Posted inଜାତୀୟ

ପ୍ରଧାନମନ୍ତ୍ରୀଙ୍କୁ ତେଜସ୍ୱୀ ଯାଦବଙ୍କ ଖୋଲା ଚିଠି

ପାଟନା,୧୩ ।୮: ବିହାର ବିଧାନସଭାରେ ବିରୋଧିଦଳ ନେତା ତେଜସ୍ୱୀ ଯାଦବ ଜାତିଗତ ଜନଗଣନାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟକୁ ଏକ ଖୋଲା ପତ୍ର ଲେଖିଛନ୍ତି । ଏଥିରେ ସେ ଏହାର ପୁର୍ନବିଚାର କରିବାକୁ ଉଲ୍ଲେଖ କରିଛନ୍ତି । ତେଜସ୍ୱୀ ଅଭିଯୋଗ କରିଛନ୍ତି କି ପ୍ରଧାନମନ୍ତ୍ରୀ ମୋଦି ଜାତିଗତ ଜନଗଣନାକୁ ନେଇ ବୈଠକ ନ କରି ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କର ଅପମାନ କରିଛନ୍ତି । ଯେଉଁଠି ପ୍ରଧାନମନ୍ତ୍ରୀ ଅନ୍ୟ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ସାକ୍ଷାତ୍ କରୁଛନ୍ତି, ହେଲେ ଏହାପୂର୍ବରୁ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏହାକୁ ନେଇ ମୋଦିଙ୍କୁ ଚିଠି ଲେଖିସାରିଛନ୍ତି । ଆଉ ଏନେଇ ଏକ ବୈଠକ କରିବାକୁ ଅନୁରୋଧ କରି ସାରିଛନ୍ତି । ଏଥର ମୋଦିଙ୍କୁ ତେଜସ୍ୱୀ ଯେଉଁ ଚିଠି ଲେଖିଛନ୍ତି ସେଥିରେ ଉଲ୍ଲେଖ ରହିଛି, ଯେ ପର୍ଯ୍ୟନ୍ତ ଜାତିଗତ ଜନଗଣନା ହୋଇନାହିଁ ସେପର୍ଯ୍ୟନ୍ତ ପଛୁଆ ଓ ଅତି ପଛୁଆ ବର୍ଗର ଶିକ୍ଷାଗତ, ସାମାଜିକ, ରାଜନୈତିକ ଓ ଆର୍ଥିକ ସ୍ଥିତିରେ ସୁଧାର ଆସିବ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

ପଶ୍ଚିମବଙ୍ଗରେ ହେବ ଖେଳ! ଯେଉଁଠାରୁ ହାରିଥିଲେ, ସେଠାରୁ ପୁଣି ନିର୍ବାଚନ ଲଢିବେ ଦିଦି? ଆସିଲା ବଡ଼ ଖବର

କୋଲକାତା,୭।୯: ପଶ୍ଚିମବଙ୍ଗର ଦୁଇଟି ବିଧାନସଭା ଆସନ ନନ୍ଦୀଗ୍ରାମ ଓ ରେଜିନଗର ପାଇଁ ଉପନିର୍ବାଚନ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ (ECI)। ସୋମବାର ଘୋଷିତ କାର୍ଯ୍ୟସୂଚୀ ଅନୁଯାୟୀ,…

ବ୍ୟାଗ୍‌ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାପଡ଼ାହାଣ୍ଡି, ୭।୯ (ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍‌ ମୈଦଲପୁର ଥାନା ପୋଲିସ ସୋମବାର ରାସ୍ତାକଡ଼ରେ ପଡ଼ିଥିବା ବ୍ୟାଗ୍‌ରୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରିଛି।…

ସଇଁତଳାକୁ ଏନଏସି ମାନ୍ୟତା ଦାବି ଜୋର ଧରିଲା:ସାମିଲ ହେଲେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ କାର୍ଯ୍ୟକର୍ତ୍ତା

ବଲାଙ୍ଗୀର, ୭।୯(ସୁନିଲ କୁମାର ମହାନ୍ତି): ସଇଁତଳାକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ମାନ୍ୟତା ପ୍ରଦାନ ଦାବିରେ ଚାଲିଥିବା ଧାରଣା ଆଜି ଷଷ୍ଠ ଦିନରେ ପହଞ୍ଚିଛି। ଏହି ଧାରଣାସ୍ଥଳରେ…

ଇଶାନଙ୍କ ବଡ଼ ଉପଲବ୍ଧି: ସ୍ବତନ୍ତ୍ର କ୍ଲବ୍‌ରେ ହେଲେ ସାମିଲ

ଚେନ୍ନାଇ,୭ା୯: ଭାରତୀୟ ବ୍ୟାଟର ଇଶାନ କିଷନ ସୋମବାର ମହାନ ଭାରତୀୟ ବ୍ୟାଟର କ୍ଲବରେ ସ୍ଥାନ ପାଇଛନ୍ତି। ସେ ଦେଶର ଷଷ୍ଠ ବ୍ୟାଟର ଭାବେ ଦୁଲୀପ ଟ୍ରଫି ଫାଇନାଲରେ…

ଏହି ୩ ରାଶିଙ୍କ ଉପରେ ପଡିଲା କେତୁଙ୍କ ଶୁଭ ଦୃଷ୍ଟି: ୯୦ ଦିନ ଯାଏ ରହିଛି ଗୋଲ୍ଡେନ ଟାଇମ, ପ୍ରତି କାମରେ ମିଳିବ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ କେତୁଙ୍କୁ ମୋକ୍ଷ, ଆଧ୍ୟାତ୍ମିକତା ଓ ଅନ୍ତର୍ଜ୍ଞାନର କାରକ ଗ୍ରହ ବୋଲି ମନେ କରାଯାଏ। ବର୍ତ୍ତମାନ କେତୁ ସିଂହ ରାଶିରେ ମଘା ନକ୍ଷତ୍ରରେ ଅବସ୍ଥାନ କରୁଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri