ପ୍ରଧାନମନ୍ତ୍ରୀ କେୟାର ଫଣ୍ଡକୁ ଚାଷୀଙ୍କ ସହାୟତା

ନୂଆଗାଁ, ୨୨।୪ (ଡି.ଏନ.ଏ.)-ବୁଧବାର ସୁନ୍ଦରଗଡ଼ ଜିଲା ନୂଆଗାଁ ବ୍ଲକ ଅନ୍ତର୍ଗତ ସୋରଡା ଗ୍ରାମର ଚାଷୀ ବାସୁଦେବ ସାହୁ କରୋନା ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀ କେୟାର ଫଣ୍ଡକୁ ୫୫ ହଜାର ୫୫୫ ଟଙ୍କାର ଚେକ୍‌ ପ୍ରଦାନ କରିଛନ୍ତି । ରାଉରକେଲା ଅତିରିକ୍ତ ଜିଲାପାଳ (ଏଡିଏମ୍‌)ଙ୍କୁ ସେ ଏହି ଚେକ୍‌ ପ୍ରଦାନ କରି ଅନ୍ୟମାନଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛନ୍ତି ା ଏ ନେଇ ବାସୁଦେବ କହିଛନ୍ତି, ସେ ଜଣେ ନାଗରିକ ହିସାବରେ ଏହି ଅର୍ଥ ପ୍ରଦାନ କରିଛନ୍ତି । ଅନ୍ୟମାନେ ନିଜର କ୍ଷମତା ଅନୁସାରେ ସହାୟତା ଦେବାକୁ ସେ ଅନୁରୋଧ କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଭଣ୍ଡାରିପୋଖରୀ ବଜାରର ୫୦ ବ୍ୟବସାୟୀଙ୍କୁ ଉଚ୍ଛେଦ

ଭଣ୍ଡାରିପୋଖରୀ, ୧୦ା୯(ଡି.ଏନ୍‌.ଏ.)-ଭଦ୍ରକ ଜିଲା ଦେଇ ଯାଇଥିବା ୧୬ ନଂ ଜାତୀୟ ରାଜପଥ ପ୍ରଶସ୍ତୀକରଣ କାର୍ଯ୍ୟ ଚାଲିଥିବାରୁ ଭଣ୍ଡାରିପୋଖରୀ ବଜାରର ବହୁ ଅଂଶକୁ ଭାଙ୍ଗି ଦିଆଯାଇଛି। ଗତ...

ବିପଦରେ ବୈତରଣୀ ସେତୁ

ଆନନ୍ଦପୁର,୨୯।୬(ସ୍ବ.ପ୍ର.)-କେନ୍ଦୁଝର ଜିଲା ଆନନ୍ଦପୁର ଅଞ୍ଚଳର ଲାଇଫ୍‌ଲାଇନ୍‌ କୁହାଯାଉଥିବା ବୈତରଣୀ ନଦୀ ସେତୁ ପୁଣି ବିପଦରେ। ୩ଟି ସ୍ପାନ ଦବିବା ଯୋଗୁ ଏହାର ସ୍ଥାୟିତ୍ୱ ନେଇ ଏବେ...

ପୁରୀ-ଦୁର୍ଗ ଏକ୍ସପ୍ରେସ୍‌ ବ୍ରେକ୍‌ରେ ନିଆଁ

ସାକ୍ଷୀଗୋପାଳ,୨୧ା୫(ସ୍ବ.ପ୍ର./ଡି.ଏନ୍‌.ଏ.): ପୁରୀ -ଦୁର୍ଗ ଏକ୍ସପ୍ରେସ୍‌ ଟ୍ରେନଟି ସାକ୍ଷୀଗୋପାଳ ନିକଟରେ ଶନିବାର ଏକ ଅଘଟଣ ଘଟିଛି। ଶନିବାର ପୁରୀ- ଦୁର୍ଗ ଏକ୍ସପ୍ରେସ ପୁରୀରୁ ସମୟ ଅନୁସାରେ ଛାଡିଥିଲା।...

ବିଜେଡି ମହିଳା ସଭାନେତ୍ରୀଙ୍କ ଘର ଉପରକୁ ବୋମାମାଡ଼

ବରୀ,୧୪ା୩(ଡି.ଏନ୍‌.ଏ.): ଯାଜପୁର ଜିଲା ବରୀ ବ୍ଲକ ବିଜେଡି ମହିଳା ସଭାନେତ୍ରୀ ଜ୍ୟୋତ୍ସ୍ନାରାଣୀ ନାଥଶର୍ମାଙ୍କ ଘର ଉପରକୁ ଦୁର୍ବୃତ୍ତମାନେ ବୋମାମାଡ଼ କରିଛନ୍ତି। ଏନେଇ ଜ୍ୟୋତ୍ସ୍ନାରାଣୀ ରାମଚନ୍ଦ୍ରପୁର ଥାନାରେ...

ଜବରଦଖଲ ଉଚ୍ଛେଦ ନୋଟିସକୁ ପୌରାଞ୍ଚଳ ପଟ୍ଟାବିହୀନ ବାସିନ୍ଦା ସଂଘର ବିରୋଧ

ବାରିପଦା ଅଫିସ,୨୯।୭- ବାରିପଦା ସହର ଦେବେନ୍ଦ୍ରପୁରରେ ବସବାସ କରୁଥିବା ପଟ୍ଟା ବିହୀନ ବାସିନ୍ଦାଙ୍କୁ ଜବରଦଖଲ ସ୍ଥାନରୁ ଉଚ୍ଛେଦ କରିବା ପାଇଁ ଜିଲା ପ୍ରଶାସନ ନୋଟିସ ଜାରି...

କାମ ଆରମ୍ଭରୁ ଭାଙ୍ଗିଲା ଗ୍ରୀଡ୍‌ ସବ୍‌ଷ୍ଟେଶନ ପାଚେରି

ବନ୍ତ, ୭।୮ (ଡି.ଏନ.ଏ.) : ଭଦ୍ରକ ଜିଲା ବନ୍ତ ବ୍ଲକ ଅନ୍ତର୍ଗତ ରାମକୃଷ୍ଣପୁର ପଞ୍ଚାୟତ ଗୋପାଳସାହିସ୍ଥିତ କପାଳି ନଦୀ କୂଳରେ ଓପିଟିସିଏଲ୍‌(ଓଡ଼ିଶା ପାୱାର ଟ୍ରାନ୍ସମିସନ୍‌ କରର୍ପୋରେସନ...

ମନ୍ଦିର ଗେଟ୍‌ରୁ ପଡ଼ି ସୁରକ୍ଷାକର୍ମୀଙ୍କ ମୃତ୍ୟୁ: ମୃତଦେହ ରଖି ଧାରଣା

ପାଟଣା,୧୫।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବୈତରଣୀ ନଦୀକୂଳରେ ଥିବା ପରମେଶ୍ୱର ଶିବ ମନ୍ଦିର ଗେଟ୍‌ରୁ ପଡ଼ି ସୁରକ୍ଷାକର୍ମୀ ସନ୍ତୋଷ କୁମାର ମହାନ୍ତଙ୍କ(୪୬) ରବିବାର ମୃତ୍ୟୁ ଘଟିଥିଲା।...

କୋଇଲା ଚୋରା ଚାଲାଣ ବେଳେ ୨ଟ୍ରକ ଜବତ

ବାସୁଦେବପୁର, ୨୨ା୧୨(ଡି.ଏନ୍‌.ଏ.)- ଭଦ୍ରକ ଜିଲା ବାସୁଦେବପୁର-ଧାମରା ରାସ୍ତାର ପାରାଛକ ନିକଟରୁ ବାସୁଦେବପୁର ପୋଲିସ ଶନିବାର ରାତ୍ରିକାଳୀନ ପାଟ୍ରୋଲିଂ ବେଳେ ଚୋରା କୋଇଲା ଭର୍ତ୍ତି ୨ଟି ଟ୍ରକକୁ...

Advertisement
Archives

Model This Week