ପ୍ରଧାନମନ୍ତ୍ରୀ ଆବାସ ଯୋଜନା ପାଇଁ କାର୍ଯ୍ୟାଦେଶ ବଣ୍ଟନ

ଜୁନାଗଡ,୨୪।୯(ଡି.ଏନ.ଏ.)
କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ବଳଦିଆମାଲ ପଞ୍ଚାୟତରେ ସୋମବାର ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ଗ୍ରାମୀଣ) ପାଇଁ କାର୍ଯ୍ୟାଦେଶ ବଣ୍ଟନ ହୋଇଯାଇଛି। ଏଥିରେ ପଞ୍ଚାୟତର ୨୯ଜଣ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର କାର୍ଯ୍ୟାଦେଶ ବଣ୍ଟନ କରାଯାଇଥିଲା। ସ୍ଥାନୀୟ ସରପଞ୍ଚ ଅର୍ଚ୍ଚନା ମେହେରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ କନିଷ୍ଠ ଯନ୍ତ୍ରୀ ସ୍ବର୍ଣ୍ଣଲତା ବେହେରା, ପିଇଓ ଶିବ ପ୍ରସାଦ ସାହୁ, ଜିଆରଏସ୍‌ କୁସୁମ ମଞ୍ଜରୀ ମେହେର ପ୍ରମୁଖ ଯୋଗଦେଇ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

୯ ଦଫା ଦାବି ନେଇ ଗଣଧାରଣା ଦେଲେ ପାଚିକା ସଂଘ, ଦରମା ବୃଦ୍ଧି ନ ହେଲେ…

କେସିଙ୍ଗା,୧୯ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପାଚିକା ଓ ସହାୟିକା ମଜଦୁର ସଂଘ ସଭାନେତ୍ରୀ ରଶ୍ମିତା ହେର୍ନାଙ୍କ ନେତୃତ୍ୱରେ ୯ ଦଫା ଦାବି ନେଇ...

ଅଞ୍ଚଳ ପାଇଁ ଗୌରବ ଆଣିଲେ କଳାହାଣ୍ଡି ଛାତ୍ର ଟେକ: ଖେଳିଗଲା ଖୁସିର ଲହରୀ

କର୍ଲାମୁଣ୍ଡା, ୧୯।୧୨ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁର୍ଶୁଲାସ୍ଥିତ ଅମର ଡିଗ୍ରୀ କଲେଜର ଛାତ୍ର ଟେକ ବଗର୍ତ୍ତୀ ଆସନ୍ତା ଜାନୁଆରୀ ୨୬ରେ ନୂଆଦିଲ୍ଲୀ...

ବେଆଇନ ଭାବେ ଚାଲାଣ ହେଉଥିଲା ୪୦୪ ଦେଶୀ ମଦ ପାଉଚ୍‌, ଜବତ କଲା ରିଷିଡ଼ା ପୋଲିସ, ଅଭିଯୁକ୍ତ…

ରିଷିଡା,୧୮।୧୨(ସୁଶାନ୍ତ କୁମାର ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡା ଫାଣ୍ଡି ଅଧୀନସ୍ଥ ପୈାରକେଲା  ଢିପୁପଡାଠାରେ ବେଆଇନ ଭାବେ ଚାଲାଣ ହେଉଥିବା ୪୦୪ ଦେଶୀ ମଦପାଉଚକୁ...

ଧାନମଣ୍ଡି ଉଦ୍‌ଘାଟନ କଲେ ଚାଷୀ, ପ୍ରଶାସନ ଗୁରୁତ୍ୱ ଦେଇ…

ରିଷିଡ଼ା,୧୮।୧୨(ସୁଶାନ୍ତ ମଲ୍ଲିକ)-କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡା ପାକ୍ସ ଅଧୀନ ଖରଝୁରା ତାରିଣୀଛକଠାରେ ଗୁରୁବାର ଏକ ଧାନମଣ୍ଡି ଚାଷୀମାନଙ୍କ ଦ୍ୱାରା ଉଦ୍‌ଘାଟିତ ହୋଇଯାଇଛି। ଏହାକୁ ଉପମଣ୍ଡି...

ରୋଗୀଙ୍କୁ ମିଳିବ ଉନ୍ନତ ସେବା

କେସିଙ୍ଗା,୧୮।୧୨(ତୁମେଶ୍ୱର ସାହୁ): ଜିଲା ସ୍ବାସ୍ଥ୍ୟ ସମିତି କଳାହାଣ୍ଡି ଆନୁକୁଲ୍ୟରେ ଏମ୍ସ ଭୁବନେଶ୍ୱର ଏବଂ ଦିଲ୍ଲୀ ଜହ୍ନ ହୋପକିନସ ୟୁନିଭର୍‌ ସିଟି(John Hopkins University) ଆନୁକୁଲ୍ୟରେ ସ୍ଥାନୀୟ...

ଆହତ ଛୁଆହାତୀକୁ ଉଦ୍ଧାର କଲା ବନବିଭାଗ: କରାଯାଉଛି ଚିକିତ୍ସା

କେସିଙ୍ଗା୧୮।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନାଞ୍ଚଳ ଅଧିନସ୍ଥ ନୂନମାଠ ଗ୍ରାମ ନିକଟରେ ଥିବା ଜଙ୍ଗଲକୁ ଖାଦ୍ୟ ଅନ୍ବେଷଣରେ ୩୫ ଟିକିଆ ହାତୀପଲ ଗତକାଲି ଗାଁ...

ଲାଞ୍ଜିଗଡ଼ ବ୍ଲକ ଗସ୍ତରେ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ

ଲାଞ୍ଜିଗଡ଼, ୧୭ା୧୨ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଦିନିକିଆ ଗସ୍ତରେ ଆସି ବୁଧବାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି ଜାତୀୟ ସ୍ବାସ୍ଥ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri