Posted inଖେଳ

ପ୍ରଦୂଷିତ ବାୟୁ ଯୋଗୁ ମ୍ୟାଚ୍‌ ରଦ୍ଦ

କାନବେରା,୨୧।୧୨- ମାନୁକା ଓଭାଲରେ ସିଡ୍‌ନୀ ଥଣ୍ଡର ଓ ଆଡିଲେଡ ଷ୍ଟ୍ରାଇକର୍ସ ମଧ୍ୟରେ ଶନିବାର ଖେଳାଯାଇଥିବା ବିଗ ବାଶ ଲିଗ୍‌ ମ୍ୟାଚ୍‌ ରଦ୍ଦ ହୋଇଯାଇଛି। ୧୬୨ ରନ୍‌ର ବିଜୟ ଲକ୍ଷ୍ୟ ପିଛା କରୁଥିବା ଥଣ୍ଡର ୪.୨ ଓଭରରେ ଏକ ଉଇକେଟ ହରାଇ ୪୦ ରନ୍‌ କରିଥିଲା। ମାତ୍ର ପ୍ରଦୂଷିତ ବାୟୁ ଯୋଗୁ ମ୍ୟାଚ୍‌କୁ ବାତିଲ କରି ଦିଆଯାଇଛି। ଷ୍ଟାଡିୟମ ନିକଟରେ ଏକ ବୁଦାରେ ନିଆଁ ଲାଗି ଯିବାରୁ ଅତ୍ୟଧିକ ଧୂଆଁ ବାହାରି ଥିଲା। ଏଥିଯୋଗୁ ଗ୍ରାଉଣ୍ଡରେ ଖେଳାଳିମାନେ ଠିକ୍‌ ସେ ଦେଖିପାରି ନ ଥିଲେ। ବାଧ୍ୟ ହୋଇ ଖେଳାଳି ଓ ଅଫିସିଆଲଙ୍କୁ ଗ୍ରାଉଣ୍ଡ ଛାଡ଼ିବାକୁ ପଡ଼ିଥିଲା। ଖେଳାଳି, ଫ୍ୟାନଙ୍କ ସୁରକ୍ଷା ଓ ଗ୍ରାଉଣ୍ଡ ସ୍ଥିତି ପରଖିବା ପରେ ମ୍ୟାଚ୍‌କୁ ବାତିଲ କରାଯାଇଥିଲା। ଡିଏଲଏସ ନିୟମ ଦ୍ୱାରା ଫଳାଫଳ ନିର୍ଣ୍ଣୟ ପାଇଁ ଥଣ୍ଡର ଦଳକୁ ଆଉ ୪ ବଲ ଅଧିକ ଖେଳିବାର ଥିଲା। ଉସମାନ ଖ୍ବାଜା ଶୂନ୍ୟରେ ଆଉଟ୍‌ ହେବା ପରେ ଆଲେକ୍ସ ହେଲ୍ସ ଓ କଲମ ଫର୍ଗୁସନ ପ୍ରତ୍ୟେକ ଓଭର ପିଛା ୯ରୁ ଅଧିକ ରନ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରେକର୍ଡ ଦୃଷ୍ଟିରୁ ଧୋନୀ, କିନ୍ତୁ କୁମ୍ବଲେ ଶ୍ରେଷ୍ଠ

ନୂଆଦିଲ୍ଲୀ, ୨୩ା୪ (ପି.ଟି.)-ରେକର୍ଡ ଦୃଷ୍ଟିିରୁ ମହେନ୍ଦ୍ର ସିଂ ଧୋନୀ ମହାନ୍‌ ହୋଇଥାଇ ପାରନ୍ତି କିନ୍ତୁ ମୋ ପାଇଁ ଅନିଲ କୁମ୍ବଲେ ଶ୍ରେଷ୍ଠ ଅଧିନାୟକ ବୋଲି କହିଛନ୍ତି...

ଏସିଆନ ଟିମ୍‌ ସ୍କ୍ବାଶ ଚାମ୍ପିୟନଶିପ୍‌: ଭାରତ କୋଚ୍‌ ହେବେ ପାଲମେର

ନୂଆଦିଲ୍ଲୀ,୧୮।୧୨(ପି.ଟି.): ଆସନ୍ତାବର୍ଷ କୁଆଲାଲମ୍ପୁରରେ ଆୟୋଜନ ହେବାକୁଥିବା ଏସିଆନ ଟିମ୍‌ ଚାମ୍ପିୟନଶିପ୍‌ରେ ବିଶ୍ୱର ପୂର୍ବତନ ୧ ନମ୍ବର ଖେଳାଳି ଅଷ୍ଟ୍ରେଲିଆର ଡେଭିଡ ପାଲମେର ଭାରତୀୟ ଦଳର କୋଚ୍‌...

ବାରବାଟୀରେ ହୋଇପାରେ ଭାରତ-ଦକ୍ଷିଣ ଆଫ୍ରିକା ଟେଷ୍ଟ

କଟକ ଅଫିସ,୧୪ା୧୨- ବାରବାଟୀ ଷ୍ଟାଡିୟମରେ ଏକ ଟେଷ୍ଟ ମ୍ୟାଚ୍‌ ଆୟୋଜନ ହେବାର ସମ୍ଭାବନା ଦୃଢ଼ୀଭୂତ ହୋଇଛି। ଆସନ୍ତା ମାର୍ଚ୍ଚରେ ଏଠାରେ ଭାରତ-ଦକ୍ଷିଣଆଫ୍ରିକା ଟେଷ୍ଟ ମ୍ୟାଚ୍‌ ଆୟୋଜନ...

ତୁର୍କମେନିସ୍ତାନକୁ ହରାଇଲା ଭାରତ

ନୂଆଦିଲ୍ଲୀ, ୧୮।୯: ଉଜବେକିସ୍ତାନରେ ଚାଲିଥିବା ୨୦୨୦ ଏଏଫ୍‌ସି (ଏସିଆନ ଫୁଟ୍‌ବଲ କନ୍‌ଫେଡେରେଶନ) କପ୍‌ ଯୋଗ୍ୟତା ପର୍ଯ୍ୟାୟରେ ଭାରତ ବିଜୟରୁ ଅଭିଯାନ ଆରମ୍ଭ କରିଛି। ବୁଧବାର ଅନୁଷ୍ଠିତ...

ପାଓ୍ବରପ୍ଲେରେ ଧୋଇଲେ ମୟଙ୍କ, ଶିଖର

ମୁମ୍ବାଇ,୨୭।୩: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଦ୍ୱାରା ଧାର୍ଯ୍ୟ ୨୦୬ ରନ୍‌ର ବିଜୟ ଲକ୍ଷ୍ୟ ପିଛା କରୁଥିବା ପଞ୍ଜାବ କିଙ୍ଗ୍ସକୁ ପାଓ୍ବାରପ୍ଲେରେ ବିସ୍ଫୋରକ ଆରମ୍ଭ ଦେଇଛନ୍ତି...

ପାକିସ୍ତାନରେ ଜନ୍ମ, ପାଇଲଟ୍‌ ଭାବେ ତାଲିମ ପ୍ରାପ୍ତ…ଫିଲ୍ମଠାରୁ କମ୍‌ ନୁହେଁ ଅଷ୍ଟ୍ରେଲିୟ କ୍ରିକେଟରଙ୍କ କାହାଣୀ…

ଅହମ୍ମଦାବାଦ,୧୦।୩: ଏଠାର ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଥିବା ବର୍ଡର-ଗାଭାସ୍କର ଟ୍ରଫିର ଅନ୍ତିମ ଟେଷ୍ଟରେ ଉଲ୍ଲେଖନୀୟ ବ୍ୟାଟିଂକୁ ନେଇ ଚର୍ଚ୍ଚାରେ ଅଷ୍ଟ୍ରେଲିୟ ଓପନର୍‌ ଉସ୍‌ମାନ ଖ୍ବାଜା।...

ଓଭାଲ ଟେଷ୍ଟ ପରେ ଘୋଷଣା ହେବ ଭାରତୀୟ ଟି୨୦ ବିଶ୍ୱକପ୍‌ ଦଳ

ନୂଆଦିଲ୍ଲୀ,୧।୯: ୟୁଏଇରେ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ ଲାଗି ଆସନ୍ତା ସପ୍ତାହରେ ଭାରତୀୟ ଦଳ ଘୋଷଣା କରାଯିବ। ଗୁରୁବାରଠାରୁ ଇଂଲଣ୍ଡ ଓ ଭାରତ ମଧ୍ୟରେ ଖେଳାଯିବାକୁ...

ଆଜିଠୁ କ୍ୱାର୍ଟର ଫାଇନାଲ

ଭୁବନେଶ୍ୱର, ୨୪।୧(କ୍ରୀଡ଼ା ପ୍ରତିନିଧି): ଚଳିତ ହକି ବିଶ୍ୱକପ୍‌ର କ୍ୱାର୍ଟର ଫାଇନାଲ ପର୍ଯ୍ୟାୟ ମଙ୍ଗଳବାର ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହେବ। ପ୍ରଥମ କ୍ୱାର୍ଟର ଫାଇନାଲରେ ଅଷ୍ଟ୍ରେଲିଆକୁ...

Advertisement
Archives

Model This Week