Posted inଜାତୀୟ

ପ୍ରଧାନମନ୍ତ୍ରୀ-ଅର୍ଥମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ଯୋଗୀ

ଲକ୍ଷ୍ନୌ,୧।୨: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଚଳିତ ବର୍ଷର ବଜେଟ ପାଇଁ ସେ ଏହି ଶୁଭେଚ୍ଛା ଜଣାଇଛନ୍ତି। ଏହି ବଜେଟ ଉନ୍ନତି ମୂଳକ ଓ କୃଷକଙ୍କୁ ସୁହାଇବା ଭଳି ହୋଇଥିବା ଯୋଗୀ କହିଛନ୍ତି। ଏଥିରେ ଦେଶର ଆର୍ଥିକ ସ୍ଥିତି ମଜଭୂତ ହେବ ବୋଲି ଯୋଗୀ ମତ ପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ, ଶନିବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମଣ ଲୋକସଭାରେ ଚଳିତ ବର୍ଷର ବଜେଟ୍‌ ଉପସ୍ଥାପନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାନୁୟାରୀ ୩୧ ପର୍ଯ୍ୟନ୍ତ ରାଜଧାନୀରେ ଇଣ୍ଟରନେଟ୍‌ ସେବା ବନ୍ଦ

ନୂଆଦିଲ୍ଲୀ, ୩୦।୧: ରାଜଧାନୀ ଦିଲ୍ଲୀରେ କୃଷକ ସଂଗଠନଗୁଡ଼ିକ ପକ୍ଷରୁ ଆନ୍ଦୋଳନ ଜାରି ରହିଛି। ଏପରିସ୍ଥଳେ ସୁରକ୍ଷା ଦୃଷ୍ଟିରୁ ସିଙ୍ଘୁ, ଗାଜିପୁର,ଟିକରି ଆଦି ଅଞ୍ଚଳ ଏବଂ ଏହାର...

କୁଲ୍ଲୁ ସଡ଼କ ଦୁର୍ଘଟଣା: ଆଇଆଇଟି ବିଏଚୟୁର ୭ ଛାତ୍ର ମୃତ

କୁଲ୍ଲୁ,୨୬ ।୯: ହିମାଚଳର କୁଲ୍ଲୁରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ପର୍ଯ୍ୟଟକଙ୍କୁ ନେଇ ଯାଉଥିବା ଏକ ବସ ଖାଇ ମଧ୍ୟକୁ ଖସି ପଡିବାରୁ...

ଓ୍ବର୍ଲିରୁ ଲଢ଼ିବେ ଆଦିତ୍ୟ

ମୁମ୍ବାଇ,୩୦ା୯: ମହାରାଷ୍ଟ୍ର ବିଧାନସଭା ଲାଗି ଭାଜପା-ଶିବସେନା ମଧ୍ୟରେ ଆସନ ବୁଝାମଣା ଚୂଡାନ୍ତ ହୋଇ ନ ଥିବାବେଳେ ଶିବସେନା ପକ୍ଷରୁ ଟିକେଟ ବଣ୍ଟନ ଆରମ୍ଭ ହୋଇଯାଇଛି। ଦଳର...

ସୋସିଆଲ ମିଡିଆରେ ଯୁବକଙ୍କ ବ୍ରେନ୍ ୱାଶ କରୁଛି ଆଇଏସ୍‌, ଚେତାବନୀ ଦେଲା ଏନ୍‌ଆଇଏ

ନୂଆଦିଲ୍ଲୀ,୧୮ ।୯: ଆଫଗାନିସ୍ତାନରେ ତାଲିବାନ ଶାସନ କରିବା ପରେ ଏବେ ଏହାର କିଛି ପାଶ୍ୱର୍ ପ୍ରତିକ୍ରିୟା ଭାରତ ଉପରେ ପଡିବାକୁ ଯାଉଥିବା କୁହାଗଲାଣି । ପାକିସ୍ତାନର...

ଗୋଆରେ ପ୍ରଥମ କରୋନା ରୋଗୀ

ପଣଜୀ,୧୮।୩: ଗୋଆରେ ବୁଧବାର କରୋନା ଭାଇରସ୍‌ ସଂକ୍ରମଣର ପ୍ରଥମ ଘଟଣା ସାମ୍ନାକୁ ଆସିଛି। ସଂକ୍ରମିତ ହୋଇଥିବା ରୋଗୀ ହେଉଛନ୍ତି ନରଓ୍ବେର ନାଗରିକ। ଫେବୃଆରୀ ୨୦ରେ ଉକ୍ତ...

ସୋନିଆଙ୍କ ବିରୋଧରେ ଆପତ୍ତିଜନକ କମେଣ୍ଟ, ଜେପି ନଡ୍ଡାଙ୍କୁ ଚିଠି ଲେଖିଲା କଂଗ୍ରେସ

ନୂଆଦିଲ୍ଲୀ,୨୪ ।୭: ଭାରତୀୟ ଜନତା ପାର୍ଟି(ଭାଜପା)ର ପ୍ରବକ୍ତା ପ୍ରେମ ଶୁକ୍ଳାଙ୍କ ଦ୍ୱାରା କଥିତ ଭାବେ ସୋନିଆ ଗାନ୍ଧୀଙ୍କ ବିରୋଧରେ ‘ଆପତ୍ତିଜନକ ଭାଷା’ ବ୍ୟବହାରକୁ ନେଇ କଂଗ୍ରେସ...

ଡ୍ରୋନ୍‌ରେ ପଠାଗଲା ବ୍ଲଡ ସାମ୍ପଲ: ବିଚ୍ଛିନ୍ନାଞ୍ଚଳ ରୋଗୀଙ୍କ ପାଇଁ ସହାୟକ ହେବ

ଡେରାଡୁନ,୮।୬: ଉତ୍ତରାଖଣ୍ଡ ନନ୍ଦଗାଓଁ ଜିଲା ହସ୍ପିଟାଲରୁ ତେହରି ଜିଲା ହସ୍ପିଟାଲକୁ ପରୀକ୍ଷା ମୂଳକ ଭାବେ ଡ୍ରୋନ୍‌ ଯୋଗେ ପ୍ରଥମ କରି ଶୁକ୍ରବାର ବ୍ଲଡ ସାମ୍ପୁଲ ପଠାଯାଇଛି।...

ବାଜପେୟୀ ସରକାରଙ୍କ ସମୟରେ ମଧ୍ୟ ହୋଇଥିଲା ପାକିସ୍ତାନ ଉପରେ ଏୟାର ଷ୍ଟ୍ରାଇକ୍‌ ଯୋଜନା

ନୂଆଦିଲ୍ଲୀ,୧।୭: ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ସରକାର ସମୟରେ ମଧ୍ୟ ପାକିସ୍ତାନ ପରେ ଏୟାର ଷ୍ଟ୍ରାଇକ୍‌ କରାଯିବାର ନିଷ୍ପତ୍ତି ହୋଇଥିଲା। ତେବେ ଶେଷ ମୁହୂର୍ତ୍ତରେ...

Advertisement
Archives

Model This Week