ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ନିର୍ମାଣ ଲାଗି ଭିତ୍ତିପ୍ରସ୍ତର

ଯୋଡ଼ା, ୧୭।୫(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ବ୍ଲକ ଅନ୍ତର୍ଗତ ଜୁରୁଡି-କମଳପୁର ପ୍ରଧାନମନ୍ତ୍ରୀ ଗ୍ରାମ ସଡକର ନିର୍ମାଣ କାର୍ଯ୍ୟ ଆରମ୍ଭ ନେଇ ଚମ୍ପୁଆ ବିଧାୟିକା ମୀନାକ୍ଷୀ ମହାନ୍ତ ରବିବାର ପୂର୍ବାହ୍ନରେ ଏହାର ଭିତ୍ତିପ୍ରସ୍ତର ଉଦ୍‌ଘାଟନ କରିଛନ୍ତି। ଉଦ୍‌ଘାଟନ ସମୟରେ ବିଧାୟିକା ମୀନାକ୍ଷୀ ମହାନ୍ତଙ୍କ ସମେତ ଜୁରୁଡି ସରପଞ୍ଚ ସୁଜାତା ହେମ୍ବ୍ରମ ଓ ପିଏସ ମେମ୍ବର ଇନ୍ଦ୍ର ପାତ୍ର ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ବର୍ଷା; କଳାହାଣ୍ଡିରେ ବଢ଼ିଲା ସ୍କୁଲ ଛୁଟି ଅବଧି, ଜିଲାପାଳ କହିଲେ…

ଭବାନୀପାଟଣା,୨୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଜାରି ରହିଛି ବର୍ଷା । ଏହାକୁ ଦୃଷ୍ଟିରେ ରଖି ଏବଂ ଛାତ୍ରୀଛାତ୍ରଙ୍କ ସୁରକ୍ଷା ଓ ନିରାପତ୍ତା ପାଇଁ ସ୍କୁଲ ଛୁଟି…

ଖେମୁଣ୍ଡି କଲେଜରେ ବନ ମହୋତ୍ସବ: ଅତିଥି ,ଅଧ୍ୟାପିକା,  ଅଧ୍ୟାପକ ମିଳିମିଶିକଲେ …

ଦିଗପହଣ୍ଡି,୨୯|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ଯୁକ୍ତ ୨ ଏବଂ ଯୁକ୍ତ ୩ ଜାତୀୟ ସେବା ଯୋଜନା(ଏନଏସଏସ) ୟୁନିଟ ପକ୍ଷରୁ କଲେଜ ପରିସରରେ…

ହୁମାରେ ବଡ଼ ଧରଣର ସିରିଜ୍ ଚୋରି: ସୁନା ଅଳଙ୍କାର ସହ ନଗଦ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ହୁମା,୨୯।୭ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ହୁମା ଫାଣ୍ଡି ଅଧୀନ ପାଟଣା ସାହିରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ବଡ଼ ଧରଣର ସିରିଜ୍ ଚୋରି ଘଟିଛି। ଗୋଟିଏ…

କାଦୁଅ ପାଇଁ ହନ୍ତସନ୍ତ ରୋଗୀ, ଥୁଆମୂଳ ରାମପୁର CHC ରାସ୍ତାରେ ଅଟକୁଛି ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୯।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ମୁଖ୍ୟ ରାସ୍ତା ଓ ଗେଟ୍ ସମ୍ମୁଖରେ ଏବେ ସ୍ଥିତି ଶୋଚନୀୟ ହୋଇପଡିଛି ।…

ଭୟଙ୍କର ବାଇକ୍ ଦୁର୍ଘଟଣା, ଚାଲିଗଲା ୨ଜଣଙ୍କ ଜୀବନ

ବଞ୍ଚୋ,୨୯।୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ସିଙ୍ଗଡୋଭ ଗ୍ରାମ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବୁଧବାର ସନ୍ଧ୍ୟାରେ ଘଟିଥିବା ଏକ ଭୟଙ୍କର ବାଇକ୍‌ ଦୁର୍ଘଟଣାରେ…

ଚିକିତ୍ସା ଅବହେଳାରୁ ପ୍ରସୂତୀ ମୃତ୍ୟୁ ଘଟଣା, ସିଲ୍ ହେଲା ନର୍ସିଂହୋମ

ବରଗଡ଼,୨୯।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁରର ଏକ ଘରୋଇ ନର୍ସିଂହୋମକୁ ସିଲ୍ କଲା ଜିଲା ପ୍ରଶାସନ । ଅମୃତଧାରା ଘରୋଇ ନର୍ସିଂହୋମକୁ ବୁଧବାର ଜିଲା ପ୍ରଶାସନ ପକ୍ଷରୁ…

ରିଙ୍ଗ ରୋଡ଼ ଭାଙ୍ଗି ଆନନ୍ଦପୁରରେ ବନ୍ୟା: ପାଣିରେ ଭାସିଲା ଗାଁ, ନିଖୋଜ ଯୁବକ

ଆନନ୍ଦପୁର,୨୯।୭(ସୁଶାନ୍ତ କୁମାର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ କେନ୍ଦୁଝର ଜିଲାର ଆନନ୍ଦପୁର ଅଞ୍ଚଳରେ ଭୟାବହ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି।…

ପୁଣି ଚର୍ଚ୍ଚାରେ ଭବାନୀପାଟଣାର କୁନି ଝିଅ କଶିସ୍‌, ବହୁମୁଖୀ ପ୍ରତିଭାର ଅଧିକାରିଣୀ ହୋଇ…

ଭବାନୀପାଟଣା,୨୯ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରର ୩ ବର୍ଷର କୁନି ଝିଅ କଶିସ୍‌ ଅଗ୍ରଓ୍ବାଲ ପୁଣି ଚର୍ଚ୍ଚାକୁ ଆସିଛନ୍ତି। ଗତ ଏପ୍ରିଲ ମାସରେ ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri