Advertisement

ପ୍ରଧାନମନ୍ତ୍ରୀଙ୍କ ନିର୍ଦ୍ଦେଶ ପାଳନ କଲେ ଜନସାଧାରଣ: ରାଇକିଆରେ ରାସ୍ତାଘାଟ ଶୂନ୍‌ଶାନ୍‌

ରାଇକିଆ,୨୨।୩(ଡି.ଏନ୍‌.ଏ.): କରୋନା ଭାଇରସ୍‌ ସଂକ୍ରମଣ ରୋକିବାକୁ ପ୍ରଧାନମନ୍ତ୍ରୀଙ୍କ ପକ୍ଷରୁ ନିବେଦନ କରାଯାଇ ଜନତା କର୍ଫ୍ୟୁ ପାଳନ ଲାଗି ନିର୍ଦ୍ଦେଶ ଦିଆଯାଇଥିଲା। ଏହାକୁ କନ୍ଧମାଳ ଜିଲା ରାଇକିଆରେ ରବିବାର ପାଳନ କରାଯାଇଥିବା ଦେଖିବାକୁ ମିଳିଛି। ସମସ୍ତ ଦୋକାନ ବଜାର ସ୍ବତଃପ୍ରବୃତ୍ତ ବନ୍ଦ ରହିଥିବା ବେଳେ ରାସ୍ତାଘାଟ ଜନଶୂନ୍ୟ ରହିଛି। କୌଣସି ଯାନବାହନ ଚଳାଚଳ କରୁ ନାହିଁ । କର୍ଫ୍ୟୁକୁ ସହଯୋଗ କରି ଲୋକେ ଘରୁ ବାହାରି ନ ଥିବା ବେଳେ ବିଭିନ୍ନ ଜରୁରିକାଳୀନ ସେବା ପ୍ରତିଷ୍ଠାନ ଖୋଲାରହିଛି। ଏଥିସହ ପ୍ରଶାସନ ଏବଂ ବିଭିନ୍ନ ସଂଗଠନ ପକ୍ଷରୁ କରୋନା ସମ୍ପର୍କିତ ସଚେତନତାକୁ ବ୍ୟାପକ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୟାଗଡ଼ ଜିଲାରେ ପାସ୍‌ ହାର ୭୨ ପ୍ରତିଶତ

ନୟାଗଡ଼ ଅଫିସ,୨୨।୫-ମାଟ୍ରିକ୍‌ ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି। ନୟାଗଡ଼ ଜିଲାରେ ପାସ୍‌ ହାର ୭୧.୮୫ ପ୍ରତିଶତ ରହିଛି। ୫୨ ଜଣ ଏ-୧, ୩୯୮ ଏ-୨, ୮୨୫...

ଅର୍ଥ ସାଜିଛି ପ୍ରତିବନ୍ଧକ, ପାର୍ବତୀଙ୍କ ପାଠପଢ଼ା ଅଧାରୁ ବନ୍ଦ

ବୈପାରିଗୁଡ଼ା,୧୬ା୯(ଡି.ଏନ୍‌.ଏ.): ଆଦିବାସୀ ଝିଅ ପାର୍ବତୀ ପୂଜାରୀ (୧୦)। ଘର ବୈପାରିଗୁଡ଼ା ବ୍ଲକ ମାଠପଡ଼ା ପଞ୍ଚାୟତର ବାଣୁଆଗୁଡ଼ା ଗ୍ରାମରେ । ଚଳିତ ବର୍ଷ ମାଠପଡ଼ା ପ୍ରାଥମିକ ବିଦ୍ୟାଳୟରେ...

ଶରୀର ଦାନ କରିବେ ଶିକ୍ଷୟିତ୍ରୀ

ସିମୁଳିଆ, ୨୪ା୧୦(ସନ୍ତୋଷ କୁମାର ନାୟକ)-ଏବେ ଶିକ୍ଷାଦାନ କରି ପିଲାମାନଙ୍କୁ ଶିକ୍ଷିତ କରୁଛନ୍ତି। ଜୀବନର ଅନ୍ତିମ ସମୟରେ ଅଙ୍ଗଦାନ ସହ ତାଙ୍କ ଶରୀରକୁ ମଧ୍ୟ ବିଜ୍ଞାନ ବିଭାଗର...

ହାଜତରୁ ଖସି ରହୁଥିଲେ ଜଙ୍ଗଲରେ, ଧରାପଡିଲେ ୩ ବର୍ଷ ପରେ

ସମ୍ବଲପୁର,୮ା୧୦(ବ୍ୟୁରୋ): ସମ୍ବଲପୁର ସମେତ ପଡ଼ୋଶୀ ଜିଲାରେ ପୋଲିସର ନିଦ ହଜାଇଥିବା କୁଖ୍ୟାତ ଅପରାଧୀ ଧନେଶ୍ୱର ଝାଙ୍କର ଓରଫ ଟିମାଙ୍କୁ ପୋଲିସ ଗିରଫ କରିଛି। ୩ ବର୍ଷ...

ବଡ଼ଭାଇଙ୍କୁ ଟାଙ୍ଗିଆରେ ହାଣିଲେ ସାନଭାଇ

କେସିଙ୍ଗା,୧୫ା୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅଧିନସ୍ଥ କର୍ଲାପଡ଼ା ଫାଣ୍ଡି ଅନ୍ତର୍ଗତ ପଣ୍ଡି ଗାଁରେ ରବିବାର ଅଭାବନୀୟ କାଣ୍ଡ ଘଟିଛି। ପ୍ରକାଶ ଯେ, ରବିବାର...

ଦିଲ୍ଲୀ ଗଲେ କୋଶଲ ରାଜ୍ୟ ସମନ୍ବୟ ସମିତି ପ୍ରତିନିଧି

ବରଗଡ଼ ଅଫିସ, ୨୩।୭: ସ୍ବତନ୍ତ୍ର କୋଶଲ ରାଜ୍ୟ ଗଠନ ଦାବିନେଇ ମଙ୍ଗଳବାର ସକାଳୁ କୋଶଲ ରାଜ୍ୟ ସମନ୍ବୟ ସମିତିର ଏକ ପ୍ରତିନିଧି ଦଳ ଦିଲ୍ଲୀ ଗସ୍ତ...

୧୨ ଘଣ୍ଟା ହେଲା ବିଦ୍ୟୁତ୍‌ ବିଚ୍ଛିନ୍ନ

କୋରାପୁଟ, ୧୦।୧୦(ସ୍ବ.ପ୍ର.): କୋରାପୁଟରେ ରବିବାର ସକାଳ ୮ରୁ ରାତି ୭ଟା ୪୫ ପର୍ଯ୍ୟନ୍ତ ବିଦ୍ୟୁତ୍‌ କାଟ କରାଯାଇଥିଲା। ଏଥିଯୋଗୁ ଜନଜୀବନ ଏକପ୍ରକାର ଅସ୍ତବ୍ୟସ୍ତ ହୋଇଥିଲା। ଏପରିକି...

ମାସକରେ ୩୨ଶହ ସଂକ୍ରମିତ

ଅନୁଗୋଳ ଅଫିସ, ୧ା୫ ଅନୁଗୋଳ ଜିଲାରେ ଗମ୍ଭୀର ସ୍ଥିତି ସୃଷ୍ଟି କଲାଣି କରୋନାର ଦ୍ୱିତୀୟ ଲହର। ବିଶେଷକରି ଏପ୍ରିଲ ମାସରେ ୩୨ଶହ ସଂକ୍ରମିତ ଚିହ୍ନଟ ହେବା...

Advertisement
Archives

Model This Week