ପ୍ରଧାନମନ୍ତ୍ରୀ ଅର୍ଥ ବ୍ୟବସ୍ଥାର ବାସ୍ତବତାକୁ ଅଗ୍ରାହ୍ୟ କରୁଛନ୍ତି: କଂଗ୍ରେସ

ନୂଆଦିଲ୍ଲୀ,୨୧-୧୨: ଶିଳ୍ପ ଜଗତ ସାମ୍ନାରେ ପ୍ରଧାନ ମନ୍ତ୍ରୀ ଯେଉଁ ସବୁ କଥା ରଖିଛନ୍ତି ଯେଉଁ ସ୍ବପ୍ନ ଦେଖାଇଛନ୍ତି ତାହା ବାସ୍ତବ ନୁହେଁ ବୋଲି କଂଗ୍ରେସ ପକ୍ଷରୁ କୁହାଯାଇଛି। ସରକାର ଦେଶର ଅର୍ଥନୀତିକୁ ଠିକ୍‌ ଭାବେ ବିଚାର କରି ନ ଥିବା କଂଗ୍ରେସର ବରିଷ୍ଠ ମୁଖପାତ୍ର ଆନନ୍ଦ ଶର୍ମା କହିଛନ୍ତି। ଅର୍ଥବ୍ୟବସ୍ଥା ଏବେ ଖରାପ ସ୍ଥିତି ଦେଇ ଗତି କରୁଥିବା ବେଳେ ଯଦି ଏହାକୁ ସୁଧାରିବା ନ ନେଇ କୌଣସି ପଦକ୍ଷେପ ସରକାର ନ ନିଅନ୍ତି ଆସନ୍ତା ବର୍ଷ ସ୍ଥିତି ଆହୁରି ବିଗିଡିଯିବ ବୋଲି ସେ କହିଛନ୍ତି। ବାସ୍ତବତା ଠାରୁ ଦୂରେଇ ଯାଇ ପ୍ରଧାନମନ୍ତ୍ରୀ ଯେଉଁ ମିଛ ପ୍ରତିଶ୍ରୁତି ଦେଉଛନ୍ତି ଏବଂ ମିଛ ସ୍ବପ୍ନ ଦେଖାଉଛନ୍ତି ତାହା ବନ୍ଦ କରନ୍ତୁ। ୫ ଟ୍ରିଲିୟନ ଡଲାର ଅର୍ଥନୀତି ଲକ୍ଷ୍ୟ ହାସଲ ଲାଗି ଆଗାମୀ ୫ ବର୍ଷ ପର୍ଯ୍ୟନ୍ତ ୨ ଅଙ୍କ ବିଶିଷ୍ଟ ଅଭିବୃଦ୍ଧି କେମିତି ହାସଲ ହେବ ବୋଲି ଶର୍ମା ପ୍ରଶ୍ନ ଉଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶେଷରେ କ୍ଷମା ମାଗିଲା ଫ୍ଲିପ୍‌କାର୍ଟ

ନୂଆଦିଲ୍ଲୀ,୯।୩: ଆକର୍ଷଣୀୟ ଅଫର୍‌ ନେଇ ଗ୍ରାହକଙ୍କୁ ଆକୃଷ୍ଟ କରିବା ଆଜିକାଲିର ଅନ୍‌ଲାଇନ୍‌ ସପିଂ କମ୍ପାନୀଗୁଡ଼ିକର ଫର୍ମୁଲା। ହେଲେ ବେଳେବେଳେ ଏହି ଅଫର୍‌ କମ୍ପାନୀଗୁଡ଼ିକୁ ମହଙ୍ଗା ପଡ଼ୁଛି।...

ଘରୋଇକରଣ ନତୁବା ବନ୍ଦ ହେବ ଏୟାର ଇଣ୍ଡିଆ

ନୂଆଦିଲ୍ଲୀ, ୧୬।୯ : ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଲାଗି ସରକାରଙ୍କ ସାମ୍ନାରେ ୨ଟି ବିକଳ୍ପ ରହିଛି। ଏହି ବିମାନ କମ୍ପାନୀକୁ ସରକାର ଘରୋଇକରଣ...

ସାନିଟାଇଜର,ଭେଣ୍ଟିଲେଟର ରପ୍ତାନି ବନ୍ଦ

ନୂଆଦିଲ୍ଲୀ,୨୫-୩: ସମସ୍ତ ପ୍ରକାରର ସାନିଟାଇଜର ଏବଂ ଭେଣ୍ଟିଲେଟର ରପ୍ତାନିକୁ ତୁରନ୍ତ ଭିତ୍ତିରେ ବନ୍ଦ କରିବାକୁ କେନ୍ଦ୍ର ସରକାର ମଙ୍ଗଳବାର ନିର୍ଦ୍ଦେଶ ଦେଇଛନ୍ତି। କରୋନା ବ୍ୟାପୁଥିବାରୁ ଏହାକୁ...

୭୩% ହ୍ରାସ ପାଇଛି ସୁନା ଆମଦାନୀ

ନୂଆଦିଲ୍ଲୀ,୫ା୯: ଭାରତର ସୁନା ଆମଦାନୀ ୭୩% ହ୍ରାସ ପାଇଛି। ସୁନା ଦର ରେକର୍ଡ ସ୍ତରରେ ପହଞ୍ଚତ୍ୟିବାରୁ ଲୋକେ ଏହାକୁ କିଣିବାରୁ ଦୂରେଇ ରହୁଛନ୍ତି। ଗତ ୩...

୧୬ରେ ଡିବିୟୁର ଶୁଭାରମ୍ଭ କରିବେ ମୋଦି

ନୂଆଦିଲ୍ଲୀ,୧୫।୧୦: ଦେଶର ଆର୍ଥିକ ଅନ୍ତର୍ଭୁକ୍ତିକୁ ଅଧିକ ବ୍ୟାପକ କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର (୧୬ ଅକ୍ଟୋବର) ଦେଶର ୭୫ଟି ଜିଲାକୁ ୭୫ଟି ଡିଜିଟାଲ...

ବଜେଟ ଅର୍ଥ ଖର୍ଚ୍ଚ କରି ପ୍ରକଳ୍ପ କାମ ସାରିବାକୁ ମୁଖ୍ୟ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ଗତବର୍ଷ ତୁଳନାରେ ଚଳିତବର୍ଷ ନଭେମ୍ବର ଶେଷ ସୁଦ୍ଧା ମୋଟ୍‌ ରାଜସ୍ବ ସଂଗ୍ରହରେ ୪ ପ୍ରତିଶତ ବୃଦ୍ଧି ଘଟିଛି। ଅର୍ଥନୀତିର ବିଭିନ୍ନ କ୍ଷେତ୍ରରେ କୋଭିଡ୍‌ ସଙ୍କଟ...

ଆର୍‌ବିଆଇ ପକ୍ଷରୁ ଆର୍ଥିକ ସାକ୍ଷରତା ସପ୍ତାହ

ଭୁବନେଶ୍ୱର,୧୪।୨: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ)ର ଆଞ୍ଚଳିକ କାର୍ଯ୍ୟାଳୟ ଭୁବନେଶ୍ୱର ପକ୍ଷରୁ ସୋମବାର ଆର୍ଥିକ ସାକ୍ଷରତା ସପ୍ତାହ-୨୦୨୩ର ଆୟୋଜନ କରାଯାଇଥିଲା। ଏପରିକି ଚଳିତ ବର୍ଷର ଆର୍ଥିକ...

ନ୍ୟୁ ପୋକୋ ସି୫୫ ଉନ୍ମୋଚିତ

ନୂଆଦିଲ୍ଲୀ,୨୫ା୨: ଦେଶର ପ୍ରମୁଖ ଉପଭୋକ୍ତା ଟେକ୍ନୋଲୋଜି ବ୍ରାଣ୍ଡ ପୋକୋର ସି-ସିରିଜ୍‌ ସ୍ମାର୍ଟଫୋନ୍‌ ପୋକୋ ସି୫୫ର ସର୍ବଭାରତୀୟ ଉନ୍ମୋଚନ କରାଯାଇଛି। ବିଶେଷକରି ନୂଆ ପୋକୋ ସି୫୫ ଏକ...

Advertisement
Archives

Model This Week