ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଉପଲକ୍ଷେ ସଫେଇ କାର୍ଯ୍ୟକ୍ରମ: ସମଲେଇ ମନ୍ଦିରରେ ଝାଡ଼ୁମାରିଲେ କେନ୍ଦ୍ର ମନ୍ତ୍ରୀ

ସମ୍ବଲପୁର,୧୭।୯(ବ୍ୟୁରୋ): ସମ୍ବଲପୁର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଇ ମନ୍ଦିରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଉପଲକ୍ଷେ ମଙ୍ଗଳବାର ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଯୋଗଦେଇ ପ୍ରଥମେ ସମଲେଶ୍ୱରୀଙ୍କ ନିକଟରେ ପୂଜାର୍ଚ୍ଚନା କରିଥିଲେ। ପରେ ସେ ମନ୍ଦିର ପରିସରକୁ ଝାଡୁରେ ସଫା କରିଥିଲେ। ଏହି ଅବସରରେ ବରଗଡ଼ ଏମ୍‌ପି ସୁରେଶ ପୂଜାରୀ, ରେଙ୍ଗାଲି ବିଧାୟକ ନାଉରୀ ନାୟକଙ୍କ ସମେତ ଶତାଧିକ ଭାଜପା କର୍ମକର୍ତ୍ତା ଯୋଗଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ

ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି...

ଅଶାନ୍ତ ହେଉଛି ହିଞ୍ଜିଳି, ବୁଲିଲା ଖଣ୍ଡା

ହିଞ୍ଜିଳିକାଟୁ, ୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ଦିନକୁ ଦିନ ହିଞ୍ଜିଳି ଅଞ୍ଚଳରେ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡିବାରେ ଲାଗିଛି। ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଇବା ସହ ଗୁଣ୍ଡାଗିରି ବଢୁଛି।...

୨୦୨୪ରେ ନିର୍ବାଚନ ଲଢ଼ିବିନି: ବର୍ଷାଙ୍କୁ ଟିକେଟ୍‌ ମିଳିବା ପରେ ଏମିତି କହିଲେ ଅମର

ଭୁବନେଶ୍ୱର,୨୩।୪: ୨୦୨୪ ନିର୍ବାଚନ ଲଢ଼ିବେନି କହିଲେ ଅମର ଶତପଥୀ। ବର୍ଷା ପ୍ରିୟଦର୍ଶିନୀଙ୍କୁ ବଡ଼ଚଣା ଟିକେଟ୍‌ ମିଳିବା ପରେ ଅମର ଏଭଳି ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି,...

ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌

ଭୁବନେଶ୍ୱର,୨୩।୪: କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌। ORHDC ଦୁର୍ନୀତି ମାମଲାରେ ମଙ୍ଗଳବାର ସୁପ୍ରିମକୋର୍ଟ ଜାମିନ୍‌ ଦେଇଛନ୍ତି। ମୋକିମଙ୍କ ଆବେଦନକୁ ଗ୍ରହଣ କରି...

କୋହ ସମ୍ଭାଳିପାରିଲେନି ସୀମାରାଣୀ, କହିଲେ ଟଙ୍କା ନେଇ…

ଭୁବନେଶ୍ୱର,୨୩।୪: ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ ଆଶାୟୀ ଥିବା ୨ ଥର ବିଧାୟିକା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri