୃତ୍ୟୁ ଘଟିଛି। କେବଳ ମୁଜାଫରପୁରରେ...

୩୦ ଓଡ଼ିଆ ଶ୍ରମିକ ଉଦ୍ଧାର

ସୁରଟ,୫ା୮: ପ୍ରବଳ ବର୍ଷା ଯୋଗୁ ତିନିଦିନ ହେଲା ଗୁଜରାଟର ନଭସାରୀ ଅଞ୍ଚଳରେ ଫସି ରହିଥିବା ୩୦ ଓଡ଼ିଆ ଶ୍ରମିକଙ୍କ ସମେତ ୩୨ ଜଣଙ୍କୁ ସ୍ଥାନୀୟ ପ୍ରଶାସନ...

ପ୍ରସିଦ୍ଧ ଛଉ ନୃତ୍ୟଶିଳ୍ପୀ ଧନଞ୍ଜୟ ମହାତୋଙ୍କ ପରଲୋକ

କୋଲକାତା,୧୪।୯: ପ୍ରସିଦ୍ଧ ଛଉ ନୃତ୍ୟଶିଳ୍ପୀ ଧନଞ୍ଜୟ ମହାତୋଙ୍କର ହୃଦ୍‌ଘାତରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କ ୮୫ ବର୍ଷ ହୋଇଥିଲା। ପଶ୍ଚିମବଙ୍ଗର ପୁରୁଲିଆ ଜିଲାର ଏହି...

ହିନ୍ଦୁ ଆତଙ୍କବାଦ ରୂପ ଦେବାକୁ ହୋଇଥିଲା ଚକ୍ରାନ୍ତ

ମୁମ୍ବାଇ,୧୯ା୨(ପି.ଟି.): ୨୬/୧୧ ମୁମ୍ବାଇ ଆକ୍ରମଣକୁ ହିନ୍ଦୁ ଆତଙ୍କବାଦ ରୂପ ଦେବା ଲାଗି ଲଶ୍କର-ଇ-ତୋଇବା ଯୋଜନା ପ୍ରସ୍ତୁତ କରିଥିଲା ବୋଲି ପୂର୍ବତନ ମୁମ୍ବାଇ ପୋଲିସ କମିଶନର ରାକେଶ...

କମିଲା ସୁନା ଦର

ନୂଆଦିଲ୍ଲୀ,୧।୧୦: ସୁନା ଓ ରୂପା ଦର ଗତ କିଛି ମାସ ତଳେ ବୃଦ୍ଧି ପାଇବାରେ ଲାଗିଥିଲା। ସୁନା ୧୦ ଗ୍ରାମକୁ ୪୦ହଜାର ଟଙ୍କା ପାର କରିଥିଲା।...

BGU
Play 250+ Trending Games
Archives

Model This Week

Why Dharitri