Posted inଜାତୀୟ

ପ୍ରଧାନମନ୍ତ୍ରୀ ଜନ-ଧନ ଯୋଜନା: ଜିରୋ ବାଲାନ୍ସ୍‌ ଖାତାରେ ଜମା ହୋଇଛି ଏକ ଲକ୍ଷ କୋଟିରୁ ଅଧିକ

ନୂଆଦିଲ୍ଲୀ,୧୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ପ୍ରଧାନମନ୍ତ୍ରୀ ଜନ-ଧନ ଯୋଜନାରେ ଜିରୋ ବାଲାନ୍ସ୍‌ ଖାତାରେ ଇତିମଧ୍ୟରେ ଏକ ଲକ୍ଷ କୋଟିରୁ ଅଧିକ ଟଙ୍କା ଜମା ହୋଇଛି। ସୂଚନା ଅଧିକାର ଅନ୍ତର୍ଗତ କରାଯାଇଥିବା ଏକ ଆବେଦନ ରିପୋର୍ଟରୁ ଏହା ଜଣାପଡ଼ିଛି। ଏହି ଯୋଜନା ୨୦୧୪ ଅଗଷ୍ଟ ୨୮ରେ ଆରମ୍ଭ ହୋଇଥିଲା। ୨୦୧୯ ଜୁଲାଇ ୧୭ ସୁଦ୍ଧା ଏହି ଯୋଜନାରେ ୩୬.୨୫ କୋଟି ସଞ୍ଚୟ ଖାତା ଖୋଲା ଯାଇଛି। ଏସବୁ ଖାତାରେ ୧,୦୦,୮୩୨ କୋଟି ଟଙ୍କା ଜମା ହୋଇଥିବା ସୂଚନା ଅଧିକାର ରିପୋର୍ଟରେ ଦର୍ଶାଯାଇଛି। ତେବେ ଖୋଲା ଯାଇଥିବା ଖାତା ମଧ୍ୟରୁ ୧୪ ପ୍ରତିଶତ ଅର୍ଥାତ୍‌ ୪.୯୯ କୋଟି ଖାତାରେ କୌଣସି ବାଲାନ୍ସ ନାହିଁ। ଏଭଳି ଲୋକେ ଗରିବ ଶ୍ରେଣୀର ବୋଲି ରିପୋର୍ଟରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଣି ଭୁଶୁଡି ଚାଲିଗଲା ୪ ଜୀବନ, ଫସି ରହିଛନ୍ତି ୧୨ରୁ ଅଧିକ

ରାୟପୁର,୨।୧୨: ଛତିଶଗଡର ମାଲଗାଓଁରେ ଶୁକ୍ରବାର ଚୂନ ପଥର ଖଣି ଭୁଶୁଡି ପଡିଛି। ଫଳରେ ୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୨ରୁ ଅଧିକ ଗ୍ରାମବାସୀ ଫସି...

ମୋଦି କରି ନାହାନ୍ତି ପ୍ରତିଶୋଧ ରାଜନୀତି: ଗୁଲାମ ନବୀ..

ନୂଆଦିଲ୍ଲୀ,୪।୪ : ରାଜ୍ୟସଭାର ପୂର୍ବତନ ଏମ୍‌ପି ତଥା ଡୋମୋକ୍ରାଟିକ୍‌ ଆଜାଦ ପାର୍ଟି ମୁଖ୍ୟ ଗୁଲାମ ନବୀ ଆଜାଦ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ...

ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର

ନୂଆଦିଲ୍ଲୀ,୩।୪: ଦିଲ୍ଲୀର ମହେନ୍ଦ୍ର ପାର୍କ ଅଞ୍ଚଳରେ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ପଡୋଶୀ ୨୪ ବର୍ଷୀୟ...

ସୁଶାନ୍ତଙ୍କ ପରିବାରକୁ ଭେଟିଲେ ଭାଜପା ନେତା ମନୋଜ

ନୂଆଦିଲ୍ଲୀ,୨୨।୬: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ମାମଲାର ସିବିଆଇ ଯାଞ୍ଚ ପାଇଁ ଦାବି କରିଛନ୍ତି ଭାରତୀୟ ଜନତା ପାର୍ଟି(ଭାଜପା)ର ଏମ୍‌ପି ତଥା ଭୋଜପୁରୀ...

ଆଇଇଡି ବିସ୍ଫୋରଣ: ୨ ଯବାନ ଆହତ

ସୁକମା,୨୧।୫: ଛତିଶଗଡ଼ର ସୁକମା ଜିଲାରେ ମଙ୍ଗଳବାର ହୋଇଥିବା ଏକ ଇମ୍ପ୍ରୋଭାଇଜ୍ଡ ଏକ୍ସପ୍ଲୋସିଭ୍‌ ଡିଭାଇସ୍‌(ଆଇଇଡି) ବିସ୍ଫୋରଣ ହେବା ଫଳରେ ୨ ଯବାନ ଆହତ ହୋଇଥିବା ସୂଚନା ମିଳିଛି।...

ବନ୍ଦ ହେବନାହିଁ ସାଇବାବାଙ୍କ ମନ୍ଦିର

ଶିରିଡି,୧୮।୧: ମହାରାଷ୍ଟ୍ରର ଶିରିଡିରେ ଥିବା ସାଇବାବାଙ୍କ ମନ୍ଦିର ରବିବାରଠାରୁ ବନ୍ଦ ହେବ ବୋଲି ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ...

ମନ୍ଦିର ପାଇଁ ନିଜ ଜୀବନକୁ ବାଜି ଲଗାଇଥିଲି, ଯଦି ସୁଯୋଗ ମିଳେ ଭୂମିପୂଜାକୁ ନିଶ୍ଚୟ ଯିବି: ଉମା ଭାରତୀ

ନୂଆଦିଲୀ,୨୨।୭: ଅଯୋଧ୍ୟାରେ ଅଗଷ୍ଟ ୫ରେ ରାମଲାଲଙ୍କ ମନ୍ଦିରର ଭୂମିପୂଜା ଆୟୋଜିତ ହେବ। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୂମିପୂଜା କରିବା ସହ ଶିଳାନ୍ୟାସ କରିବେ। ଏହି...

ଟୁଇଟର ୱାର: ପ୍ରିୟଙ୍କା ଗାନ୍ଧୀ ଟୁଇଟର ପ୍ରୋଫାଇଲରେ ଲଗାଇଲେ ରାହୁଲଙ୍କ ଫଟୋ

ନୂଆଦିଲ୍ଲୀ,୧୨ ।୮: ଟୁଇଟର ଓ କଂଗ୍ରେସ ମଧ୍ୟରେ ବିବାଦ ବଢିବାରେ ଲାଗିଛି । ଦଳର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ଟୁଇଟର ଆକାଉଣ୍ଟ ଲକ୍ ହେବା...

Advertisement
Archives

Model This Week